• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର ଓଡ଼ିଶାର ଲୋଧା ଜନଜାତିଙ୍କ ପାରମ୍ପରିକ କଳା ଓ କାରିଗରୀ

Proprietor Abhimanyu Maharana by Proprietor Abhimanyu Maharana
November 27, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର ଓଡ଼ିଶାର ଲୋଧା ଜନଜାତିଙ୍କ ପାରମ୍ପରିକ କଳା ଓ କାରିଗରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ନଭେମ୍ବର ଶନିବାର ) ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ରବିବାର ଦିନ ଦର୍ଶକମାନଙ୍କ ନିମନ୍ତେ ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି । ନଭେମ୍ବର ୨୮ ତାରିଖ ଦିନ ଦର୍ଶକମାନେ ଫେସ୍‌ବୁକ୍‌ ଓ ଟୁଇଟର ପେଜ୍‌ @stscdev, @scstrti i ଖୋଲି ଓଡ଼ିଶାର ଲୋଧା ଜନଜାତିଙ୍କ କଳା ଓ କାରିଗରୀ ସଂପର୍କରେ ଜାଣିପାରିବେ ବୋଲି ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର (ଡ.) ଅଖିଳ ବିହାରୀ ଓତା ପ୍ରକାଶ କରିଛନ୍ତି ।

ଗୋଲ୍‌ଡେନ୍‌ ଗ୍ରାସ୍‌ ନାମରେ ପରିଚିତ ସବାଇ ଘାସ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ଦେଖାଯାଏ । ପାରମ୍ପରିକ ଭାବେ ଲୋଧା ଜନଜାତି ସେମାନଙ୍କର ସରଳ ଉପକରଣ ଯୋଗେ ସବାଇ ଘାସରୁ ଦଉଡ଼ି ପ୍ରସ୍ତୁତ କରିଥା’ନ୍ତି । ପ୍ରସ୍ତୁତ ହୋଇଥିବା ଦଉଡ଼ିକୁ ଘରକରଣା ସାମଗ୍ରୀ ପ୍ରସ୍ତୁତରେ ବ୍ୟବହାର କରିବା ପରେ ଅବଶିଷ୍ଟକୁ ବଜାରରେ ବିକ୍ରୟ କରି ରୋଜଗାର କରିଥା’ନ୍ତି ।

ସବାଇ ଘାସ ସେମାନଙ୍କର ଅର୍ଥନୈତିକ ଅଭିବୃଦ୍ଧିର ମୁଖ୍ୟ ଅଂଶ । ଅତୀତରେ ଦଉଡ଼ି ତିଆରି କରିବା ପାଇଁ ଫାଶ ଘରେଇ ବ୍ୟବହାର କରୁଥିଲେ । ଏବେ ସବାଇ ଘାସରେ ଦଉଡ଼ି ପ୍ରସ୍ତୁତି ନିମନ୍ତେ ସେମାନେ ସରଳ ଯାନ୍ତ୍ରିକ ଉପକରଣ ବ୍ୟବହାର କରୁଛନ୍ତି । କ୍ରମଶଃ ସବାଇ ଘାସ ପ୍ରସ୍ତୁତ ସାମଗ୍ରୀ ଜନସାଧାରଣଙ୍କ ଦ୍ୱାରା ଆଦୃତ ହେଉଅଛି ଏବଂ ପ୍ରସିଦ୍ଧି ଲାଭ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version