• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅଦିନିଆ ଲଗାଣ ବର୍ଷାରେ ହଜାରରୁ ଅଧିକ ଏକର ଧାନଚାଷ ପ୍ରଭାବିତ ଜିଲ୍ଲା କୃଷକ ସଂଘର କ୍ଷତିପୂରଣ ପାଇଁ ୭ଦଫା ଦାବୀ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ତ

Proprietor Abhimanyu Maharana by Proprietor Abhimanyu Maharana
November 30, 2021
in Uncategorized, ଓଡ଼ିଶା, ଗଜପତି, ହୋମ୍
0
ଅଦିନିଆ ଲଗାଣ ବର୍ଷାରେ ହଜାରରୁ ଅଧିକ ଏକର ଧାନଚାଷ ପ୍ରଭାବିତ ଜିଲ୍ଲା କୃଷକ ସଂଘର କ୍ଷତିପୂରଣ ପାଇଁ ୭ଦଫା ଦାବୀ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୩୦ ନଭେମ୍ବର ମଙ୍ଗଳବାର )ପାରଳାଖେମୁଣ୍ଡି  :-  ଗଜପତି ଜିଲ୍ଲା ଏକ କୃଷି ପ୍ରଧାନ ଜିଲ୍ଲା । ଚଳିତ ବର୍ଷ ପାଗ ଅନୁକୂଳ ଥିବା ଯୋଗୁଁ ଚାଷୀକୁଳ ବେଶ ଖୁସିଥିଲେ ଯେ ଧାନ ଭଲ ଅମଳ ହେବ ବୋଲି । ହେଲେ ଧାନ ପାଚି କାଟିବା ସମୟ ହେବା ବେଳକୁ ଚାଷୀ ମୁଣ୍ଡରେ ଚଡକ ପଡିଛି । ଏହି ଲଘୁଚାପ ଜନିତ ଲଗାଣ ବର୍ଷାରେ ବିଶେଷ କରି ଗଜପତି ଜିଲ୍ଲାର କାଶୀନଗର ଓ ଗୋସାଣି ବ୍ଲକଅଞ୍ଚଳର ଚାଷୀକୁଳ ପ୍ରଭାବିତ ହୋଇଛନ୍ତି । ବାରମ୍ବାର ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଫଳରେ ଧାନ ଜମି ଜଳମଗ୍ନ ହୋଇ ଗଛରେ ଥିବା ପାଚିଲା ଧାନ କେଣ୍ଡା ସେହି ଜଳମଗ୍ନରେ ପଡି ଶୋଇପଡିଛି । ଚାଷୀ ଶ୍ରୀ ଡି: ଆପାଲା ସ୍ୱାମୀଙ୍କ ସମେତ ୱାଇ:ଶୁବାରାଓ , ୱାଇ: ରାମଦାସ  , ୱାଇ: ଲକ୍ଷ୍ମନ ରାଓ ଏବଂ ଟି. ଆପ୍ପାରାଓ ପ୍ରମୁଖ ଅଭିଯୋଗ କରି କହିଛନ୍ତି ଯେ , ଚଳିତଥର ପାଗ ଅନୁକୂଳ ଥିବା ଦେଖି ବହୁଟଙ୍କା ଋଣବାଡ଼ ତଥା ଧାରକରଜ କରି ଧାନ ଚାଷରେ ଲଗାଇଥିଲୁ , ଫସଲ ମଧ୍ୟ ଭଲ ହୋଇଥିଲା । ଭଲ ଦୁଇ ପଇସା ଆସିବ ବୋଲି ଭାବିଥିଲୁ ହେଲେ ବାରମ୍ବାର ଲଘୁଚାପ ଜନିତ ଲଗାଣ ବର୍ଷା ଆମ ଫସଲ ସବୁ ଉଜୁଡ଼ାଇ ଦେଲା । ଧାନଗଛ ସହ ଧାନକେଣ୍ଡା ସବୁ ଜମିର ଭର୍ତ୍ତି ପାଣିରେ ଶୋଇପଡିଛି । ଆଉ ସେଥିରୁ କିଛି ହେଲେ ବାହାରିବନି ।

ସବୁ ପୋଚକା ପ୍ରାୟ ହୋଇଗଲାଣି ବୋଲି କହିଛନ୍ତି ଏଭଳି ଧାନ ପୋଚକା ଓ ନଷ୍ଟକୁ ନେଇ ପ୍ରଭାବିତ ହୋଇଥିବା ଜିଲ୍ଲାର କ୍ଷୁଦ୍ର ଓ ନାମମାତ୍ରା ଚାଷୀ ପକ୍ଷରୁ ଏକ ପ୍ରତିନିଧି ଦଳ ଜିଲ୍ଲା କୃଷକ ସଂଘ ସଭାପତି ଶ୍ରୀ ସୂର୍ଯ୍ୟନାରାୟଣ ପଟନାୟକଙ୍କ ନେତୃତ୍ୱରେ କ୍ଷତିପୂରଣ ପାଇଁ ଜିଲ୍ଲାପାଳଙ୍କ ଦ୍ୱାରାସ୍ତ ହୋଇଛନ୍ତି । ସେମାନେ ୭ ଦଫା ଦାବୀନେଇ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।ଦାବୀ ଗୁଡିକ ମଧ୍ୟରେ ରହିଛି, ମୁଖ୍ୟତଃ ଅଦିନିଆ ବର୍ଷାରେ ଗରିବ ଚାଷୀଙ୍କ ଧାନ ଫସଲ ସମ୍ପୂର୍ଣ୍ଣଭାବେ ଉଜୁଡିଯାଇଛି , ତାର ସଠିକ ଆକଳନ କରାଯାଇ ତୁରନ୍ତ କ୍ଷତିପୂରଣ ଯୋଗାଇ ଦିଆଯାଉ ।ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀଙ୍କୁ ସେମାନଙ୍କ କ୍ରପ ବୀମା କ୍ଳେମ ପ୍ରାପ୍ୟ ଯୋଗାଇ ଦିଆଯାଉ ।ଆସନ୍ତା ଦିନରେ ସମ୍ଭାବ୍ୟ ଲଘୁଚାପ ଓ ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ସେମାନଙ୍କ ଉତ୍ପାଦିତ ଧାନ ଘୋଡାଇବା ପାଇଁ ଯଥେଷ୍ଟ ପରିମାଣରେ ଟାରପୋଲିନ ଯୋଗାଇ ଦିଆଯାଉ । ଏଭଳି ଅନେକ ଯଥାର୍ଥ ଦାବୀ ଗୁଡିକ ସମ୍ପର୍କରେ ଜିଲ୍ଲାପାଳ ଓ ମୁଖ୍ୟମନ୍ତ୍ରୀକୁ ଅବଗତ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version