• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଛଡ଼ାଇନେଲା ଜୀବିକା, କାଳବୈଶାଖୀ ବୁଡ଼ାଇଦେଲା ଫସଲ ଚାଷୀଙ୍କ ଦୁଃଖ ବୁଝିବ କିଏ …? ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 2, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଅସହାୟ ଶ୍ରମିକଙ୍କୁ ସହାୟତାର ହାତ ବଢାଇଲା ହିଞ୍ଜିଳି ପୁଲିସ ପ୍ରଶାସନ – ହିଞ୍ଜିଳିକାଟୁ

dig

Share on FacebookShare on TwitterWhatsapp

ହିଞ୍ଜିଳିକାଟୁ, ରିପୋର୍ଟ /ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) କରୋନା ଛଡ଼ାଇନେଲା ଜୀବିକା, ୨ ମଇ, ଶନିବାର : – କରୋନା ଛଡ଼ାଇ ନେଇଥିଲା ଜୀବିକା । ଆଉ ଏବେ କାଳବୈଶାଖୀ ବୁଡ଼ାଇଦେଲା ଫସଲ । ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି । ଏଭଳି ପରିସ୍ଥିତିରେ ଚାଷୀଙ୍କ ଦୁଃଖ ବୁଝିବ କିଏ ବୋଲି କୋକଭରା କଣ୍ଠରେ କହିଛନ୍ତି । ଏଭଳି ଘଟଣା ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଅଂଚଳରେ ଦେଖିବାକୁ ମିଳିଛି । କରୋନା ଯୋଗୁଁ ଜୀବନ ଜୀବିକା ଠପ୍ ହୋଇ ଯାଇଥିବା ବେଳେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଫସଲ ନଷ୍ଟ ସେମାନଙ୍କ ଦୁର୍ଦ୍ଦଶାକୁ ଆହୁରି ବଢାଇଦେଇଛି । ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଅଂଚଳ ପନିପରିବା ଫସଲ ସକାଶେ ଖ୍ୟାତି ଅର୍ଜନ କରିଛି । ହିଞ୍ଜିଳିକାଟୁ ଅଂଚଳରୁ ବିଭିନ୍ନ ପ୍ରକାର ପନିପରିବା ଆମଦାନୀ ପରେ ଗଂଜାମ ଜିଲ୍ଲା ସମେତ ଫୁଲବାଣୀ, ଗଜପତି ଜିଲ୍ଲା ସମେତ ନିକଟସ୍ଥ ଅଂଚଳକୁ ରପ୍ତାନି କରାଯାଇଥାଏ । ହିଞ୍ଜିଳିକାଟୁ ବ୍ଳକ ବୁରୁପଡ଼ା, ଖଣ୍ଡରା, ଚାନ୍ଦୁଲ, ଖରିଡ଼ା, ସକିରି, ଆଲପୁର, ଶାସନ ଆମ୍ବଗାଁ, ରାଳବ, ନନ୍ଦିକ, ପୁଟିଆପଦର ପଂଚାୟତର ବହୁ ପରିବା ଚାଷୀ ପ୍ରାୟ ୧ ହଜାର ହେକ୍ଟର ଜମିରେ ବିଭିନ୍ନ ପ୍ରଜାତିର ପରିବା ଚାଷ କରିଥାନ୍ତି । କରୋନା ଭୁତାଣୂ ସଂକ୍ରମଣକୁ ରୋକିବା ପାଇଁ ଗତ ମାର୍ଚ୍ଚ ୨୨ ତାରିଖ ଠାରୁ ମେ ୩ ତାରିଖ ପର୍ଯ୍ୟନ୍ତ ସରକାର ଲକଡ଼ାଉନ ଘୋଷଣା କରିଥିଲେ ।

dig

ପରେ ତୃତୀୟ ପର୍ଯ୍ୟାୟରେ ଆସନ୍ତା ମେ ୧୭ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଅବଧି ବୃଦ୍ଧି କରିଛନ୍ତି । ସଂପୃକ୍ତ ଅଂଚଳର ଚାଷୀ ମାନେ ଋଣ କରଜ କରି ଲଗାଇଥିବା ପରିବା ଚାଷରେ ଏକର ପିଛା ୪୦ ରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରି ବିଭିନ୍ନ ପ୍ରଜାତିର ପରିବା ଅମଳ କରିଥିବା ବେଳେ ବର୍ତମାନ ପରିବା ଚାହିଦା ବହୁ ନିମ୍ନସ୍ତରକୁ ଖସି ଆସିଛି । ବର୍ତମାନ ସଂପୃକ୍ତ ଅଂଚଳର ଚାଷୀକୂଳ ହଜାର ହଜାର ଟଙ୍କାର କୋବି, ଟମାଟ, ବାଇଗଣ. କଲରା ଫସଲ ଜମିରେ ପଡ଼ିରହିଛି । ଚାଷୀ ଏବେ ନିଜର ଅମଳ କରିଥିବା ପରିବାକୁ କାଟି ଜମିରେ ରଖିଛି । କୋବି ବିକ୍ରୟ କଲେ ଦର କିଲୋ ପିଛା ଖୁଚୁରା ଦରରେ ୫ ଟଙ୍କାରେ ବିକ୍ରି ହେଉଥିବା ବେଳେ ହୋଲସେଲ ଦର କିଲୋ ପିଛା ୩ ଟଙ୍କାରେ ବିକ୍ରି କରୁଛନ୍ତି ଚାଷୀ । ପରିବା ଚାଷୀ ମାନେ କରଜ କରି ହଜାର ହଜାର ଟଙ୍କାର ବିହନ ଲଗାଇ ଫସଲ ଆଦାୟର ମୂଲ୍ୟ ପାଇନାହାନ୍ତି ।

ଯାହା ଫଳରେ ହଜାର ହଜାର ଚାଷୀ ଜମିରେ ବିଭିନ୍ନ ପ୍ରଜାତିର ପରିବା ଅମଳ ପରେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ତଥାପି କଷ୍ଟେମଷ୍ଟେ ଅମଳ ପରିବାକୁ ସୁଲଭ ମୂଲ୍ୟରେ ବିକ୍ରି କରି ପରିବାର ପ୍ରତିପୋଷଣ କରି ଆସୁଥିଲେ । ହେଲେ ଗତ କିଛି ଦିନ ଧରି ଦଇବ ଦାଉ ସାଧୁଛି । ଗତ କିଛି ସପ୍ତାହେ ଧରି ପ୍ରତ୍ୟେହ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ପାଲଟିଛି । ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କ୍ଷୀପ୍ର ଗତିରେ ପବନ ବୋହିବାରୁ ଫସଲ ନଷ୍ଟ ହୋଇଛି । ବୁରୁପଡ଼ା ପଂଚାୟତର ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ଚାଷୀ କୋବି, ଟମାଟ, ବାଇଗଣ. କଲରା ଚାଷ କରିଥିବା ଜଣାପଡ଼ିଛି । ଏଭଳି ପରିସ୍ଥିତିରେ ପରିବା ଯେତିକି ବିକ୍ରି ହେଉନି, ତାଠାରୁ ଅଧିକ ନଷ୍ଟ ହେଉଥିବା ନେଇ ପ୍ରତାପ ମଲ୍ଲିକ, ବାୟା ସେଠି, ଅଭି ସାମଲ, ବୁଦ୍ଧିଆ ସ୍ୱାଇଁ, ପ୍ରମୂଖ ଚାଷୀ ମାନେ କହିଛନ୍ତି । ଅନ୍ୟ ବର୍ଗର ଲୋକଙ୍କ ଭଳି ସରକାରୀ ସହାୟତା ପ୍ରଦାନ ଦିଗରେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାକୁ ଚାଷୀକୂଳ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version