• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଥୁଆପଦର ଗ୍ରାମରେ ଡକାୟତି : ମାରଣାସ୍ତ୍ର ଦେଖାଇ ଲୁଟିନେଲେ ନଗଦ ଟଙ୍କା ସହ ସୁନା ଓ ରୂପା

Proprietor Abhimanyu Maharana by Proprietor Abhimanyu Maharana
December 1, 2021
in ଅପରାଧ, ଓଡ଼ିଶା, କଳାହାଣ୍ଡି, ହୋମ୍
0
ଥୁଆପଦର ଗ୍ରାମରେ ଡକାୟତି : ମାରଣାସ୍ତ୍ର ଦେଖାଇ ଲୁଟିନେଲେ ନଗଦ ଟଙ୍କା ସହ ସୁନା ଓ ରୂପା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ଡିସେମ୍ବର ବୁଧବାର ) କଳାହାଣ୍ଡି :- ନର୍ଲା ବ୍ଲକ ଥୁଆପଦର ଗ୍ରାମର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଅନ୍ତରାମ ପାତ୍ରଙ୍କ ଘରେ ଘଟିଯାଇଛି ସଶସ୍ତ୍ର ଡକାୟତି । ସୂଚନାମତେ ଅନ୍ତରାମଙ୍କ ପୁଅ ବରୁଣ ଦାଦନ ଶ୍ରମିକ ଭାବରେ ରାଜକୋଟରେ ଥିବାବେଳେ ତାଙ୍କ ଘରେ ଏହି ଡକାୟତ ହୋଇଛି । ପ୍ରାୟ ୮ ରୁ ୧୦ ଜଣ ଏକ ଡକାୟତ ଗ୍ୟାଙ୍ଗ୍ ପ୍ରଥମେ ଏକ ନବ ନିର୍ମିତ ଘରେ ପ୍ରବେଶ କରି ଉକ୍ତ ଘରେ ଶୋଇଥିବା ବରୁଣଙ୍କ ବାପା ଅନ୍ତରାମ ଓ ପଡୋଶୀ ପଙ୍କଜ ଦୀପଙ୍କ ହାତକୁ ପଛପଟୁ ବାନ୍ଧିଦେଇ କାବୁକରିବା ପରେ ବନ୍ଧୁକ ଓ ଟାଙ୍ଗିଆ ଦେଖାଇ ଚୁପଚାପ୍ ରହିବାକୁ କହିଲେ ଓ ଦୁଇଜଣ ଡକାୟତ ଉକ୍ତ ଦୁଇଜଣଙ୍କୁ ଜଗି ରହିଥିବା ବେଳେ ଗ୍ୟାଙ୍ଗର ଅନ୍ୟମାନେ ଅନ୍ତରାମଙ୍କ ଅନ୍ୟ ଏକଘରେ ଚଢଉ କରିଥିଲେ ।

ଉକ୍ତ ଘରେ ପୁଅ ବରୁଣର ଅନୁପସ୍ଥିତିରେ ପୁତ୍ରବଧୁ ,ତିନି ନାତୁଣୀ ଓ ତାଙ୍କ ଛୋଟନାତି ଶୋଇଥିବା ବେଳେ ଡକାୟତ ମାନେ ଧକ୍କାମାରି ମୁଖ୍ୟଦ୍ୱାରର କବାଟ ଖୋଲି ଭିତରକୁ ପ୍ରବେଶ କରି ସମସ୍ତଙ୍କୁ କାବୁ କରିବା ପରେ ଘର ଭିତରେ ଥିବା ଏକଭରି ଓଜନର ସୁନା ଗହଣା, ପ୍ରାୟ ଏକ କେଜି ଓଜନର ରୂପା ଗହଣା ଓ ନଗଦ ୧୮ ହଜାର ଟଙ୍କା ସମେତ ଘରେ ଥିବା ଏକ ବଡ ଛେଳି , ଗୋଟିଏ ମୋବାଇଲ ଉଠାଇ ନେଇଥିଲେ ।

ସମସ୍ତ ଡକାୟତ ମଙ୍କିକ୍ୟାପ୍ ଓ ମାସ୍କ୍ ପିନ୍ଧିଥିଲେ ବୋଲି ପରିବାର ଲୋକେ ପ୍ରକାଶ କରିଛନ୍ତି । ତେବେ ଏ ବାବଦରେ କେସିଙ୍ଗା ଥାନାରେ ଅଭିଯୋଗ ହେବାପରେ କେଶ୍ ନଂ ୪୬୦/୨୧ ରେ ମାମଲା ରୁଜୁକରି କେସିଙ୍ଗା ଆଦର୍ଶ ଥାନାର ଥାନାଧିକାରୀ ସତ୍ୟକୁମାର ନନ୍ଦ, ଏସ୍.ଡି.ପି.ଓ ଏସ୍.ସୁଶ୍ରୀ, ସଦର ଥାନାର ଡି.ଏସ୍.ପି ସୁନରମ୍ ହେମ୍ବ୍ରମ୍ ଓ ପଲମ ଫାଣ୍ଡି ଅଧିକାରୀ ଅସିତ ପଣ୍ଡାଙ୍କ ସମେତ ସାଇଣ୍ଟିଫିକ୍ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version