• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନହକା-ଖଇରା ରାସ୍ତାରେ ପୁଣି କଳା ପଲ୍‌ସର ଆତଙ୍କ ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣକରି ଲୁଟ୍‌ ଉଦ୍ୟମ

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ନହକା-ଖଇରା ରାସ୍ତାରେ ପୁଣି କଳା ପଲ୍‌ସର ଆତଙ୍କ ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣକରି ଲୁଟ୍‌ ଉଦ୍ୟମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ଡିସେମ୍ବର ବୁଧବାର ) କୋରାଇ :- ଗତକିଛି ଦିନ ବ୍ୟବଧାନ ପରେ କୋରାଇ ଥାନା ଇଲାକାରେ ପୁଣି କଳା ପଲ୍‌ସରର ଆତଙ୍କ ଦେଖା ଦେଇଛି । ଆଜି ସଂଧ୍ୟାରେ କଳାପଲ୍‌ସର ଆରୋହୀ ଦୁର୍ବୃତମାନେ ନହକା-ଖଇରା ରାସ୍ତାର ମୁଳୁସରଗଡା ନିକଟରେ ଜଣେ ସୁନା ବ୍ୟବସାୟୀଙ୍କ ଉପରେ ମରଣାନ୍ତକ ଆକ୍ରମଣ କରି ଲୁଟ୍ କରିବାକୁ ଉଦ୍ୟମ କରିଥିବା ଜଣାପଡିଛି । ଏନେଇ ସମ୍ପୃକ୍ତ ବ୍ୟବସାୟୀ ଜଣକ କୋରାଇ ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ ତଦନ୍ତ ଜାରି ରଖିଛି । ଘଟଣାରୁ ପ୍ରକାଶଯେ, କୋରାଇ ଥାନା ଅନ୍ତର୍ଗତ ତୁଳତୀ ଗ୍ରାମର ନାରାୟଣ ସାହୁ ଯାଜପୁରୋଡ ସ୍ଥିତ ଡାକବଙ୍ଗଳା ଛକରେ ଏକ ସୁନା ଦୋକାନ କରିଛନ୍ତି ।

ସବୁଦିନ ପରେ ଆଜି ସଂଧ୍ୟାରେ ନାରାୟଣ ଦୋକାନ ବନ୍ଦ କରି ନହକା-ଖଇରା ରାସ୍ତା ଦେଇ ଘରକୁ ଫେରୁଥିଲେ । ଏହି ରାସ୍ତାର ଖଣ୍ଡୁଆଳି ଛକଠାରୁ ୨ଟି କଳା ପଲସ୍‌ରରେ ୫ଜଣ ଯୁବକ ତାଙ୍କୁ ବାଇକ୍‌କୁ ପିଛା କରିଥିଲେ । କିଛିବାଟ ଯିବପରେ ମୁଳୁସରଗଡା ଛକଠାରେ ନାରାୟଣଙ୍କ ପଛପଟୁ ତାଙ୍କ ଗାଡିକୁ ଗୋଇଠା ମରିଥିଲେ । ସେ ପଡିଯିବରୁ ଦୁଇଆରୋହୀ ପଲସର ବାଇକକୁ ଷ୍ଟାଟରଖି ବସିରହିଥିଲା ବେଳେ ଆଉତିନିଜଣ ନାରାୟଣକୁ ଆକ୍ରମଣ କରିଥିଲେ । ସେମାନଙ୍କ ଆକ୍ରମଣରେ ନାରାୟଣ ଛିଟିକି ତଳେ ପଡିଯିବାରୁ ଏକ ଖଣ୍ଡାରେ ତାକୁ ଆକ୍ରମଣ କରିଥିଲେ । ବଡପାଟିରେ ଚିତ୍କାର କରିବାସହ ନିଜକୁ ରକ୍ଷନିମନ୍ତେ ନାରାୟଣ ହାତ ଦେଖାଇ ଦେଇଥିଲେ । ଫଳରେ ଖଣ୍ଡାର ଚୋଟ ହାତରେ ବାଯିରୁ କ୍ଷତାକ୍ତ ହୋଇ ତଳେପଡି ଯାଇଥିଲେ ।

ନିକଟରେ ଥିବା ସ୍ଥାନୀୟ ଲୋକେ ଚିତ୍କାର ଶୁଣି ଘଟଣା ସ୍ଥଳରେ ପହଂଚିଥିଲେ । ସେମାନଙ୍କୁ ମଧ୍ୟ ଦୁର୍ବୃତମାନେ ଆକ୍ରମଣ କରି ଜଣକୁ ଅହତ କରିଛନ୍ତି । ପରେ ଦୁର୍ବୃତମାନେ ନାରାୟଣ ବ୍ୟାଗ୍‌ରେ ଥିବା କିଛି ନଗଦ ଟଙ୍କାକୁ ଧରି ଘଟଣା ସ୍ଥଳରୁ ଷ୍ଟାର୍ଟକରି ରହିଥିବା ପଲସର ବାଇକ ଦ୍ୱୟରେରେ ସେହି ରାସ୍ତାର ଖଇରା ଆଡକୁ ଦ୍ରୁତଗତିରେ ଫେରାର୍ ହୋଇଯାଇଥିଲେ । ଅଭିଯୋଗ ପାଇ କୋରାଇ ଥାନା ପୁଲିସ ଘଟଣା ସ୍ଥଳେ ପହଂଚି ତନଘନା କରିବା ସହ ପୂର୍ବକୋଟ ଠାରୁ ନହକା ପାଇପାସ ଓ ରଗଡି ଠାରୁ ନୂଆଗଡ ବାଇପାସ ଯାଏ ପେଟ୍ରୋଲିଙ୍ଗ ଜୋରଦାର କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ ସଫଳ ହୋଇନଥିବା ଜଣାପଡିଛି । ଗତ କିଛିଦିନ ବ୍ୟବଧାନ ପରେ ପୁଣି ଏବେ କଳାପଲସରର ଆତଙ୍କ ଆରମ୍ଭ ହୋଇଛି ା ଏଥିନେଇ କୋରାଇ ପୁଲିସ ପେଟ୍ରୋଲିଂଗ ଜୋରଦାର କରିବାକୁ ଅଂଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version