• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିନ୍ନକ୍ଷମଙ୍କୁ ଶିକ୍ଷା ଦାନ ପାଇଁ ବିଭିନ୍ନ ସାଧାରଣ ବିଦ୍ୟାଳୟରେ ନିଯୁକ୍ତି ଦାବି କରି ସ୍ୱତନ୍ତ୍ର ଶିକ୍ଷକ ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଭିନ୍ନକ୍ଷମଙ୍କୁ ଶିକ୍ଷା ଦାନ ପାଇଁ ବିଭିନ୍ନ ସାଧାରଣ ବିଦ୍ୟାଳୟରେ ନିଯୁକ୍ତି ଦାବି କରି ସ୍ୱତନ୍ତ୍ର ଶିକ୍ଷକ ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ନୟାଗଡ଼ :- Odisha Special Educator Federation for Divyang (OSEFD) ସଂଘ ତରଫରୁ ନୟାଗଡ଼ ଜିଲ୍ଲାର କର୍ମକର୍ତ୍ତା ମାନେ ଭିନ୍ନକ୍ଷମ ଦିବସ ପାଇଁ ଏକ ଶୋଭାଯାତ୍ରା ର ଆୟୋଜନ କରି ସାରିଛନ୍ତି । ଭିନ୍ନକ୍ଷମ ମାନେ କିପରି ସମାଜର ମୂଖ୍ୟ ସ୍ରୋତରେ ସାମିଲ ହେବେ ତାହା ସଂଘ ର ମୂଳ ଉଦ୍ଦେଶ୍ୟ । ପ୍ରତ୍ୟେକ ବର୍ଷ ଡିସେମ୍ବର ୩ ତାରିଖ ଦିନ ସରକାର ଙ୍କ ପକ୍ଷରୁ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନ କରାଯାଉଛି । ସେମାନେ କିପରି ସମାଜର ମୂଖ୍ୟ ସ୍ରୋତରେ ସାମିଲ ହୋଇ ପାରିବେ ସେଥିପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ ହେଉଛି । କିନ୍ତୁ ଦୁଃଖର ବିଷୟ ଯେ ସେ ସବୁ ଯୋଜନା ଯୋଜନା ରେ ରହି ଯାଉଛି ।

ଯେମିତି କି ବିଦ୍ୟାଳୟ ସ୍ତରରେ ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ଦିଗରେ ଉନ୍ନତି ପାଇଁ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD act 2016 ଉଲ୍ଲେଖ ରହିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହେଉନାହିଁ । ଅନ୍ତର୍ନିବେଶୀ ଶିକ୍ଷା ଅନୁସାରେ ଭିନ୍ନକ୍ଷମ ଛାତ୍ର ଛାତ୍ରୀମାନେ ସଧାରଣ ବିଦ୍ୟାଳୟ ରେ ସାଧାରଣ ପିଲାଙ୍କ ସହ ଗୋଟିଏ ଛାତ ତଳେ ଏକାଠି ପଢ଼ି ପାରିବେ । ଭିନ୍ନକ୍ଷମ ଛାତ୍ର ଛାତ୍ରୀମାନେ ମଧ୍ୟ ସାଧାରଣ ବିଦ୍ୟାଳୟ ରେ ନିଜ ନାମ ଲେଖାଇଛନ୍ତି କିନ୍ତୁ ସେମାନଙ୍କୁ ଶିକ୍ଷା ଦେବା ନିମନ୍ତେ ସେମାନଙ୍କ ପାଇଁ ତାଲିମ ନେଇଥିବା ସ୍ଵତନ୍ତ୍ର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇ ନାହିଁ । ସ୍ଵତନ୍ତ୍ର ଶିକ୍ଷକ ମାନେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ପଢେଇବା ପାଇଁ ୨ ବର୍ଷର ତାଲିମ ନେଇଛନ୍ତି ଏବଂ ସେମାନେ Rehabilitation council of India (RCI)ରେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ପଢେଇବା ପାଇଁ ନିଜର ନାମ ପଞ୍ଜୀକରଣ କରିଛନ୍ତି ।

ଯେଉଁ ମାନେ Rehabilitation Council of India (RCI) ରେ ନାମ ପଞ୍ଜୀକରଣ କରି ନାହାନ୍ତି ସେମାନେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ପଢ଼ାଇ ପାରିବେ ନାହିଁ ବୋଲି RCI ର statutory warning ରହିଛି ଏବଂ ଏହାକୁ ଉଲ୍ଲଘଂନ କଲେ ଦଣ୍ଡବିଧାନ ର ବ୍ୟବସ୍ଥା ରହିଛି । କିନ୍ତୁ ସରକାର ଏହା ଉପରେ କୈାଣସି ପଦକ୍ଷେପ ନେଉ ନାହାନ୍ତି କେବଳ ବ୍ଲକ ମାନଙ୍କରେ ଦୁଇ ଜଣ ଲେଖାଏଁ BRT ଙ୍କୁ ନିଯୁକ୍ତି ଦେଇଛନ୍ତି । ବ୍ଲକ ରେ ମାତ୍ର ଦୁଇ ଜଣ BRT ବ୍ଲକ ସାରା ପିଲାଙ୍କୁ ବୁଲି ବୁଲି ପାଠ ପଢ଼ାଇବା ସମ୍ଭବ ନୁହେଁ ।

ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ (6)ଛଅ ମାସ ମଧ୍ୟରେ ବିଦ୍ୟାଳୟ ସ୍ତରରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳ କୁ କଡ଼ାକଡ଼ି ଭାବେ ନିର୍ଦେଶ ଦେଇଛନ୍ତି । କିନ୍ତୁ ଓଡିଶା ସରକାର ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଉ ନାହାନ୍ତି । ଆଗାମୀ ଦିନରେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ଶିକ୍ଷା ପାଇଁ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି ସଂପର୍କରେ ଯଦି କୌଣସି ପଦକ୍ଷେପ ସରକାର ଗ୍ରହଣ କରିବେ ନାହିଁ ତେବେ ସାରା ରାଜ୍ୟରେ ସ୍ଵତନ୍ତ୍ର ଶିକ୍ଷକ ଏବଂ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ମାନେ ମିଶି ରାଜ୍ୟ ବ୍ୟାପି ଆନ୍ଦୋଳନ କରିବେ । ଯେଉଁଥିପାଇଁ ସରକାର ଦାୟୀ ରହିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version