• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅର୍ଦ୍ଧନିର୍ମିତ ଡମପଡା ସମବାୟ ବ୍ୟାଙ୍କ ସମ୍ପୂର୍ଣ୍ଣ କରିବାକୁ ବିଭିନ୍ନ ମହଲରେ ଦାବି

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, କଟକ, ହୋମ୍
0
ଅର୍ଦ୍ଧନିର୍ମିତ ଡମପଡା ସମବାୟ ବ୍ୟାଙ୍କ ସମ୍ପୂର୍ଣ୍ଣ କରିବାକୁ ବିଭିନ୍ନ ମହଲରେ ଦାବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ବାଙ୍କୀ :- ଛଅ ଗୋଟି ସେବା ସମବାୟ ସମିତି କୁ ନେଇ ଗଠିତ ହୋଇଥିବା ଡମପଡା ସମବାୟ ବ୍ୟାଙ୍କ ଦୀର୍ଘ ୨୦ବର୍ଷ ହେବ ଭଡା ଘରେ ଚାଲି ଆସୁଛି । ଏହା ଦ୍ୱାରା ସମବାୟ ବିଭାଗର ଅଯଥା ଖର୍ଚ୍ଚ ହେଉଥିବା ବହୁ ପଞ୍ଜିକୃତି ଚାଷୀପ୍ରକାଶ କରିଛନ୍ତି । ୨୦୧୭-୧୮ମସିହାରେ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ର ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ପାଢ଼ୀ ଡମପଡା ତହସିଲ ପାଖରେ ବ୍ୟାଙ୍କ ର ନିଜସ୍ୱ ଜାଗାରେ ନୂତନ ଡମପଡା ସମବାୟ ବ୍ୟାଙ୍କ ନିର୍ମାଣ ପାଇଁ ୧୫ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ । ଶ୍ରୀ ପାଢ଼ୀ ମଧ୍ୟ କାମକୁ କିପରି ଉଚିତ ମାନର କରା ଯିବା ସହ ଶୀଘ୍ର ଶେଷ କରିବାକୁ ନିର୍ଦେଶ ଦେଇଥିଲେ ।

ଏହାପରେ ଶ୍ରୀ ପାଢ଼ୀ ଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ବର୍ତ୍ତମାନ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ର ସଭାପତି ଅଛନ୍ତି । ଉକ୍ତ ସମୟ ର  ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ର ସମ୍ପାଦକ ସରୋଜ କୁମାର କାଶ୍ୟପ ମଧ୍ୟ ଏହି ଅସମ୍ପୂର୍ଣ୍ଣ ଡମପଡା ସମବାୟ ବ୍ୟାଙ୍କ ନିର୍ମାଣ କିପରି  ସମ୍ପୂର୍ଣ୍ଣ ହୋଇପାରିବ ସେଥି ପ୍ରତି ଦୃଷ୍ଟି ନଦେବା କି ଅନ୍ତରିକତା ଅଭାବ ବସ୍ତାବିକ ଗୁରୁତ୍ୱ ପୂର୍ଣ୍ଣ ବିଷୟ ବୋଲି ବହୁସମବାୟ ବିତ ପ୍ରକାଶ କରିଥିଲେ । ତତ୍କାଳୀନ ବାବୁ କାଶ୍ୟପ ଙ୍କୁ ବ୍ୟାଙ୍କ ଗାଡି ଦୈନିକ ଭୁବନେଶ୍ୱର ନିଜ ଘରୁ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଆଣିବା ଓ ପୁନଃ ବାଙ୍କୀ ରୁ ଭୁବନେଶ୍ୱର ଘରେ ଛାଡ଼ି ବାଙ୍କୀ ଫେରିବା ରାଜ୍ୟ ସରକାର ଙ୍କ କେତେ ରାଜସ୍ବ ନଷ୍ଟ ହେଉଥିଲା ତାହା ତଦନ୍ତ ସାପେକ୍ଷ ବୋଲି ବାଙ୍କୀ ର ବହୁ ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି ମାତ୍ର ସମବାୟ ବିଭାଗର ର ନୀରବତା ଚିନ୍ତା ର ବିଷୟ ।

ଶ୍ରୀ କାଶ୍ୟପ ଙ୍କ ଅବସର ପରେ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ରେ ବନଶ୍ରୀ ମଲ୍ଲିକ ନୂତନସମ୍ପାଦକ ଭାବେ ଯୋଗଦେବା ପରେ ବି  ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାଁନ୍ତି କି କିପରି ଏହି ଅର୍ଦ୍ଧ ନିର୍ମିତ ସମବାୟ ଗୃହ ସମ୍ପୂର୍ଣ୍ଣ ହେବ ସେଥିପାଇଁ ଚିନ୍ତା ବି ନାହିଁ ବୋଲି ସୁଦାମ ସାହୁ, ଗିରିଶ ଦାସ,ଅନୁପ ଧଳ ସାମନ୍ତ ପ୍ରଭୁତି ବହୁ ଲୋକେ ଅଭିଯୋଗ କରିଛନ୍ତି । ଡମପଡା ସମବାୟ ବ୍ୟାଙ୍କ ସମ୍ପୂର୍ଣ୍ଣ କରେଇ ନୂତନ ଶାଖା ଖିଲିବା ପାଇଁ ବହୁ ବାର ବହୁ ଲୋକ ଦାବି କରୁଥିଲେ ମଧ୍ୟ ସମବାୟ ବିଭାଗ ଏସମ୍ପର୍କରେ କୌଣସି ପଦକ୍ଷେପ ନନେବା ବାସ୍ତବିକ ଚିନ୍ତା ର ବିଷୟ ।

ବର୍ତ୍ତମାନ ଉକ୍ତ ଅର୍ଦ୍ଧନିର୍ମିତ ସମବାୟ ବ୍ୟାଙ୍କ ଗୃହ ନିଶା ଖୋରଓ ଅସାମାଜିକ ଲୋକଙ୍କ ଆଡା ସ୍ଥଳୀ ପାଲଟି ଯାଇଛି । ଅର୍ଦ୍ଧ ନିର୍ମିତ ବ୍ୟାଙ୍କ ପରିସର ଅରମା ବଣ ରେ ପରିଣତ ହୋଇଛି । ସମବାୟ ବ୍ୟାଙ୍କ ର ଅର୍ଦ୍ଧ ନିର୍ମିତ ଗୃହ କୁ ଖୁବ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ବହୁ ଜନସାଧାରଣ କଟକ ଜିଲ୍ଲାପାଳ,ସମବାୟ ବିଭାଗ କୁ ଅନୁରୋଧ କରିଛନ୍ତି । ଏ ସମ୍ପର୍କରେ ଶ୍ରୀମତୀ ମଲ୍ଲିକ ଙ୍କୁ ପଚାରିବରୁ ସେ କହିଲେ ସେ ଏ ସମ୍ପର୍କରେ ଅବଗତ ଅଛନ୍ତି । ଖୁବ ଶୀଘ୍ର ନିର୍ମାଣ କାର୍ଯ୍ୟ ଶେଷ ହେବ ସେଥିପାଇଁ ବିଭାଗୀୟ ଅଧିକାରୀ ସହ ଆଲୋଚନା ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version