• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନଙ୍କର ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, ମହାନଗର, ହୋମ୍
0
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନଙ୍କର ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ପରିଦର୍ଶନ କରିଥିଲେ । ତାଙ୍କ ସହିତ ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାସ, ‘ବୟନିକା’ର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀମାନେ ମଧ୍ୟ ପରିଦର୍ଶନ କରିଥିଲେ ।

ବଜାରରେ ‘ବୟନିକା’ବ୍ୟତୀତ ୧୪ଟି ବୟନମଣ୍ଡଳର ୩୩ଟି ପ୍ରାଥମିକ ତନ୍ତୁବାୟ ସହଯୋଗ ସମିତି ପ୍ରସ୍ତୁତ ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶିତ ଓ ବିକ୍ରୟ ହେଉଛି । ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାର ବାନ୍ଧ ସିá ଶାଢ଼ି, ବମକେଇ ଶାଢ଼ି, ବରଗଡ଼ ଜିଲ୍ଲାର କଟନ୍‌ ବାନ୍ଧ ଶାଢ଼ି, ବେଡ୍‌ସିଟ୍‌, ଆଠଗଡ଼ର ଖଣ୍ଡୁଆ ଓ ମାଣିଆବନ୍ଧ ଶାଢ଼ି, କଟକ ଗୋପାଳପୁରର ଟସର ବସ୍ତ୍ର, ବ୍ରହ୍ମପୁର ସୂତା ଶାଢ଼ି ଏବଂ କୋରାପୁଟ ଜିଲ୍ଲାର କୋଟପାଡ଼ ବସ୍ତ୍ର ଇତ୍ୟାଦି ଉପଲବ୍ଧ ହେଉଛି ।

ଏତଦ୍‌ବ୍ୟତୀତ ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଉତ୍ପାଦିତ ବସ୍ତ୍ର ପ୍ରଦର୍ଶିତ କରାଯାଇଛି । ମନ୍ତ୍ରୀ ଶ୍ରୀମତୀ ଦିଆନ୍‌ ଓ ବିଭାଗୀୟ ଶାସନ ସଚିବ ପ୍ରତ୍ୟେକ ଷ୍ଟଲ ବୁଲି ବୁଣାକାରମାନେ ପ୍ରସ୍ତୁତ କରିଥିବା ନୂତନ ଡିଜାଇନ୍‌ର ବସ୍ତ୍ରଗୁଡ଼ିକ ଦେଖିବା ସହିତ ନୂତନ ଡିଜାଇନ୍‌ର ବସ୍ତ୍ର ବୁଣି ବୁଣାକାରମାନେ ଅଧିକ ଉପାର୍ଜନ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ । ଉପରୋକ୍ତ ୩୩ଟି ସମିତି ବ୍ୟତୀତ ଏକାମ୍ର କୁଟୀରରେ ଅନ୍ୟ ୪୪ଟି ପ୍ରାଥମିକ ସମିତି/ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ବଜାରରେ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଅଂଶଗ୍ରହଣ କରିବାର ବ୍ୟବସ୍ଥା କରାଯାଇଛି ।

ପ୍ରତ୍ୟହ ଏହି ହସ୍ତତନ୍ତ ବଜାରକୁ ଦର୍ଶକ ଓ ଗ୍ରାହକମାନେ ଆସି ସେମାନଙ୍କର ଆବଶ୍ୟକୀୟ ବସ୍ତ୍ର କ୍ରୟ କରୁଛନ୍ତି । ଡିସେମ୍ବର ୧ ତାରିଖ ସୁଦ୍ଧା ହସ୍ତତନ୍ତ ବଜାରରେ ୨୦ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବିକ୍ରୟ ହୋଇଛି । କରୋନା ପରବର୍ତ୍ତୀ ସମୟରେ ଆୟୋଜିତ ହୋଇଥିବା ଏହି ହସ୍ତତନ୍ତ ବଜାର ବୁଣାକାରମାନଙ୍କର ଗଚ୍ଛିତ ଲୁଗା ବିକି୍ର ହେବାରେ ସହାୟକ ହୋଇଛି ବୋଲି ଅଂଶଗ୍ରହଣକାରୀ ବୁଣାକାରମାନେ ମତ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version