• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ‘ଜୱାଦ୍’ : ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ମାନଙ୍କୁ – ସଜାଗ ରହିବା ପାଇଁ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବାତ୍ୟା ‘ଜୱାଦ୍’ : ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ମାନଙ୍କୁ – ସଜାଗ ରହିବା ପାଇଁ ନିର୍ଦ୍ଦେଶ
Share on FacebookShare on TwitterWhatsapp

ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀମାନେ ସଜାଗ ରହିବା ପାଇଁ ଜିଲ୍ଲାପାଳ ପରାମର୍ଶ

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ନୟାଗଡ଼ :- ଆସନ୍ତା ୪ ତାରିଖରେ ବାତ୍ୟା ଜୱାଦର ପ୍ରଭାବ ଦେଖିବାକୁ ମିଳିବ । ଓଡ଼ିଶାର କିଛି ଜିଲ୍ଲାରେ ଏହାର ପ୍ରଭାବ ଦେଖାଇବ । ପ୍ରବଳ ଜୋରରେ ବର୍ଷା ହେବା ସହିତ ପବନର ଗତି ଯୋର ରହିବ । ଏହାକୁ ନେଇ ରାଜ୍ୟ ସରକାର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟତଃ ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି । କୃଷି ଅଧିକାରୀ, ଉଦ୍ୟାନ ବିଭାଗ କର୍ମଚାରୀ ମାନେ ଚାଷୀ ମାନଙ୍କ ପାଖରେ ପହଁଞô୍ଚ କୃଷକ ମାନଙ୍କୁ ସଚେତନତା କରାଇବା ପାଇଁ କୁହାଯାଇଛି । ପନିପରିବା ଚାଷ ଯେପରି ନଷ୍ଟ ନହେବ, ଯଥାଶୀଘ୍ର ରାସ୍ତାଘାଟ କିପରି କ୍ଲିଅର ରହିବ, ବିଦ୍ୟୁତ ବିଭାଗର ଷ୍ଟୋରେଜ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତିତ । ଏଥିସହିତ ବିଭିନ୍ନ କମିଟି ଗଠନ କରାଯାଇଛି । ଅଗ୍ନିସମ ବିଭାଗ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି ଯୋଗାଣ ବିଭାଗ ସମ୍ଭାବନା ଥିବା ବାତ୍ୟାଞ୍ଚଳରେ ଖାଦ୍ୟ ସାମଗ୍ରୀ ରଖିବା ପାଇଁ କୁହାଯାଇଛି ।

ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀମାନେ ସଜାଗ ରହିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଆଜିର ଭର୍ଚୁଆଲ ବୈଠକରେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ନୟାଗଡ଼ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ନୟାଗଡ଼ ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ ପ୍ରମୁଖ ଭର୍ଚୁଆଲ ବୈଠକରେ ସାମିଲ ହୋଇଥିଲେ । ଜିଲ୍ଲାର ସମସ୍ତ ତହସିଲଦାର, ବିଡିଓ ଙ୍କ ସମେତ ସମସ୍ତ ବିଭାଗର ଅଧିକାରୀମାନେ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version