• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୫୬ ଜଣ ପ୍ରବାସୀ ଓଡିଆ ଯାତ୍ରୀ ଶନିବାର ରାତି ନୟାଗଡରେ ପହଞ୍ଚିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
May 3, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
୫୬ ଜଣ ପ୍ରବାସୀ ଓଡିଆ ଯାତ୍ରୀ ଶନିବାର ରାତି ନୟାଗଡରେ ପହଞ୍ଚିଛନ୍ତି ।
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ, ଅଭିମନ୍ୟୁ ମହାରଣା / ରାମକୃଷ୍ଣ ରଥ ( ଓଡିଶା ତାଜା ନ୍ୟୁଜ୍‌ ) ୫୬ ଜଣ ପ୍ରବାସୀ ଓଡିଆ ଯାତ୍ରୀ , ୩ ମଇ, ରବିବାର :- ସୁରତରୁ ନୟାଗଡ ଫେରିଲେ ୨୭ଜଣ ପ୍ରବାସୀ , ସମସ୍ତଙ୍କୁ କ୍ବାରାଣ୍ଟାଇନ୍ ସେଣ୍ଟରରେ ରଖାଯାଇଛି ନୟାଗଡ ୦୩।୦୫: ବିପୁଲ ନାମକ ଏକ ବସ୍ ରେ ଗୁରୁବାର ସୁରତରୁ ବାହାରିଥିବା ୨୭ଜଣ ପ୍ରବାସୀ ଓଡିଆ ସୁରତରୁ ନୟାଗଡ ଜିଲ୍ଲାକୁ ଫେରିଲେ । ନୟାଗଡରେ ଶନିବାର ରାତିରେ ପହଞ୍ଚିଛନ୍ତି ଓଡିଆ । ନୟାଗଡ ଜିଲ୍ଲାର ରଣପୁର ଥାନା ନରସିଂହପୁର ହାଇସ୍କୁଲ ପରିସରରେ ପ୍ରସ୍ତୁତ ଥିବା କ୍ବାରାଣ୍ଟାଇନ୍ ସେଣ୍ଟର୍ ରେ ଓଡିଆ ଫେରନ୍ତାଙ୍କୁ ରଖାଯାଇଛି ।

ଫେରିଥିବା ଲୋକମାନଙ୍କ ମଧ୍ୟରେ ୨୧ଜଣ ପୁରୁଷ ୪ଜଣ ମହିଳା ଏବଂ ୨ଜଣ ଛୋଟ ପିଲା ରହିଛନ୍ତି । ଏହି ବସ୍ ର ପରମିସନ ନୟାଗଡ ପର‌୍ୟ୍ୟନ୍ତ ଥିବାରୁ ବସ୍ ଟି ନୟାଗଡ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ନିକଟରେ କିଛି ସମୟ ଅଟକି ରହିଥିଲା । ପରେ ଜିଲ୍ଲାପାଳଙ୍କ ପରାମର୍ଶରେ ରଣପୁର ଅଭିମୁଖେ ବାହାରିଥିଲା । ଏହି ବସ୍ ରେ ସମୁଦାୟ ୫୬ ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୭ଜଣ ରଣପୁର ଅଞ୍ଚଳର ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ରାମେଶ୍ବର ଏବଂ ବାଙ୍କୀ ଅଞ୍ଚଳର କିଛି ଲୋକ ରହିଥିଲେ ।

ନରସିଂହପୁର ଠାରେ ବସ୍ ୨୭ଜଣଙ୍କୁ ଓହ୍ଲାଇବା ପରେ ଅନ୍ୟଯାତ୍ରୀଙ୍କୁ ନେଇ ରାମେଶ୍ବର ଅଭିମୁଖେ ବାହାରିଥିଲା ରାମେଶ୍ବରରେ ୨୪ ଜଣ ଓହ୍ଲାଇଥିଲେ ସେମାନଙ୍କ ମଧ୍ୟରୁ ରାମେଶ୍ବର ୧୬ ଜଣ ,ଲେଣ୍ଡୁ ଅଞ୍ଚଳର ୩ଜଣ ,ସେରଗଡ ୨ ଜଣ, ହାଡପଦା୧ ଜଣ , ନରଣଗଡ ୧ ଜଣ , ଜଙ୍କିଆ ୧ ଜଣ ଉପସ୍ଥିତ ପୋଲିସ, ରାମେଶ୍ୱର ସରପଞ୍ଚ ପ୍ରମୋଦ ତ୍ରିପାଠି ଓ ଜଙ୍କିଆ ର ସରପଞ୍ଚ ରାଜେନ୍ଦ୍ର ସାମନ୍ତରାୟଙ୍କ ତତ୍ୱାବଧାନ ରେ କ୍ବାରାଣ୍ଟାଇନ୍ ରେ ରଖାଯାଇଛି । । ସେହିପରି ସୁରତରୁ କଟକ ବଡମ୍ବା ଅଞ୍ଚଳକୁ ଆସିଥିବା ବସ୍ ରେ ନୟାଗଡ ଜିଲ୍ଲା ଗଣିଆ ଅଞ୍ଚଳର ୩ଜଣ ଲୋକ ଆସି ସେହି ଅଞ୍ଚଳର କ୍ବାରାଣ୍ଟାଇନ୍ ରେ ଥିବା ଜଣାପଡିଛି । କେରଳରୁ ଆସିଥିବା ଟ୍ରେନରେ ମଧ୍ୟ ନୟାଗଡର ୧୦ଜଣ ଲୋକ ଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version