No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୬ ଡିସେମ୍ବର ସୋମବାର ) ବରଗଡ଼ :- ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଳା ସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ ମହାରଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କୃଷି ବିଜ୍ଞାନ କେନ୍ଦ୍ର ର ମୁଖ୍ୟ ନୃସିଂହ ଚରଣ ବାରିକ,
ମୃତ୍ତିକା ରସାୟନ ପରୀକ୍ଷାଗାର ଉପ ନିର୍ଦ୍ଦେଶକ ରବି ନାରାୟଣ ସେନାପତି, ବରଗଡ଼ ଜିଲ୍ଲା କୃଷି ଅଧିକାରୀ ଅଶୋକ କୁମାର ଅମାତ, ଉଦ୍ୟାନ ବିଭାଗ ସହକାରୀ ନିର୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଆଲୋଚକ ଭାବେ ଯୋଗ ଦେଇଥିଲେ । ଏଥିରେ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ର ଚାଷୀ ମାନେ ଯୋଗ ଦେଇଥିଲେ ।

No Result
View All Result