• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମମିତା ଘଟଣାରେ ପଦାରେ ପଡିଲା ବିଜେପି ନେତାଙ୍କ ଅସଲ ଚେହେରା : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
December 8, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ମମିତା ଘଟଣାରେ ପଦାରେ ପଡିଲା ବିଜେପି ନେତାଙ୍କ ଅସଲ ଚେହେରା : ବିଜେଡି
Share on FacebookShare on TwitterWhatsapp

1.  ଅଭିଯୁକ୍ତ ଗୋବିନ୍ଦକୁ ଖସାଇବାକୁ ବିଜେପିର ବଡ ଷଡଯନ୍ତ୍ର

2.  ଗୋବିନ୍ଦ ସପକ୍ଷରେ ମାମଲା ଲଢୁଛନ୍ତି ଜଣାଶୁଣା ବିଜେପି ନେତା

ଓଡ଼ିଶା ତାଜା ନ୍ୟୁଜ୍ ( ୦୭ ଡିସେମ୍ବର , ମଙ୍ଗଳବାର ) ଭୁବନେଶ୍ୱର :- ମମିତା ମେହେର ହତ୍ୟ ।  ମାମଲାକୁ ନେଇ ବିଜେପି ତୁମ୍ବିତୋଫାନ କରିବା ସହିତ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ରାଜନୈତିକ ଫାଇଦା ହାସଲ ପାଇଁ ବିଧାନସଭା ଭିତରେ ଓ ବାହାର ନାଟକବାଜି କରୁଛି । ହେଲେ ସେପଟେ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ବଞ୍ଚାଇବା ଲାଗି ବିଜେପି ନେତାମାନେ ସାଙ୍ଘାତିକ ଷଡଯନ୍ତ୍ର କରିଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ । ଶ୍ରୀ ଦେବ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଦଳର ଜଣେ ସକ୍ରିୟ ସଦସ୍ୟ ତଥା ଜଣାଶୁଣା ନେତା ମୋହନ ଲାଲ୍ ଶର୍ମାଙ୍କୁ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦ ସପକ୍ଷରେ କେସ୍ ଲଢାଉଛନ୍ତି ।

ଏଥିରୁ ବିଜେପି ନେତାଙ୍କ ଅସଲ ଚେହେରା ପଦାରେ ପଡ଼ିଯାଇଛି । ମମିତାଙ୍କୁ ନ୍ୟାୟ ପାଇଁ ଚିତ୍କାର କରୁଥିବା ବିଜେପି ନେତାମାନେ କେବଳ ଯେ ହୀନ ରାଜନୈତିକ ସ୍ୱାର୍ଥ ହାସଲ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି, ତାହା ଏଥିରୁ ସ୍ପଷ୍ଟ ହୋଇଯାଇଛି । ଏହି ଜଘନ୍ୟ ମାମଲାରେ ଗୋବିନ୍ଦଙ୍କ ଓକିଲ ସାଜିଥିବା ମୋହନ ଲାଲ୍ ଶର୍ମା କଣ୍ଟାବାଞ୍ଜିରେ ବିଜେପିର ଜନସମ୍ପର୍କ ଯାତ୍ରାଠୁ ଆରମ୍ଭ କରି ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରନ୍ତି । ୨୦୧୯ ନିର୍ବାଚନରେ କଣ୍ଟାବାଞ୍ଜିରୁ ବିଜେପି ପ୍ରାର୍ଥୀ ହେବା ଲାଗି ମଧ୍ୟ ସେ ଦୌଡ଼ରେ ଥିଲେ ।

ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ବସନ୍ତ ପଣ୍ଡା ଏବଂ ଦଳର ଅନ୍ୟ ବରିଷ୍ଠ ନେତାଙ୍କର ଘନିଷ୍ଠ ଭାବେ ସେ ବେଶ୍ ଜଣାଶୁଣା । ତାଙ୍କ ଭଳି ଦଳର ଜଣେ ସକ୍ରିୟ ନେତାଙ୍କୁ ଜହ୍ଲାଦ ଗୋବିନ୍ଦ ସାହୁକୁ ବଞ୍ଚାଇବା ଲାଗି ବିଜେପିର ବରିଷ୍ଠ ନେତାମାନେ ନିୟୋଜିତ କରିବା ପଛରେ ଯେ ଏକ ବଡ଼ ଷଡଯନ୍ତ୍ର ରହିଛି, ତାହା ଜଳଜଳ ହୋଇ ଦିଶୁଥିବା ଶ୍ରୀ ଦେବ କହିଛନ୍ତି । ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ରହିଛି ବୋଲି ଅଭିଯୋଗ କରୁଥିବା ବିଜେପି ସେ ବାବଦରେ କୌଣସି ପ୍ରମାଣ ଦେଇପାରୁ ନାହିଁ ।

ଅଥଚ ଅଭିଯୁକ୍ତ ଗୋବିନ୍ଦକୁ ଫାଶୀଦଣ୍ଡରୁ ରକ୍ଷା କରିବାକୁ ପ୍ରମାଣ ଯୋଗାଡ଼ କରି ତଦନ୍ତକୁ ଦିଗହରା କରିବାକୁ ବିଜେପି ଅପଚେଷ୍ଟା କରୁଛି । ପୂର୍ବରୁ ନୟାଗଡ଼ ପରୀ ହତ୍ୟା ମାମଲାରେ ମଧ୍ୟ ବିଜେପି ନେତାମାନେ ଏହିଭଳି ହୀନ ରାଜନୀତି କରିଥିଲେ । ଏସ୍‌ଆଇଟି ତଦନ୍ତରୁ ଅଭିଯୁକ୍ତ ଧରା ପଡ଼ିଯିବା ପରେ ମାନ୍ୟବର ହାଇକୋର୍ଟ ତଦନ୍ତରେ ସନ୍ତୋଷ ପ୍ରକାଶ କରିଥିଲେ । ମାତ୍ର ରାଜନୈତିକ ସ୍ୱାର୍ଥ ଲାଗି ଅଭିଯୁକ୍ତକୁ ବଞ୍ଚାଇବାକୁ ସେତେବେଳେ କୋର୍ଟରେ ବଡ଼ ଓକିଲଙ୍କୁ କିଏ ନିଯୁକ୍ତ କରିଥିଲା ବୋଲି ଶ୍ରୀ ଦେବ ପ୍ରଶ୍ନ କରିଛନ୍ତି ।

ବାରମ୍ବାର ଏମିତି ଶବ ଉପରେ ବିଜେପି ରାଜନୀତି କରୁଥିଲା ବୋଲି ସମସ୍ତେ ଜାଣିଥିଲେ । ମାତ୍ର ଏବେ ଅଭିଯୁକ୍ତକୁ ଖସାଇବାକୁ ଷଡ଼ଯନ୍ତ୍ର କରୁଥିବା କଥା ପଦାରେ ପଡିଯିବା ପରେ ବିଜେପି ନେତାଙ୍କ ମୁଖା ଖୋଲିଯାଇଛି । ଏହା ଅତ୍ୟନ୍ତ ଲଜ୍ଜାଜନକ ଓ ନିନ୍ଦନୀୟ ଏବଂ ବିଜେପି ଏ ପାପ କେଉଁଠି ଧୋଇବ ତାହା ଏବେ ରାଜ୍ୟବାସୀ ପ୍ରଶ୍ନ କରୁଥିବା ଶ୍ରୀ ଦେବ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version