• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ୬ ନଂ ରାଜପଥ ଅବରୋଧ, ଶହ ଶହ ଯାନବାହାନ ଅଟକ

Proprietor Abhimanyu Maharana by Proprietor Abhimanyu Maharana
December 8, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ୬ ନଂ ରାଜପଥ ଅବରୋଧ, ଶହ ଶହ ଯାନବାହାନ ଅଟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଡିସେମ୍ବର ବୁଧବାର ) କଳାହାଣ୍ଡି :- ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ଼ ରୋଡ଼ ପଞ୍ଚାୟତବାସୀ ବିଭିନ୍ନ ସମସ୍ୟାକୁ ନେଇ ଆଜି ଭବାନୀପାଟଣା ଠାରୁ ରାୟଗଡା ଜିଲ୍ଲାକୁ ସଂଯୋଗ କରୁଥିବା ରାଜ୍ୟ ୬ ନଂ ରାଜପଥକୁ ଅବରୋଧ କରିଥିଲେ।ଆଜି ଭୋର ସକାଳ ୬ ଘଣ୍ଟା ସମୟରେ କିଡିଙ୍ଗ ଗାଁ ଛକ ନିକଟରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଶହ ଶହ ମହିଳା ଓ ପୁରୁଷ ଏହି ରାଜପଥ ଅବରୋଧ କରିଥିଲେ।ଏହି ପଞ୍ଚାୟତ ଅଧିନରେ ଥିବା ଅନେକ ଗାଁ ଯାହା କି ଆଜି ବି ସରକାରଙ୍କ ବିଭିନ୍ନ ମୌଳିକ ଅଧିକାର ପାଇବାରୁ ବଞ୍ଚିତ ରହି ଥିବା ନେଇ ଦାବି ହୋଇଥିଲା ।

ଏଥି ମଧ୍ୟରୁ ମୁଖ୍ୟ ହେଉଛି କିଡିଙ୍ଗ ଗାଁ ଛକ ରାଜ୍ୟ ୬ ନଂ ରାଜପଥ ଠାରୁ ଲାଞ୍ଜିଗଡ଼ରୋଡ଼ ପର୍ଯ୍ୟନ୍ତ ପିଡବ୍ଲୁଡି ରାସ୍ତା ନିର୍ମାଣ, ମାଡିବନ୍ଧା ଓ ମହେଶ୍ୱର ପୁର ଗ୍ରାମଠାରୁ ଲାଞ୍ଜିଗଡ଼ରୋଡ଼ ମଧ୍ୟରେ ଥିବା ସାନ୍ଧୁଲ ନଦୀରେ ପୋଲ ନିର୍ମାଣ, ଲାଞ୍ଜିଗଡ଼ରୋଡ଼ ହାଇସ୍କୁଲ ଠାରୁ କାଉଗୁଡା ଆଶ୍ରମ ସ୍କୁଲ ମଧ୍ୟରେ ଥିବା ସାନ୍ଧୁଲ ନଦୀରେ ପୋଲ ଓ ରାସ୍ତା ନିର୍ମାଣ, ମାଡିବନ୍ଧା ସାନ୍ଧୁଲ ନଦୀଠାରୁ ବସୁଧା ପାନୀୟ ଜଳ ଯୋଗାଣରେ ବହୁ ବିଳମ୍ବ ଯୋଗୁଁ ଅତିଶୀଘ୍ର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଘରକୁ ଘର ପାନୀୟ ଜଳ ଯୋଗାଣ ଆଦି ଦାବି କରି ଏହି ରାସ୍ତା ଅବରୋଧ କରିଥିଲେ ।

ଏନେଇ ପୂର୍ବରୁ ଜିଲ୍ଲା ପ୍ରଶାସନ ଅଧିକାରୀ ମାନଙ୍କ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ଯୋଗୁଁ ଏନେଇ ପଞ୍ଚାୟତ ଅଞ୍ଚଳବାସୀଙ୍କ ମଧ୍ୟରେ ଏକ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଥିଲା । ଏହାକୁ ନେଇ କିଛିଦିନ ପୂର୍ବରୁ ପଞ୍ଚାୟତବାସୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଲୋକମାନେ ସାମିଲ ହୋଇ ଆସନ୍ତା ଡିସେମ୍ବର ୮ ତାରିଖରେ ସକାଳ ୬ ରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଭବାନୀପାଟଣା ଠାରୁ ରାୟଗଡା ଜିଲ୍ଲାକୁ ସଂଯୋଗ କରୁଥିବା ରାଜ୍ୟ ୬ ନମ୍ବର ରାଜପଥ ଅବରୋଧ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ।

ଆଜି ସକାଳେ ଏହି ରାସ୍ତା ଅବରୋଧ ହୋଇଥିବା ବେଳେ ଜରୁରୀ କାଳୀନ ସେବା ବ୍ୟତୀତ ଶହ ଶହ ମାଲ ପରିବହନ ଓ ଯାତ୍ରୀ ବାହି ବସ ଅଟକି ରହିଥିଲା।ଯାହା ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।ଯେପର୍ଯ୍ୟନ୍ତ ପ୍ରଶାସନ ଅଧିକାରୀ ଆସି ପ୍ରତିଶ୍ରୁତି ନଦେବେ ସେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ପଞ୍ଚାୟତବାସୀ ଚେତାବନୀ ଦେଇଥିଲେ।ଏହାକୁ ଦୃଷ୍ଟିରେ ରଖି ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ନର୍ଲା ଥାନା ଅଧିକାରୀ ରେଣୁକା ସୁନା ଓ ସିକେରକୁପା ଫାଣ୍ଡି ଅଧିକାରୀ ସୁବାସ ଚନ୍ଦ୍ର ଗୁରୁଙ୍କ ନେତୃତ୍ୱରେ ପୁଲିସ ଫୋର୍ସ ଘଟଣା ସ୍ଥଳରେ ଉପସ୍ଥିତ ରହିଥିଲେ।

ଏହାପରେ ପ୍ରଶାସନ ପକ୍ଷରୁ କଳାହାଣ୍ଡି ଏଡିସନାଲ ଏସପିଙ୍କ ସ଼ହ ନର୍ଲା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ, ଲାଞ୍ଜିଗଡ଼ ତହସିଲଦାର ମୁନିନ୍ଦ୍ର ହୋନ୍ନାଙ୍ଗା ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବହୁ ବୁଝାସୁଝା ଓ ପ୍ରତିଶ୍ରୁତି ପରେ ପ୍ରାୟ ୯ ଘଣ୍ଟା ପରେ ଯାତାୟତ ସ୍ୱାଭାବିକ ହୋଇଥିଲା।ଆଗାମୀ ଦିନରେ ପ୍ରତିଶ୍ରୁତି ପୂରଣ ନ ହେଲେ ପୁଣି ଥରେ ଲୋକେ ରାସ୍ତା ଅବରୋଧ ତଥା ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାନଭାସରେ ଜୀବନ୍ତ ହେଲା ୬୪ ଯୋଗିନୀଙ୍କ ଅବତାର  ଆକର୍ଷଣ ସୃଷ୍ଟି କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

କାନଭାସରେ ଜୀବନ୍ତ ହେଲା ୬୪ ଯୋଗିନୀଙ୍କ ଅବତାର ଆକର୍ଷଣ ସୃଷ୍ଟି କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026
ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୨୮୩ଟି ମାମଲାଫଏସଲା

ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୨୮୩ଟି ମାମଲାଫଏସଲା

March 15, 2026
ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା : ବିଜେଡି

ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା : ବିଜେଡି

March 15, 2026
ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ : ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ : ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାନଭାସରେ ଜୀବନ୍ତ ହେଲା ୬୪ ଯୋଗିନୀଙ୍କ ଅବତାର  ଆକର୍ଷଣ ସୃଷ୍ଟି କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

କାନଭାସରେ ଜୀବନ୍ତ ହେଲା ୬୪ ଯୋଗିନୀଙ୍କ ଅବତାର ଆକର୍ଷଣ ସୃଷ୍ଟି କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026
ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୨୮୩ଟି ମାମଲାଫଏସଲା

ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୨୮୩ଟି ମାମଲାଫଏସଲା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version