• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳିଗଲେ ହେଲିକପ୍ଟରରେ ବିପିନ୍ ରାୱତ୍ , ପତ୍ନୀ ମଧୁଲିକା ରାୱତ୍ : ଦେଶବ୍ୟାପୀ ଶୋକ

Proprietor Abhimanyu Maharana by Proprietor Abhimanyu Maharana
December 8, 2021
in ଓଡ଼ିଶା, ଦେଶ, ବିଶ୍ଵ, ମହାନଗର, ହୋମ୍
0
ଜଳିଗଲେ ହେଲିକପ୍ଟରରେ ବିପିନ୍ ରାୱତ୍ , ପତ୍ନୀ ମଧୁଲିକା ରାୱତ୍ : ଦେଶବ୍ୟାପୀ ଶୋକ
Share on FacebookShare on TwitterWhatsapp

ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ – ଟ୍ୱିଟ୍ କରି ସୂଚନା ଦେଲା ଭାରତୀୟ ବାୟୁ ସେନା ।

ଦିନ ୧୨.୨୦ ରେ ଦୁର୍ଘଟଣା ଘଟିଥିବା କୁହାଯାଉଛି ।

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଡିସେମ୍ବର ବୁଧବାର ) ଭୁବନେଶ୍ୱର :-  ସିଡିଏସ୍ ରାୱତ୍ ଙ୍କୁ ନେଇଯାଉଥିବା ଏୟାରଫୋର୍ସର ମିଗ୍ ୧୭ ଭି୫ ହେଲିକପ୍ଟରଟି ତାମିଲନାଡୁର ନୀଳଗିରି ଜିଲ୍ଲା କୁନୁରୁଠାରୁ ୭ କିମି ଦୂର ଜଙ୍ଗଲ ଉପରେ ଉଡୁଥିବା ବେଳେ କ୍ରାସ୍ ହୋଇଥିଲା । ଏଥିରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଜଳିଯାଇ ଖଣ୍ଡ ଖଣ୍ଡ ଅବସ୍ଥାରେ ଜଙ୍ଗଲ ମଝିରେ ପଡ଼ିଥିଲା । ପାଖ ଗାଁ ଲୋକେ ପ୍ରଥମେ ଏହା ଦେଖିଲା ପରେ ପୁଲିସକୁ ଖବର ଦେଇଥିଲେ । ନୀଳଗିରି ଜିଲ୍ଲା ପ୍ରଶାସନ ଏବଂ ପୁଲିସ ସେଠାରେ ତୁରନ୍ତ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଆରମ୍ଭ କରିଥିଲେ ।

ସିଡିଏସ୍ ରାୱତ୍ ୱେଲିଂଟନ୍ ଡିଫେନସ୍ ସର୍ଭିସ୍ ଷ୍ଟାଫ୍ କଲେଜରେ ଆୟୋଜିତ ଏକ ବକ୍ତୃତା କାର‌୍ୟ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।  ଆଜି ସକାଳ ୯ଟା ବେଳେ ସେ ଦିଲ୍ଲୀ ବାସଭବନ ଛାଡ଼ିଥିଲେ । ତାଙ୍କର ବାୟୁସେନା ବିମାନଟି ୧୧ଟା ବେଳେ ସୁଲୁରୁ ଏୟାରବେସ୍ ରେ ପହଞ୍ଚିଥିଲା । ମାତ୍ର ୱେଲିଂଟନ୍ ଅଭିମୁଖେ ହେଲିକପ୍ଟର୍ ଏୟାରବେସ୍ ଛାଡ଼ିବାର କିଛି ସମୟ ପରେ ଦୁର୍ଘଟଣା ଘଟିଥିଲା । ଦିନ ୧୨.୨୦ ରେ ଦୁର୍ଘଟଣା ଘଟିଥିବା କୁହାଯାଉଛି ।

ହେଲିକପ୍ଟରରେ ବିପିନ୍ ରାୱତ୍ , ପତ୍ନୀ ମଧୁଲିକା ରାୱତ୍, ବ୍ରିଗେଡିୟର ଏଲଏସ ଲିଡେର୍, ଲେଫଟନାଣ୍ଟ କର୍ନେଲ୍ ହରଜିନ୍ଦର ସିଂ, ଲାନ୍ସ ନାଏକ ଗୁରୁସେୱକ୍ ସିଂ, , ଜିତେନ୍ଦ୍ର କୁମାର, ବିବେକ କୁମାର, ବି. ସାଇ ଏବଂ ହାବିଲଦାର ସତପାଲ୍ ଥିଲେ । ସୂଚନାଥାଉକି, ଜେନେରାଲ୍ ରାୱତ୍ ଭାରତୀୟ ଆର୍ମିର ୨୬ତମ ସେନାଧ୍ୟକ୍ଷ ଥିଲେ । ୨୦୧୯ ମସିହା ଡିସେମ୍ବର ମାସରେ ତାଙ୍କୁ ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଭାବେ ନିଯୁକ୍ତି ମିଳିଥିଲା ।

ପ୍ରଭୂ ଜଗନ୍ନାଥ ଙ୍କ ନିକଟରେ ଓଡିଶା ତାଜା ନ୍ୟୁଜ୍ ପକ୍ଷରୁ ବିପିନ ରାୱତ୍ ଓ ତାଙ୍କ ପତ୍ନୀ ଙ୍କ ଅମର ଆତ୍ମା ର ସଦଗତି କାମନା କରୁଛୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version