• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା : ଧସ୍ତାଧସ୍ତି ବେଳେ ଫାଟିଲା ସୁରକ୍ଷାକର୍ମୀ ଓ ସାମ୍ବାଦିକଙ୍କ ମୁହଁ

Proprietor Abhimanyu Maharana by Proprietor Abhimanyu Maharana
December 9, 2021
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ରାଜନୀତି, ହୋମ୍
0
ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା : ଧସ୍ତାଧସ୍ତି ବେଳେ ଫାଟିଲା ସୁରକ୍ଷାକର୍ମୀ ଓ ସାମ୍ବାଦିକଙ୍କ ମୁହଁ
Share on FacebookShare on TwitterWhatsapp

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା ବେଳେ ଲୋୟର ପିଏମଜିରେ ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି ହୋଇଥିଲେ । ବିଜେପି ଯୁବ କର୍ମୀ ଢେଲାପଥର ମାଡ କରିଥିଲେ ବିଜେପି କର୍ମୀମାନେ ପୁଲିସ ଭ୍ୟାନକୁ ଭାଙ୍ଗିବାକୁ ଉଦ୍ୟମ କରିଥିଲେ । ଏଥରେ ଆରଆରବି ଯବାନ ଓ କିଛି ସାମ୍ବାଦିକ ଆହତ ହୋଇଥିବା ସୂଚନା ମିଳିଛି । ଏଥିରେ କେତେକ ବିଜେପି କର୍ମୀଙ୍କ ସମେତ ସାମ୍ବାଦିକଙ୍କ ମୁହଁ ଫାଟିଥିବାର ସୂଚନା ମିଳିଛି ।

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ଗାନ୍ଧୀ ମାର୍ଗ ,ଲୋୟର ପିଏମଜିରେ ଆଜି ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ସାତ ଦିନ ଧରି ବିଧାନସଭା ଅଚଳ । ଏନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ମୁହାଁମୁହିଁ ଅବସ୍ଥା । ହତ୍ୟାକାଣ୍ଡ ସମ୍ପୃକ୍ତି ଅଭିଯୋଗ ଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି ସହ ଘଟଣାର ସିବିଆଇ ତଦନ୍ତ ଦାବିରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି ।

ହେଲେ ପୋଲିସ ସହ ଧସ୍ତାଧସ୍ତି ହୋଇ ଅନେକ ଆହତ ହୋଇଛନ୍ତି ଓ ରାଲି ଲୋୟର ପିଲଏମଜି କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟିଯାଇଥିଲା ଓ ନ୍ୟାୟ ଦାବିରେ ବିଜେପି ଯୁବମୋର୍ଚ୍ଚା ବିଧାନସଭା ଆଡକୁ ମାଡି ଯାଇଥିଲା । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଗକୁ ଯିବାକୁ ଉଦ୍ୟମ ବେଳେ ଯୁବମୋର୍ଚ୍ଚା କର୍ମୀ ପୋଲିସ ସହ ମୁହାଁମୁହିଁ ହୋଇଥିଲେ । ଫଳରେ ପୋଲିସ ଲାଠି ଚାର୍ଜ କରିଥିଲା ଓ ବିଜେପି ଯୁବ କର୍ମୀ ଢେଲାପଥର ମାଡ କରିଥିଲେ ଏଥିରେ ଆନ୍ଦୋଳନକାରୀଙ୍କ ସମେତ ପୋଲିସ ବି ଆହତ ହୋଇଥିବା ଜଣାପଡିଛି ଓ

ମମିତା ମେହେର ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ଶୋଭାଯାତ୍ରା ଚାଲିଥିବା ବେଳେ, ଉତ୍ତ୍ୟକ୍ତ କର୍ମୀଙ୍କ ଉପରେ ପୁଲିସ ଲାଠିଚାର୍ଜ କରିଥିବାର ଖବର ମିଳିଛି । ବିଜେପି ରାଜ୍ୟ କାର୍ଯ୍ୟଳୟରୁ ବିଧାନସଭା ଯାଏ ହଜାର ହଜାର ବିଜେପି ଯୁବମୋର୍ଚ୍ଚା କର୍ମୀ ଲୋୟର ପିଏମଜି ପର‌୍ୟ୍ୟନ୍ତ ଶୋଭାଯାତ୍ରାରେ ଯାଇ ଧାରଣାରେ ବସିଲେ ।

?

ଏହାପରେ ପୁଲିସ୍ ବ୍ୟାରିକେଡ ଭାଙ୍ଗି ବିଧାନସଭାକୁ ଅଗ୍ରସର ହେବାକୁ ଉଦ୍ୟମ ହେଉଥିବା ବେଳେ କେତେକ ବିଜେପି କର୍ମୀଙ୍କୁ ପୁଲିସ ଗିରଫ କରିଥିଲା । ଏହାଛଡ଼ା ପୁଲିସ ଲାଠିଚାର୍ଜ କରିଥିଲା । ପୁଲିସ ସହ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରତିବାଦ ଶୋଭାଯାତ୍ରା ବେଳେ ଲୋୟର ପିଏମଜିରେ ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି ହୋଇଥିଲେ । ବିଜେପି କର୍ମୀମାନେ ପୁଲିସ ଭ୍ୟାନକୁ ଭାଙ୍ଗିବାକୁ ଉଦ୍ୟମ କରିଥିଲେ ।

ଏଥରେ ଆରଆରବି ଯବାନ ଓ କିଛି ସାମ୍ବାଦିକ ଆହତ ହୋଇଥିବା ସୂଚନା ମିଳିଛି । ଏଥିରେ କେତେକ ବିଜେପି କର୍ମୀଙ୍କ ସମେତ ସାମ୍ବାଦିକଙ୍କ ମୁହଁ ଫାଟିଥିବାର ସୂଚନା ମିଳିଛି । ବରିଷ୍ଠ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଯେପର୍ଯ୍ୟନ୍ତ ରାଜ୍ୟ ସରକାର ବିଜେପିର ଦାବି ନ ମାନିଛନ୍ତି, ସେଯାଏଁ ଏହି ପ୍ରତିବାଦ ଜାରି ରହିବ । ଏହାକୁ ଅଆହୁରି ତୀବ୍ରତର କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version