• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ର ଶିକ୍ଷକ ସଂଘ ର ସାଧାରଣ ସଭା

Proprietor Abhimanyu Maharana by Proprietor Abhimanyu Maharana
December 11, 2021
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ର ଶିକ୍ଷକ ସଂଘ ର ସାଧାରଣ ସଭା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଡିସେମ୍ବର ଶନିବାର ) ଭୁବନେଶ୍ୱର :–  ବିଶ୍ଵ ବିଦ୍ୟାଳୟ ଅନ୍ତର୍ଗତ ଏମ୍ ଏସ୍ ସ୍ଵାମିନାଥନ ହଲ ରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ଡଃ ସନ୍ତୋଷ କୁମାର ଊଦଗାତା ପ୍ରାରମ୍ଭିକ ଉଦବୋଧନ ଦେଇଥିଲେ। ଶିକ୍ଷକ ସଂଘ ର ଅଧ୍ୟକ୍ଷ ଡ଼ଃ ସଞ୍ଜୟ କୁମାର ମହାନ୍ତି ସ୍ବାଗତ ଭାଷଣ ଦେଇଥିବାବେଳେ ସଂଘ ର ସାଧାରଣ ସମ୍ପାଦକ ଡଃ ପ୍ରଦିପ୍ତ କୁମାର ସାହୁ ସମ୍ପାଦକୀୟ ରିପୋର୍ଟ ପ୍ରଦାନ କରିଥିଲେ ଓ ସଂଘ ର କୋଷାଧ୍ୟକ୍ଷ ବିପିନ ପ୍ରଧାନ ବାର୍ଷିକ ଆୟ ବ୍ୟୟର ବିବରଣୀ ପ୍ରଦାନ କରିଥିଲେ ।

ଏହା ପରେ ଶିକ୍ଷକ ବୈଜ୍ଞାନିକ ମାନଙ୍କ ର ନାର୍ଯ୍ୟ ଦାବି ଗୁଡ଼ିକ ସମ୍ପର୍କରେ ସମସ୍ତ ସଦସ୍ୟ ମାନଙ୍କ ର ମତାମତ ଗ୍ରହଣ କରାଯାଇଥିଲା । ସମସ୍ତ କଲେଜ ଓ ସମ୍ପ୍ରସାରଣ ଅଧ୍ୟକ୍ଷ ମାନଙ୍କ ର ମତାମତ ଗ୍ରହଣ କରାଯାଇଥିଲା । ଏଥି ସହିତ ଏକ ନିରବ ଶୋଭାଯାତ୍ରା ସମସ୍ତ କଲେଜ ପରିସରରେ ଅନୁଷ୍ଠିତ ହୋଇ ଶିକ୍ଷକ ସଂଘ ର ଦାବି ଗୁଡ଼ିକ ସମ୍ପର୍କରେ ସମସ୍ତ ଙ୍କୁ ଅବଗତ କରାଯାଇଥିଲା ।

ସମସ୍ତ ସଦସ୍ୟ ଙ୍କ ଅନୁମୋଦନ କ୍ରମେ ସଂଘ ର ପଦାଧିକାରୀ ମାନଙ୍କୁ ଆଉ ଏକ ବର୍ଷ କାର୍ଯ୍ୟ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ସଭା ଶେଷ ରେ ସଂଘ ର ସହକାରୀ ସଂପାଦକ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ସମାପନ ପରେ ସମସ୍ତ ସଦସ୍ୟ ଧାରଣା ସ୍ଥଳରେ ଆଗାମୀ ଯୋଜନା ସମ୍ବନ୍ଧରେ ଆଲୋଚନା କରିଥିଲେ ଯେ କର୍ତୃପକ୍ଷ ଙ୍କୁ ଆଜି ସଭା ର ଏକ ବିବରଣୀ ପ୍ରଦାନ କରିବା ସହ ମହାମହିମ କୁଳାଧିପତି ରାଜ୍ୟପାଳ,

ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଭାଗୀୟ ମନ୍ତ୍ରୀ, ୫ ଟି ସଚିବ ଓ ବିଭାଗୀୟ ସଚିବ ଙ୍କ ଉଦେଶ୍ୟ ରେ ପ୍ରେରଣ କରାଯିବ ଓ ତଦନୁଯାୟୀ ପ୍ରରବର୍ତ୍ତୀ କାର୍ଯ୍ୟ ପନ୍ଥା ଗ୍ରହଣ କରାଯିବ ବୋଲି ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version