• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଉରକେଲା : ଘରର କାନ୍ଥରେ ବିଧାୟକଙ୍କ ନିଖୋଜ ପୋଷ୍ଟର – ବିଧାୟକ ସୁବ୍ରତ ତରାଇ ନିଖୋଜ !

Proprietor Abhimanyu Maharana by Proprietor Abhimanyu Maharana
December 11, 2021
in ଓଡ଼ିଶା, ମହାନଗର, ସୁନ୍ଦରଗଡ଼, ହୋମ୍
0
ରାଉରକେଲା : ଘରର କାନ୍ଥରେ ବିଧାୟକଙ୍କ ନିଖୋଜ ପୋଷ୍ଟର – ବିଧାୟକ ସୁବ୍ରତ ତରାଇ ନିଖୋଜ !
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଡିସେମ୍ବର ଶନିବାର ) ରାଉରକେଲା :- ରାଉରକେଲା ସେକ୍ଟର-୬ ଅଞ୍ଚଳରେ ଥିବା ବସ୍ତିରେ ବିଜ଼େଡି ବିଧାୟକ ସୁବ୍ରତ ତରାଇ ନିଖୋଜ । ନିର୍ବାଚନ ପରଠୁ ଅଛନ୍ତି ନିଖୋଜ । ନା ନେତାଙ୍କ ଦର୍ଶନ ମିଳୁଛି ନା ମୌଳିକ ସୁବିଧା ମିଳୁଛି। ଫଳରେ ଅତିଷ୍ଠ ହୋଇ ଏପରି ପଦକ୍ଷେପ ନେଇଛନ୍ତି ରାଉରକେଲା ସେକ୍ଟର-୬ ଅଞ୍ଚଳରେ ଥିବା ବସ୍ତିବାସିନ୍ଦା । ଏପରିକି ବସ୍ତିର କାନ୍ଥ ବାଡ଼ରେ ଲଗାଇ ଦେଇଛନ୍ତି ବିଧାୟକଙ୍କ ନିଖୋଜ ପୋଷ୍ଟର । ଅତି କମ୍‌ରେ ଏହା ଉପରେ ବିଧାୟକଙ୍କ ନଜର ପଡ଼ିଲେ ସେମାନଙ୍କ ସମସ୍ୟା ସମାଧାନ କରିପାରନ୍ତି ବୋଲି ଆଶା ବି ରଖିଛନ୍ତି । ନିଜ ବିଧାୟକଙ୍କ କ୍ରମାଗତ ଅବହେଳାରେ ଅତିଷ୍ଠ ହୋଇପଡିଥିବା ସ୍ଥାନୀୟ ବାସିନ୍ଦା ଏଭଳି ପୋଷ୍ଟର ମାରି ପ୍ରତିବାଦ ଜଣାଇଥିବା ସୂଚନା ମିଳିଛି ।

ଏହି ଘଟଣା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ବସ୍ତିର ସ୍କୁଲ ଘର ଓ କ୍ଲବ ଘର ଓ ଘରର କାନ୍ଥରେ ବିଧାୟକଙ୍କ ନିଖୋଜ ପୋଷ୍ଟର ମରାଯାଇଛି । ତେବେ ଏନେଇ ସୁବ୍ରତ ତରାଇଙ୍କ ପ୍ରତିକ୍ରିୟା ମିଳିପାରିନି । ଏନେଇ ବସ୍ତି ବାସିନ୍ଦା କହିଛନ୍ତି, ବିଧାୟକ ନିର୍ବାଚନ ପୂର୍ବରୁ ଦେଖା ଦେଇଥିଲେ। ଏହାପରେ ଅତି କମ୍‌ରେ ୪ ବର୍ଷ ବିତି ସାରିଲାଣି । ପୁଣି ଥରେ ନିର୍ବାଚନ ପାଖେଇ ଆସିଲାଣି । ହେଲେ ବିଧାୟକଙ୍କ ଦର୍ଶନ ମିଳୁନି । ଆମ୍ ବସ୍ତିରେ ସମସ୍ୟାର ଲମ୍ବା ଲାଇନ୍‌ ଲାଗିଥିବା ବେଳେ ସମାଧାନ କରିବାକୁ କାହାର ଦର୍ଶନ ମିଳୁନି ।

ଆମ ବସ୍ତିରେ ଶୌଚାଳୟ ନାହିଁ, ଆବର୍ଜନା ଏଣେ ତେଣେ ପଡ଼ି ରହୁଛି, ଏହାକୁ ନେବାକୁ ଗାଡ଼ି ଆସୁନି । ତେଣୁ ଅସ୍ୱାସ୍ଥ୍ୟକର ପରିବେଶରେ ରହୁଛୁ । ଏପରି ସମସ୍ୟା ଲାଗି ରହିଥିବା ବେଳେ ବିଧାୟକ ଆମକୁ ଧରାଛୁଆଁ ଦେଉ ନାହାନ୍ତି। ତେଣୁ ଦୁଃଖ କାହାକୁ ଜଣାଇବୁ, କିଏ ଆମ ସମସ୍ୟା ସମାଧାନ କରିବ । ଏଥିସହ ସେମାନେ କହିଛନ୍ତି, ନିର୍ବାଚନ ପୂର୍ବରୁ ବିଧାୟକ ଆସି ଭୋଟ ମାଗିଥିଲେ। ଜିତିଲେ ପାଣି ସମସ୍ୟା, ରାସ୍ତା, ଶୌଚାଳୟ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ବି ଦେଇଥିଲେ । ମିଠା ମିଠା କଥା କହି ଜିତି ତ ଗଲେ ହେଲେ ଆଉ ଧରାଛୁଆଁ ଦେଉ ନାହାନ୍ତି । ତେଣୁ ବାଧ୍ୟ ହୋଇ ବିଧାୟକ ନିଖୋଜ ବୋଲି ପୋଷ୍ଟର ମାରିଛୁ । ଏନେଇ ବିଧାୟକଙ୍କୁ ଫୋନ୍‌ କରାଯାଇଥିଲେ ବି ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version