• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସପ୍ତ ସଙ୍ଘ ଟେଣ୍ଟ, ଲାଇଟ, ସାଉଣ୍ଡ ଓ ସପ୍ଲାୟାର୍ସ ଆସୋସିଏସନ ଦ୍ୱାରା କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧିତ – ରଣପୁର

Proprietor Abhimanyu Maharana by Proprietor Abhimanyu Maharana
May 4, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ସପ୍ତ ସଙ୍ଘ ଟେଣ୍ଟ, ଲାଇଟ, ସାଉଣ୍ଡ ଓ ସପ୍ଲାୟାର୍ସ  ଆସୋସିଏସନ ଦ୍ୱାରା କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧିତ – ରଣପୁର
Share on FacebookShare on TwitterWhatsapp

ରଣପୁର, ରିପୋର୍ଟ /ଅଭିମନ୍ୟୁ ମହାରଣା ( ଓଡିଶା ତାଜା ନ୍ୟୁଜ୍‌ ) ୪ ମଇ, ସୋମବାର :- ରଣପୁର ବ୍ଲକର କରୋନା ମହାମାରୀ ମୁକାବିଲା ରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କରୋନା ଯୋଦ୍ଧା ସାମ୍ବାଦିକ, ସ୍ୱାସ୍ଥ୍ୟ କର୍ମୀ, ପୋଲିସ, ବ୍ଲକ , ତହସିଲଦାର୍, ଓ ଅଗ୍ନିଶମ ବିଭାଗଙ୍କୁ ସପ୍ତ ସଙ୍ଘ ଟେଣ୍ଟ, ଲାଇଟ, ସାଉଣ୍ଡ ଓ ସପ୍ଲାୟାର୍ସ ଆସୋସିଏସନ ତରଫରୁ ସଂଗଠନ ର ସଭାପତି ରବିନ୍ଦ୍ର କୁମାର ପୃଷ୍ଟି ଓ ସଂପାଦକ ଦିଲ୍ଲୀପ ମହାନ୍ତି ଙ୍କ ସହ ଏକାଧିକ ସଦସ୍ୟ ଉପଢୌକନ ଦିଆ ଯାଇ ସମ୍ବର୍ଦ୍ଧନା କରାଯାଇଛ ।

କରୋନା ସଚେତନତା ଓ ପ୍ରତି ମୁହୂର୍ତ୍ତର ଖବର ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ସାମାଜିକ ଦୂରତା ରକ୍ଷା କାର୍ଯରେ ବିଶେଷ କରି ସାମ୍ବାଦିକ ଓ ପୋଲିସ ଉଭୟ ଅହରହ ପରିଶ୍ରମକରି ଜନସାଧରଣ ଙ୍କୁ ସଚେତନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶଙ୍କ ସମେତ ରଣପୁର ପ୍ରେସ କ୍ଲବ ର ସଭାପତି ସୁକାନ୍ତ ପଟ୍ଟନାୟକ, ଉପ-ସଭାପତି ଅଭିମନ୍ୟୁ ମହାରଣା, ସମ୍ପାଦକ ବ୍ରଜ ରଣସିଂହଙ୍କ ସମେତ ସମସ୍ତ ସାମ୍ବାଦିକଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ ।

ସେହିପରି ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ବୈଦ୍ୟନାଥ ନନ୍ଦ, ଫାର୍ମାଶିଷ୍ଟ କିଶୋର ରାଉତରାୟଙ୍କ ସହିତ ସମସ୍ତ ସ୍ୱାସ୍ଥ୍ୟ କର୍ମୀ,ରଣପୁର ବ୍ଲକ , ତହସିଲଦାର୍, ଓ ଅଗ୍ନିଶମ ବିଭାଗଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ସପ୍ତ ସଙ୍ଘ ଟେଣ୍ଟ, ଲାଇଟ, ସାଉଣ୍ଡ ଓ ସପ୍ଲାୟାର୍ସ ଆସୋସିଏସନର ସଦସ୍ୟମାନେ ଉପସ୍ଥିତ ରହି ସମ୍ବର୍ଦ୍ଧନା କରିଥିଲେ । ଆସୋସିଏସନର ଏହି ଭଳି କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version