• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଏବଂ ଭଞ୍ଜନଗର ବ୍ଲକ୍‌ ଅଞ୍ଚଳରେ ସ୍ମାର୍ଟ ହେଲଥ୍‌ କାର୍ଡ ବାଣ୍ଟିଲେ – ମନ୍ତ୍ରୀ ଶ୍ରୀ ଆରୁଖ

Proprietor Abhimanyu Maharana by Proprietor Abhimanyu Maharana
December 15, 2021
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଏବଂ ଭଞ୍ଜନଗର ବ୍ଲକ୍‌ ଅଞ୍ଚଳରେ ସ୍ମାର୍ଟ ହେଲଥ୍‌ କାର୍ଡ ବାଣ୍ଟିଲେ – ମନ୍ତ୍ରୀ ଶ୍ରୀ ଆରୁଖ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଡିସେମ୍ବର ବୁଧବାର) ଗଞ୍ଜାମ ଜିଲ୍ଲା :- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦ ଏବଂ ଭଞ୍ଜନଗର ବ୍ଲକ୍‌ର ବିଭିନ୍ନ ଗ୍ରାମପଞ୍ଚାୟତରେ ହିତାଧିକାରୀମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି । ଡିସେମ୍ବର ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ବଣ୍ଟନ କାର୍ଯ୍ୟ ଜାରି ରହିଛି ।

ସ୍ମାର୍ଟ କାର୍ଡ ବିତରଣ ଅବସରରେ ମନ୍ତ୍ରୀ ଶ୍ରୀ ଆରୁଖ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁଁ ଆଜି ଓଡ଼ିଶାରେ ବିଭିନ୍ନ ଜନହିତକାରୀ ଯୋଜନାର ପ୍ରଣୟନ ଓ ରୂପାୟନ ସଫଳତା ଲାଭ କରିଛି । ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାରା ଦେଶରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଇତିହାସ ସୃଷ୍ଟି କରିଛି । ଭଞ୍ଜନଗର ଏବଂ ଜଗନ୍ନାଥ ପ୍ରସାଦ ବ୍ଲକ୍‌ ଅଞ୍ଚଳର ଯଥାକ୍ରମେ ୧ ଲକ୍ଷ ୦୨ ହଜାର ୫୯୭ ଏବଂ ୯୯ ହଜାର ୨୨୫ ହିତାଧିକାରୀ ଏହି କାର୍ଡ ଦ୍ୱାରା ଉପକୃତ ହେବେ ।

ଜଗନ୍ନାଥ ପ୍ରସାଦ ବ୍ଲକ୍‌ର ବରଗାଁ, ବି.ଡ଼ି.ପୁର, ଝାଡ଼ଭୂମି, ବୁଡ଼ୁରୁଙ୍ଗୁ, ଛାମୁଣ୍ଡା, ଅଲାଡ଼ି, ଖମାରପଲ୍ଲୀ, ଅଢ଼େଇ ଗାଁ ଗ୍ରାମପଞ୍ଚାୟତ ଓ ଭଞ୍ଜନଗର ବ୍ଲକ୍‌ର ଡୁମାକୁମ୍ପା, ସାନକୋଦଣ୍ଡା, ବଡ଼କୋଦଣ୍ଡା, କୁଲାଡ଼, ତୁରୁମୁ, ଗୋଲାପଡ଼ା ଏବଂ ଡିହପଢ଼ାଳ ଗ୍ରାମପଞ୍ଚାୟତ ଅଞ୍ଚଳରେ ମନ୍ତ୍ରୀ ଶ୍ରୀ ଆରୁଖ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିିଛନ୍ତି । କାର୍ଡ ବିତରଣ ଅବସରରେ ସ୍ଥାନୀୟ ଜନପ୍ରତିନିଧି ଏବଂ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version