• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିସେମ୍ବର ୧୯ ଓ ୨୦ ତାରିଖ ମାଁ ଦୁର୍ଗେଇ ଦେବୀଙ୍କ ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
December 16, 2021
in ଓଡ଼ିଶା, ହୋମ୍
0
ଡିସେମ୍ବର ୧୯ ଓ ୨୦ ତାରିଖ ମାଁ ଦୁର୍ଗେଇ ଦେବୀଙ୍କ ଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଡିସେମ୍ବର ଗୁରୁବାର) ପଦ୍ମପୁର :- ପଦ୍ମପୁର ଉପଖଣ୍ଡ ପାଇକମାଲ ଠାରୁ ନୁଆପଡା ରାସ୍ତାରେ ପ୍ରାୟ ୧୫ କିଲୋ ମିଟର ମନଭଙ୍ଗ ଡେମ । ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ମନଲୋଭା ଦୃଶ୍ୟ ସହ କୁଳୁ କୁଳୁ ନାଦରେ ବୋହି ଆସୁଥିବା ମାଁଙ୍କ ନାମରେ ନାମିତ ଝରଣା ଦୁର୍ଗେଇ ଝରଣା ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିଥାଏ । ପ୍ରକୃତିର ଗନ୍ତା ଘର ଗନ୍ଧମାର୍ଦ୍ଦନ ପାଦ ଦେଶରେ ଥିବା ଏହି ସ୍ଥାନ ଏଠାରୁ ପ୍ରାୟ ୧୨ କିଲୋ ମିଟର ଏବଂ ୨ ଘଣ୍ଟାର ଜଙ୍ଗଲ ଏବଂ ପଥୁରିଆ ରାସ୍ତା ଚଢିବା ପରେ ଆସିଥାଏ ମାଁ ଦୁର୍ଗାଙ୍କର ପ୍ରାକୃତିକ ପୀଠ । ଏକ ଗୁମ୍ଫା ପରି ସ୍ଥାନରେ ପୂଜା ପାଇଥାନ୍ତି ମାଁ ଦୁର୍ଗେ ଦେବୀ ।

ଚଳିତ ମାସ ଡିସେମ୍ବର ୧୯ ଓ ୨୦ ତାରିଖରେ ଗନ୍ଧମାର୍ଦ୍ଦନ ପାହାଡ ଶୀର୍ଷରେ ଥିବା ମାଁ ଦୁର୍ଗେଇ ଦେବୀଙ୍କ ପୂଜନୋତ୍ସବ ଉତ୍ସବ ପାଳିତ ହେବ । ପ୍ରଥମ ଦିବସରେ ମାଁ ଦୁର୍ଗେଇ ଦେବୀଙ୍କ ପୂଜାରୀଙ୍କ ଦ୍ବାରା ପୂଜାର୍ଚ୍ଚନା ସମେତ ରାତିରେ ମାନସିକଧାରୀ ମାନଙ୍କର ବଳି ପ୍ରଦାନ ସହିତ ଭକ୍ତ ମାନଙ୍କର ଦର୍ଶନ ହୋଇଥାଏ । ଏହି ମାର୍ଗଶିର ପୂର୍ଣ୍ଣମା ରାତିରେ ମାଁଙ୍କର ଦର୍ଶନ ନିମନ୍ତେ ବହୁ ଭକ୍ତଙ୍କ ସମେତ ହୋଇଥାନ୍ତି । ଦ୍ବିତୀୟ ଦିବସରେ ମାଁ ଦୁର୍ଗେଇ ଦେବୀଙ୍କ ପୂଜା ସଂପନ୍ନ ହେଲାପରେ ଭକ୍ତ ମାନେ ପ୍ରସାଦ ସେବନ କରି ପାହାଡ ଉପରୁ ତଳକୁ ଓହ୍ଲାଇଥାନ୍ତି ବୋଲି ଦୁର୍ଗେଇ ଦେବୀ ପରିଚାଳନା କମିଟି ସଭାପତି ଶ୍ରୀ ମଧୁସୂଦନ ପାଣ୍ତେ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version