• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରବାସୀ ଓଡ଼ିଆଙ୍କୁ ଓଡ଼ିଶା ଆଣୁଥିବା ଆଉ ଏକ ବସ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ, ୨ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
May 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରବାସୀ ଓଡ଼ିଆଙ୍କୁ ଓଡ଼ିଶା ଆଣୁଥିବା ଆଉ ଏକ ବସ ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ, ୨ ଗୁରୁତର
Share on FacebookShare on TwitterWhatsapp

ଖୋର୍ଦ୍ଧା ଜିଲ୍ଲା,ଟାଙ୍ଗୀ,ରିପୋର୍ଟ /ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) ୫ ମଇ, ମଙ୍ଗଳବାର, :- ପ୍ରବାସୀ ଓଡ଼ିଆଙ୍କୁ ଓଡ଼ିଶା ଆଣୁଥିବା ଆଉ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ନିକଟସ୍ଥ କୁହୁଡି ଛକରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବସ ଡ୍ରାଇଭର ଏମ ଶ୍ରୀକାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଛନ୍ତି । ଆଜି ଭୋର ୪ ଟା ବେଳେ ୧୬ ନମ୍ବର ଜାତୀୟ ରାଜପଥର କୁହୁଡି ଛକରେ ବସ ଯାଉଥିବାବେଳେ ଟ୍ରକ ସହ ଧକ୍କା ହୋଇଛି । ବସଟି ପ୍ରବାସୀଙ୍କୁ ନେଇ ହାଇଦ୍ରାବାଦରୁ ଖୋର୍ଦ୍ଧା ଆସୁଥିଲା ।

ବସରେ ଥିବା ପ୍ରବାସୀମାନେ ନିମାପଡା, ପିପିଲି , ବାଙ୍କୀ ଓ କେନ୍ଦ୍ରାପଡା ଅଞ୍ଚଳର ବୋଲି ଜଣାପଡିଛି । ଗତକାଲି ଭୋରରୁ ବସ ହାଇଦ୍ରାବାଦରୁ ଓଡିଶା ଅଭିମୁଖେ ବାହାରିଥିଲା । ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ହସପିଟାଲ ପହଞ୍ଚାଇଥିଲା । ତେବେ ହସ୍ପିଟାଲରେ ଡାକ୍ତର ଡ୍ରାଇଭର ଏମ ଶ୍ରୀକାନ୍ତଙ୍କୁ ମୃତ ଘୋଷଣା କରିଥିଲେ । ପ୍ରବାସୀ ଯାତ୍ରୀମାନଙ୍କୁ ଅନ୍ୟ ଗାଡିରେ ନିଜ ନିଜ ଗନ୍ତବ୍ୟସ୍ତଳରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଉଛି । ଏହି ଘଟଣାକୁ ମିଶାଇ ୪ଟି ଏଭଳି ପ୍ରବାସୀ ବସ ଦୁର୍ଘଟଣାଗ୍ରସ୍ତ ହୋଇସାରିଛି।

ସୁରତରୁ ଓଡିଶା ଫେରୁଥିବା ଦୁଇଟି ବସ ପୃଥକ ପୃଥକ ଘଟଣାରେ ଦୁର୍ଘଟାଗ୍ରସ୍ତ ହୋଇଥିଲା । ଫୁଲବାଣୀ ଜିଲ୍ଲାର କଳିଙ୍ଗା ଘାଟିରେ ଦୁଇଟି ବସ ଦୁର୍ଘଟଣା ହୋଇ ଦୁଇ ଜଣଙ୍କର ମୃତ୍ୟୁ ପ୍ରାଣହାନି ଘଟିଥିଲା । ଏହାପରେ ରାଜ୍ୟ ପରିବହନ ବିଭାଗ ବସ ରୁଟ ପରିବର୍ତ୍ତନ ପାଇଁ ନିଷ୍ପତ୍ତି ନେଇଥିଲେ । ତଥାପି ଆଜି ପୁଣି ଏକ ଦୁର୍ଘଟଣା ଚିନ୍ତାର କାରଣ ହୋଇଛି । ସମ୍ଭବତ ବାହାର ରାଜ୍ୟର ଚାଳକମାନେ ଆସୁଥିବାରୁ ରାଜ୍ୟର ରାସ୍ତାଘାଟ ସହ ଖାପ ଖୁଆଇ ପାରୁନାହାନ୍ତି । ଫଳରେ ଏଭଳି ଦୁର୍ଘଟଣା ଘଟୁଥିବାର ଦେଖିବାକୁ ମିଳୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version