• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡଦିନ ପାଇଁ ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ଶାନ୍ତି କମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
December 20, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ବଡଦିନ ପାଇଁ ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ଶାନ୍ତି କମିଟି ବୈଠକ
Share on FacebookShare on TwitterWhatsapp
  • ଓଡ଼ିଶା ତାଜା ନ୍ୟୁଜ୍ (୨୦ ଡିସେମ୍ବର ସୋମବାର) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଥିବା ସଭାଗୃହ ଠାରେ ବଡଦିନ ପାଇଁ ଉପଖଣ୍ଡ ସ୍ତରୀୟ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଏସଡିପିଓ ଜିଆର ରାଘବେନ୍ଦ୍ର, ବିଡିଓ ଡ.ଜଗଦିଶ ଷଢଙ୍ଗି, ତହସିଲଦାର ଶସାଙ୍କ ଶେଖର ପାତ୍ର ଓ ଆଇଆଇସି ବାବା ଶଙ୍କର ସରାଫ ପ୍ରମୁଖ ଉପସ୍ଥିତ ଥିଲେ । ବଡଦିନ କିଭଳି ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ଏହାକୁ ନେଇ ସବୁ ଧର୍ମାବଲମ୍ବି ଓ ଅନ୍ୟ ମାନଙ୍କୁ ନେଇ ବୈଠକ ହୋଇଥିଲା । ବଡଦିନ କିଭଳି ପାଳନ କରାଯିବ ଏହାକୁ ନେଇ ପ୍ରଶାସନ ତରଫରୁ ମତାମତ ଲୋଡିଥିଲେ ।

  • କୁୁଇକୁଳ ସମାଜ ତରଫରୁ କୁହାଯାଇଛି ଖଗେଶ୍ୱର ମଳିକଙ୍କ ଶ୍ରାଦ୍ଧ ଦିବସ ଏହାକୁ ଆମେ ସହିଦ ଦିବସ ଭାବେ ପାଳନ କରି ଆସୁଛୁ ତେଣୁ ଆମକୁ ସେଠି ଏହି ଶ୍ରାଦ୍ଧ ଦିବସ ପାଳନ କରିବାକୁ ଅନୁମତି ଦିଆଯାଉ । ଖ୍ରୀଷ୍ଟ ସମାଜ ତରଫରୁ କୁହାଯାଇଛି ଯେ ବଡଦିନ ଆମ ପାଇଁ ଏକ ବଡ ପର୍ବ ଏହା ଏକ ଭାଇଚାରାର ପର୍ବ ତେଣୁ ଆମେ ସବୁ ସମ୍ପଦାୟର ଲୋକେ ମିଳିମିଶି ପାଳନ କରୁଛୁ, ଏଥି ନିମନ୍ତେ କୌଣସି ଅସୁବିଧା ନାହିଁ l

  • ଉପଖଣ୍ଡ ପୋଲିସ ପ୍ରସାସନ ତରଫରୁ ସମସ୍ତ ଚର୍ଚ୍ଚ ମାନଙ୍କରେ ପୋଲିସ ଫୋର୍ସ ମୃତୟନ କରାଯିବ ।ଆସନ୍ତା ୨୨ ତାରିଖ ଦିନ ଜିଲ୍ଲାପାଳ କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ଶାନ୍ତି କମିଟି ବୈଠକ ହେବ ସେଠି ଆଗାମି ବଡଦିନ ପାଇଁ କଣକଣ ନିତି ନିୟମ ରଖାଯିବ ସେହି ବୈଠକର ଅଲୋଚନା ପରେ ଜଣାପଡିବ ଓ ଜିଲ୍ଲାସ୍ତରୀୟ ଶାନ୍ତି କମିଟି ବୈଠକକୁ ସବୁ ସମ୍ପ୍ରଦାୟର ଦୁଇଦୁଇ ଜଣ ଲେଖାଁଏ ଭାଗ ନେବାକୁ ପ୍ରଶାସନ ତେଫରୁ କୁହାଯାଇଛି ।ବଡଦିନକୁ ଶାନ୍ତିପୂର୍ଣ୍ଣ ଭାବରେ ପାଳନ କରିବାକୁ ଅନୁରୋଧ କରାଯାଇଛି । ଏହି ବୈଠକରେ ଅଞ୍ଚଳର ସବୁ ଧର୍ମାବଲମ୍ବିର ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version