• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ,ଅଡବା ପୋଲିସ, ଅବକାରୀ ବିଭାଗ, ରାଜସ୍ୱ ବିଭାଗ, ବନବିଭାଗ ଦ୍ୱାରା ମିଳିତ ଭାବେ : ୧ଲକ୍ଷ ୪୪ହଜାର ୫୫୨ଗଞ୍ଜେଇ ଗଛକୁ ପୋଡି ନଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
December 21, 2021
in ଅପରାଧ, ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗଜପତି ଜିଲ୍ଲା ,ଅଡବା ପୋଲିସ, ଅବକାରୀ ବିଭାଗ, ରାଜସ୍ୱ ବିଭାଗ, ବନବିଭାଗ ଦ୍ୱାରା ମିଳିତ ଭାବେ : ୧ଲକ୍ଷ ୪୪ହଜାର ୫୫୨ଗଞ୍ଜେଇ ଗଛକୁ ପୋଡି ନଷ୍ଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଡିସେମ୍ବର ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଏସ୍‌ପି ଜୟରାମ ଶତପଥିଙ୍କ ଏବଂ ଜିଲ୍ଲା ଅବକାରୀ ଅଧିକ୍ଷକ ସୁବ୍ରତ କୁମାର ସେଠୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଚୋରାରେ ଚାଷ କରାଯାଇଥିବା ୭୨ଏକରରୁ ଉର୍ଦ୍ଧ ଜଙ୍ଗଲ ଜମିର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରି ଦିଆଯାଇଥିବା ସୂଚନା ମିଳିଛି ।

ଘଟଣାରୁ ପ୍ରକାଶଯେ ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ କଟାମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ବାଲିଗଣ୍ଡା ଗ୍ରାମାଞ୍ଚଳରେ ବ୍ୟାପକ ଗଞ୍ଜେଇ ଚାଷକୁ ପୋଡି ନଷ୍ଟ କରାଯାଇଥିବାର ଜଣାପଡିଛି । ଅଡବା ଥାନା ସୂତ୍ରରୁ ପ୍ରକାଶ ଯେ, ବାଲିଗଣ୍ଡା ଗ୍ରାମାଞ୍ଚଳର ପ୍ରାୟ ୭୨.୨୭୬ ଏକର ଜମିରେ ଗଞେଇ ଚାଷ ହୋଇଥିଲା ।

ଏଥିରେ ଥିବା ପ୍ରାୟ ୧ଲକ୍ଷ ୪୪ହଜାର ୫୫୨ଗଞ୍ଜେଇ ଗଛକୁ କଟାଯାଇଥିଲା । କଟାଯିବାପରେ ପୋଡି ନଷ୍ଟ କରାଯାଇଛି । ଏଥିରେ ଅଡବା ପୋଲିସ, ଅବକାରୀ ବିଭାଗ, ରାଜସ୍ୱ ବିଭାଗ, ବନବିଭାଗ ଦ୍ୱାରା ମିଳିତ ଭାବେ ଯୋଗଦେଇ ଗଞ୍ଜେଇ ଗଛକୁ କାଟି ପୋଡି ନଷ୍ଟ କରିଥିଲେ । ଏନେଇ ଅଡବା ଥାନାରେ ୧୪୨/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବାର ଥାନା ଅଧିକାରୀ ଆନନ୍ଦଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version