• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଉ ବସରେ ଆସିବେ ନାହିଁ ଓ କେବଳ ଟ୍ରେନରେ ହିଁ ଆସିବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
May 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆଉ ବସରେ ଆସିବେ ନାହିଁ ଓ କେବଳ ଟ୍ରେନରେ ହିଁ ଆସିବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ /ଅଭିମନ୍ୟୁ ମହାରଣା ( ଓଡିଶା ତାଜା ନ୍ୟୁଜ୍‌ ) ୫ ମଇ, ମଙ୍ଗଳବାର :- ଆଉ ବସରେ ଆସିବେ ନାହିଁ ଓ କେବଳ ଟ୍ରେନରେ ହିଁ ଆସିବେ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି ଓ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ-୧୯ ମୁକାବିଲା ସମ୍ପର୍କରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଆଲୋଚନା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ, ସୁରତରୁ ଓଡ଼ିଶାକୁ ଦୀର୍ଘ ପଥ ବସରେ ଆସିବା ବେଳେ ପ୍ରବାସୀ ଓଡ଼ିଆମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ।

ଖାଇବା ପିଇବାରେ ବହୁ ଅସୁବିଧା ହେଉଛି, ଅଶୁଂଘାତ ଓ ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଇଛି । ବିଶେଷ କରି ମହିଳା ଓ ଶିଶୁମାନେ ନାନା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି କେବଳ ଟ୍ରେନ୍ ଯୋଗେ ଫେରିବା ପାଇଁ ପ୍ରବସୀଙ୍କୁ ଅନୁମତି ଦେଇଛନ୍ତି ସରକାର । କେବଳ ସୁରଟ ନୁହେଁ, କୌଣସି ରାଜ୍ୟରୁ ପ୍ରବାସୀ ଓଡ଼ିଆ ଆଉ ବସରେ ଫେରିପାରିବେ ନାହିଁ ।

ପରିସ୍ଥିତିର ସମ୍ପୂର୍ଣ୍ଣ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ।
୧- ରାଜ୍ୟରେ ଦୈନିକ ପରୀକ୍ଷଣ ୧୫,୦୦୦କୁ ବୃଦ୍ଧି କରାଯିବ ।
୨- ଗ୍ରୀନ୍ ଜୋନ୍ ରେ କୃଷି କାର‌୍ୟ୍ୟ, ଶିଳ୍ପ, ଜୀବନଜୀବିକା ଓ ପରିବହନ ସ୍ୱାଭାବିକ ହେବ ।
୩- ଶିଳ୍ପ ସଂସ୍ଥାଗୁଡ଼ିକର ସମସ୍ୟାର ସମାଧାନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ ।
୪- ଚାଷୀ ଓ ଏସଏଚଜିମାନଙ୍କ ଋଣ ସହାୟତା ବୃଦ୍ଧି କରାଯିବ ।
୫- ମିଶନ ଶକ୍ତିର ମା ମାନେ ଏହି କଠିନ ପରିସ୍ଥିତିରେ ୧ କୋଟିରୁ ଅଧିକ ମିଲ୍ ଯୋଗାଇ ସାରିଲେଣି । ତେଣୁ ସେମାନଙ୍କୁ ମିଲ୍ ପିଛା ୨ ଟଙ୍କା ଲେଖାଏଁ ପ୍ରୋତ୍ସାହନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଯୋଗାଇ ଦିଆଯିବ ।
୬- ଅଧିକ ଲୋକ ବାହାର ରାଜ୍ୟରେ କାମ କରୁଥିବା ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, ବଲାଙ୍ଗୀର, ଯାଜପୁର ଓ ବାଲେଶ୍ୱର ଜିଲ୍ଲା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ ।
୭- ଆଗାମୀ ଖରିଫ ଋତୁ ପାଇଁ ବିହନ ଓ ଅନ୍ୟାନ୍ୟ କୃଷି ଉପକରଣ ଚାଷୀମାନଙ୍କୁ ସୁବିଧାରେ ଯୋଗାଇ ଦିଆଯିବ । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଅପେକ୍ଷାକୃତ ଭଲ ରହିଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଆରମ୍ଭ କରି ସଂପୃକ୍ତ ସମସ୍ତ ବିଭାଗ ଏବଂ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ବର୍ତ୍ତମାନର ଏହି ସଫଳତାରେ ଆତ୍ମସନ୍ତୋଷ ଲାଭ ନ କରି ଆଗାମୀ ଦିନରେ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version