• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାରିପଦା ଡିଭିଜନ ଗ୍ରସ୍ତ କରି କାର୍ଯ୍ୟ ର ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ କଲେ ଉଠା ଜଳସେଚନ ନିଗମ ଅଧ୍ୟକ୍ଷ – ଅମରେଶ ପତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 22, 2021
in ଓଡ଼ିଶା, ମୟୁରଭଞ୍ଜ, ମହାନଗର, ହୋମ୍
0
ବାରିପଦା ଡିଭିଜନ ଗ୍ରସ୍ତ କରି କାର୍ଯ୍ୟ ର ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ କଲେ ଉଠା ଜଳସେଚନ ନିଗମ ଅଧ୍ୟକ୍ଷ  – ଅମରେଶ ପତ୍ରୀ
Share on FacebookShare on TwitterWhatsapp

କୃଷକମାନଙ୍କ ସମସ୍ୟାକୁ ବୁଝି ଜଳସେଚନ ସୁବିଧା ପାଇଁ ସହାୟତା କରିବାକୁ ପରାମର୍ଶ

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଡିସେମ୍ବର ବୁଧବାର ) ମୟୂରଭଞ୍ଜ,ଭୁବନେଶ୍ୱର :– ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ଗ୍ରସ୍ତରେ ଆସି ବାରିପଦା ଓ.ଏଲ୍‌.ଆଇ.ସି ଡିଭିଜନ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଉଠା ଜଳସେଚନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସ୍ଥିତି ସଂପର୍କରେ ଅନୁଧ୍ୟାନ କରିଥିଲେ ।

ଏ ସଂପର୍କିତ ଏକ ସମୀକ୍ଷା ବୈଠକରେ ଶ୍ରୀ ପତ୍ରୀ ଯୋଗଦେଇ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ କୃଷକମାନେ କିପରି ଲାଭବାନ ହୋଇପାରିବେ, ସେସମ୍ପର୍କରେ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନଙ୍କୁ ସେ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ କୃଷିର ଉନ୍ନତି ଓ କୃଷକମାନଙ୍କ କଲ୍ୟାଣ ପାଇଁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ବେଳେ କୃଷକମାନଙ୍କର ରହିଥିବା ସମସ୍ୟାକୁ ବୁଝି ସେମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେଇ କୃଷି କ୍ଷେତ୍ରକୁ ଜଳଯୋଗାଣକୁ ସୁନିଶ୍ଚିତ କରିବାକୁ ଶ୍ରୀ ପତ୍ରୀ ଆବଶ୍ୟକ ପରାମର୍ଶ ଦେଇଥିଲେ ।

ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମ ଏବଂ ‘ମୋ ସରକାର’ ଆଭିମୁଖ୍ୟ ଆଧାରରେ ଡିଭିଜନରେ ନିର୍ମାଣାଧିନ ପ୍ରକଳ୍ପକୁ ତ୍ୱରିତ ପଦକ୍ଷେପ ନେଇ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ସେ କହିଥିଲେ । ଏହାପରେ ନିଗମର ଅଧ୍ୟକ୍ଷ ଶ୍ରୀ ପତ୍ରୀ ଜିଲ୍ଲାର ସାରସକଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାରସକଣା ବ୍ଲକର ଝାରପୋଖରିଆ ଗ୍ରାମ ପଂଚାୟତରେ ଝାରବେଡା ଗ୍ରାମରେ ସ୍ଥାପିତ ଗଭୀର ନଳକୂପ ପ୍ରକଳ୍ପ ପରିଦର୍ଶନ କରିଥିଲେ ।

ଏହିି ପ୍ରକଳ୍ପ ଯୋଗୁଁ ୨୪ ହେକ୍ଟର ଜମିକୁ ଜଳସେଚନ ସୁବିଧା ଉପଲବ୍‌ଧ ହେବାକୁ ଥିବା ବେଳେ ପ୍ରକଳ୍ପର ଅଧିକ ଉନ୍ନତିକରଣ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ପତ୍ରୀ ସଂପୃକ୍ତ ଯନ୍ତ୍ରୀ ଓ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ । ସେହିପରି ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବାଙ୍ଗିରିପୋଷି

ବ୍ଲକ ଅନ୍ତର୍ଗତ ଗୋଳମୁଣ୍ଡାକଟା ଗ୍ରାମ ପଂଚାୟତର ଶାଳବଣୀ ଗ୍ରାମସ୍ଥିତ ଶାଳବଣୀ -୨ ନଦୀ ଉଠା ଜଳସେଚନ ପ୍ରକଳ୍ପ ଦ୍ୱାରା ୨୦ ହେକ୍ଟର ଜମିକୁ ଜଳସେଚିତ ହେଉଥିବା ପ୍ରକଳ୍ପକୁ ଶ୍ରୀ ପତ୍ରୀ ପରିଦର୍ଶନ କରିଥିଲେ ଏବଂ କୃଷକମାନଙ୍କ ସହ ଆଲୋଚନା କରିଥିଲେ । ଏହି ସମୀକ୍ଷା ବୈଠକ ଓ ପରିଦର୍ଶନ ସମୟରେ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ପାତ୍ର, ଏଷ୍ଟିମେଟର ପ୍ରଦୀପ କୁମାର ବେହେରା ଓ ସହକାରୀ ଯନ୍ତ୍ରୀ ସରୋଜ କୁମାର ନାୟକ, ଶୁକଦେବ ଭୋଇ, ଗୋରା ସିଂ, ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version