• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଟାଇକୋଣ୍ଡ ସଂଘ , ପୁରୀ, ଭାରଡ ଓ ଥାଇଲାଣ୍ଡ ସ୍ଥିତ ହିରୋଜ୍ ଟାଇକୋଣ୍ଡ ସଂଗଠନ

Proprietor Abhimanyu Maharana by Proprietor Abhimanyu Maharana
December 24, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଓଡ଼ିଶା ଟାଇକୋଣ୍ଡ ସଂଘ , ପୁରୀ, ଭାରଡ ଓ ଥାଇଲାଣ୍ଡ ସ୍ଥିତ ହିରୋଜ୍ ଟାଇକୋଣ୍ଡ ସଂଗଠନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଡିସେମ୍ବର ବୁଧବାର ) ନୟାଗଡ଼ :- ଓଡ଼ିଶା ଟାଇକୋଣ୍ଡ ସଂଘ , ପୁରୀ, ଭାରଡ ଓ ଥାଇଲାଣ୍ଡ ସ୍ଥିତ ହିରୋଜ୍ ଟାଇକୋଣ୍ଡ ସଂଗଠନ ,  ଯୁଗ୍ମ ଭାବେ ପ୍ରଥମ ବିଶ୍ବସ୍ତରୀୟ ଟାଇକୋଣ୍ଡ ଭର୍ଚୁଆଲ ଆନ୍ତର୍ଜାତିୟ ପ୍ରତିଯୋଗିତା ୨୦୨୧ ଅନୁଷ୍ଠିତ କରୁଛନ୍ତି । ଏହା ତା ୨୨ ଡିସେମ୍ବର ୨୦୨୧ ଠାରୁ ତା ୨୭ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ଚାଲିବ, ଏଥିରେ ଦୁଇ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ପ୍ରଥମ ଟି ହେଲା ପୁମସେଇ ( ପ୍ରୟୋଗ) ଓ ଅନ୍ଯ ଟି ଦୃତ ଗୋଡ ଦ୍ବାରା ପ୍ରହାର ପ୍ରତିଯୋଗିତା । ଏହାକୁ ଆନ୍ତର୍ଜାତୀୟ ସ୍ତରରେ ପରିଚାଳନା କରିବା ପାଇଁ ଥାଇଲାଣ୍ଡ ସ୍ଥିତ ଜି ଏମ ଏ ସି ସିଷ୍ଟମ ର ସହାୟତା ନିଆଯାଇଛି ।

ଏଥିରେ ବିଶ୍ୱର ୧୪ ଟି ଦେଶର ପ୍ରାୟ ୯୯୬ ଜଣ ପ୍ରତିଯୋଗୀ ଉଭୟ ପୁମସେଇ ଓ ଦୃତ ଗୋଡ ଦ୍ବାରା ପ୍ରହାର ରେ ଭାଗ ନେଇଛନ୍ତି । ସେହି ଦେଶ ଗୁଡିକ ହେଲା ଆମେରିକା,ଗ୍ରୀସ୍, ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, କାଜାକିସ୍ଥାନ, ସ୍ଲୋଭାକିଆ, ବାହାରିନ, ଥାଇଲାଣ୍ଡ, ସିଙ୍ଗାପୁର , ହଙ୍କକଙ୍ଗ , ମାଲେସିଆ, ଫିଲପିନସ୍, ଇଣ୍ଡୋନେସିଆ ଏବଂ ଭାରତ ।ଏହି ପ୍ରତିଯୋଗିତା କୁ ବିଶ୍ୱର ପ୍ରାୟ ନଅଟି ଦେଶର ଟାଇକୋଣ୍ଡ ଆନ୍ତର୍ଜାତୀୟ ରେଫରୀ ମାନେ ପରିଚାଳନା କରୁଛନ୍ତି, ଏହି ଦେଶ ଗୁଡିକ ହେଲା କୋରିଆ, ଥାଇଲାଣ୍ଡ, ଇଣ୍ଡୋନେସିଆ, ମାଲେସିଆ, ମଙ୍ଗୋଲିଆ, ହଙ୍କକଙ୍ଗ , ସିଙ୍ଗାପୁର ଏବଂ ଭାରତ ।

ନୟାଗଡ଼ ନୂଆ ରାଜବାଟି ସ୍ଥିତ ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମୀର ୨୩ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ପୁମସେଇ ( ପ୍ରୟୋଗ ) ବିଭାଗ ରେ ଭାଗ ନେଉଛନ୍ତି । ବାଳିକା ବିଭାଗରେ ଅଂଶ ଗ୍ରହଣ କରିଥିବା ପ୍ରତିଯୋଗି ହେଲେ ମିସ୍ ଦିକ୍ସା ପ୍ରିୟା, ମିସ୍ ସ୍ମୁତି ସୁରଭି ମହାପାତ୍ର, ମିସ୍ ସ୍ବେତା ଶିବାନୀ ରାଉତ, ମିସ୍ ପ୍ରିତିଉଷା ରାୟଗୁରୁ, ମିସ୍ ପ୍ରିୟମ୍ବଦା ମିଶ୍ର, ମିସ୍ ଓମ କ୍ରିଷ୍ଣା ପ୍ରଧାନ, ମିସ୍ ସାଇ ସରଣ୍ୟା ମହାପାତ୍ର, ମିସ୍ ସାଇ ସାଧନା ପ୍ରଧାନ, ମିସ୍ ଆଫରିନ ନାଜ, ମିସ୍ ଫରିହିନ ନାଜ, ମିସ୍ ଆକାଂକ୍ଷ ଅମ୍ରିସ୍ମିତା, ମିସ୍ ବର୍ଷା ପ୍ରିୟଦର୍ଶିନୀ, ମିସ୍ ସରଜିନ୍ ରାଉଳ, ମିସ୍ ରୁଦ୍ରାକ୍ଷିଂ ଆଚାର୍ଯ୍ୟ, ଏବଂ ବାଳକ ବିଭାଗରେ ଅଂଶ ଗ୍ରହଣ କରିଥିବା ପ୍ରତିଯୋଗି ମାନେ ହେଲେ ମିଷ୍ଟର ହିତେଶ ବେହେରା,ମିଷ୍ଟର ସାଇ ସାସ୍ବତ ମହାନ୍ତି, ମିଷ୍ଟର ଶକ୍ତିସ୍ବରୁପ ମିଶ୍ର, ମିଷ୍ଟର ଦେବାଶିଷ ମହାନ୍ତି, ମିଷ୍ଟର ସାଇ ନମନ ପାତ୍ର, ମିଷ୍ଟର ସମରିତ୍ ଅଗସ୍ତି, ମିଷ୍ଟର ଅଚ୍ୟୁତାନନ୍ଦ ରାଉତ, ମିଷ୍ଟର ପ୍ରତୀକ ପ୍ରିୟଦର୍ଶୀ, ମିଷ୍ଟର ଆଂଶୁ କୁମାର ସାହୁ ।

ନୟାଗଡ଼ ଟିମ କୋଚ ଭାବରେ ମାଷ୍ଟର ଭବାନୀ ଶଙ୍କର ରାୟଗୁରୁ ଏବଂ ଟିମ ମ୍ୟାନେଜର ଭାବରେ ମାଷ୍ଟର ଶିବାନନ୍ଦ ରାୟଗୁରୁ ଅଂଶଗ୍ରହଣ କରିଛନ୍ତି । ସମସ୍ତ ପ୍ରତିଯୋଗି ମାନଙ୍କୁ ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମୀ ଓ ନୟାଗଡ଼ ଟାଇକୋଣ୍ଡ ସ୍ପୋର୍ଟସଆସୋସିଏସନ ପରିବାର ତରଫରୁ ଏବଂ ନୟାଗଡ଼ ଅଞ୍ଚଳ ବାସୀଙ୍କ ତରଫରୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version