• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୫ ଦିନିଆ ପଲ୍ଲୀଶ୍ରୀ ମେଳା ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
December 25, 2021
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୫ ଦିନିଆ ପଲ୍ଲୀଶ୍ରୀ ମେଳା ଉଦଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୫ ଡିସେମ୍ବର ଶନିବାର) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଲା ଓରମାସ ଓ ଜିଲ୍ଲା ଜୀବିକା ମିଶନ ସହଯୋଗରେ ଜିଲ୍ଲାସ୍ତରୀୟ ୪ ଦିନିଆ ପଲ୍ଲୀଶ୍ରୀ-ମେଳା କାର୍ଯ୍ୟକ୍ରମ ଗତକାଲି ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି ।ଏହି ପଲ୍ଲୀଶ୍ରୀ ମେଳା କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ପରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ପଣ୍ଡା ଅଧ୍ୟକ୍ଷତା କରି ଏସଏଚଜି ମହିଳା ମାନେ ଯେଉଁ ସବୁ ସାମଗ୍ରୀ ଉତ୍ପାଦନ କରୁଛନ୍ତି ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟ ନେଇ ସେମାନଙ୍କ ଉତ୍ପାଦିତସାମଗ୍ରୀଲୋକଲୋଚନକୁ ଆଣିବା , ବିକ୍ରିବଟାର ସୁଯୋଗ ସହ ଉଚିତ ମୂଲ୍ୟ ଦେବା ଏବଂ ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଏଭଳି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ଆଇଟିଡିଏ  ପ୍ରକଳ୍ପ ପ୍ରଶାସକ ଶ୍ରୀ ସରୋଜ କୁମାର ବେହେରା ସଂଯୋଜନା କରି ଏସଏଚଜି: ମାଆ ମାନଙ୍କ ଦ୍ୱାରା ଉତ୍ପାଦନ କରା ଯାଉଥିବା ସାମଗ୍ରୀ ଗୁଡିକର ପ୍ରଦର୍ଶନ ଏବଂ ବିକ୍ରିବତା ସମେତ ଆନୁଷ୍ଠାନିକ ବଜାର ସଂଯୁକ୍ତ କିଭଳି ହୋଇପାରିବ । ସେମାନଙ୍କ କଲା ନୈପୁଣ୍ୟ ଓ କୌଶଳ ପ୍ରଦର୍ଶନ କରିବା ସହ ତାହା ଅନ୍ୟ ଜିଲ୍ଲାଞ୍ଚଳରୁ ଆସିଥିବାଙ୍କ ସାମଗ୍ରୀ ଓ କଥା ସହ ଭାବ ବିନିମୟ ହେବାର ସୁଯୋଗ ଦେବା ଏହି ପଲ୍ଲୀଶ୍ରୀ ମେଳା କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି କହିଥିଲେ ।ଜିଲ୍ଲା ଜୀବିକା-ମିଶନର ଡିପିଏମ ପ୍ରିୟମ୍ବଦା ବିଶୋଇ ଯୋଗଦେଇ ଏସଏଚଜି ମହିଳା ମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଶକ୍ତି ପ୍ରଦର୍ଶନ କରିବା ଏହା ଏକ ମାର୍ଗ ।

ଏହି ଏସଏଚଜି ମହିଳା ମାନଙ୍କ ଅଗ୍ରଗତି ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ଅଗ୍ରାଧିକାର ଦେଇ ଆସୁଛନ୍ତି । ସେମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ସବୁ ଗୋଟିଏ ସ୍ଥାନରେ ବିକ୍ରିବତା କରିବାର ସୁଯୋଗ ପାଉଛନ୍ତି ଏହି ପ୍ଲାଟଫର୍ମ ମାଧ୍ୟମରେ ବୋଲି କହି ଜୀବିକା ମିଶନର କାର୍ଯ୍ୟକାରିତା ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ । ଡ଼ିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନାମ ଚରଣ ପାତ୍ର ଯୋଗଦେଇ ଏସଏଚଜି: ମହିଳା ମାନେ ଅର୍ଥନୈତିକ କ୍ଷେତ୍ରରେ କିଭଳି ସଶକ୍ତ ଓ ସୁଦୃଢ଼ ହେବା ସହ ସାମାଜିକ କ୍ଷେତ୍ରରେ ସଚେତନ ହେବେ ଏବଂ ଅର୍ଥନୈତିକ କାର୍ଯ୍ୟ-କଳାପରେ ଲିପ୍ତରହି ଆଗକୁ ବଢିବେ ଏହାହିଁ ପଲ୍ଲୀଶ୍ରୀ ମେଳା କାର୍ଯ୍ୟକ୍ରମର ପରିକଳ୍ପନା ଓ ତାର ଉଦ୍ଦେଶ୍ୟ ବୋଲି କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ଏବଂ ଉପଜିଲ୍ଲାପାଳ ଶ୍ରୀ ଦିଲୀପ କୁମାର ମହାରଣା ପ୍ରମୁଖ ମଞ୍ଚସିନ ଅତିଥି ରହି ଏସଏଚଜି ମହିଳା ମାନେ କିଭଳି ବିଭିନ୍ନ ଅର୍ଥନୈତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ସେମାନଙ୍କ ଉନ୍ନତି ହୋଇପାରିବ ଏବଂ ସେମାନଙ୍କ କଳା, କୌଶଳ ଓ କାରିଗରୀ ଅଧିକ ବିକଶିତ ହୋଇପାରିବ , ସେ ସମ୍ପର୍କରେ କହିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଭକ୍ତି ସଙ୍ଗୀତ ସଂସଦର କଳାକାର ମାନେ “ବନ୍ଦେ ଉତ୍କଳ ଜନନ” ସଙ୍ଗୀତ ପରିବେଷଣ କରିଥିଲେ । ପରେ ଶ୍ରୀ ଶୁଭ୍ରାଂଶୁ ପଟନାୟକଙ୍କ ସଂଯୋଜନାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡିଶୀ ନୃତ୍ୟ , ଆଦିବାସୀ ନୃତ୍ୟ ଓ ଭଜନ ସଙ୍ଗୀତ ପ୍ରଭୃତି ପରିବେଷଣ ହୋଇଥିଲା ।

ଏହାପରେ ମୁଖ୍ୟଅତିଥିଜିଲ୍ଲାପାଳଶ୍ରୀଲିଙ୍ଗରାଜ ପଣ୍ଡାଙ୍କ ସମେତ ସମସ୍ତ ମଞ୍ଚଆସିନ ଅତିଥି ମାନେ ପଲ୍ଲୀଶ୍ରୀ ମେଳାର ପ୍ରଦର୍ଶନ ଷ୍ଟଲ ଗୁଡାକ ପରିଦର୍ଶନ କରିଥିଲେ । ଏହି ପଲ୍ଲୀଶ୍ରୀ ମେଳା ଅବସରରେ ମୋଟ ୧୦୩ଟି ଷ୍ଟଲ ହୋଇଥିବା ବେଳେ ସେଥିମଧ୍ୟରୁ ୬୦ ଟି ଷ୍ଟଲ କେବଳ ଗଜପତି ଜିଲ୍ଲା ସମେତ ବି ହିଂନ ଜିଲ୍ଲାଞ୍ଚଳର ଏସଏଚଜି ମହିଳା ମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ରହିଛି ସେମାନଙ୍କ ଉତ୍ପାଦିତ ସାମଗ୍ରୀର ପ୍ରଦର୍ଶନ ଓ ବିକ୍ରିବଟା ପାଇଁ । ଏହି ମେଳାରେ ବିଭିନ୍ନ ଘରୋଇ ଓ ସାଜସଜ୍ଜା ଉପକରଣ , ବସ୍ତ୍ର , ପୂଜା ଉପକରଣ, ଖାଦ୍ୟ ମସଲା ପ୍ରଭୃତି ପ୍ରଦର୍ଶନ ଓ ବିକ୍ରିବଟା ପାଇଁ ରହିଛି । ସେହି ହଲି ଖାଦ୍ୟ ମେଳାରେ ବିଭିନ୍ନ ପ୍ରକାର ସୁସ୍ୱାଦୁ ଖାଦ୍ୟ ସାମଗ୍ରୀ ବିକ୍ରି ପାଇଁ ଖୋଲାଯାଇଛି । ପ୍ରଥମ ଦିନର ସନ୍ଧ୍ୟାରେ ଏହି ମେଳାରେ ମୋଟ ୬ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟବସାୟ ହୋଇଥିବା ଜିଲ୍ଲା ଓରମାସ ସୂତ୍ରରୁ ଜଣାଯାଇଛି ।

ଏଥି ସହିତ ଜିଲ୍ଲା ପ୍ରଶାସନ ଅଧିନସ୍ତ ସମସ୍ତ ବିଭାଗ ପକ୍ଷରୁ ସେମାନଙ୍କ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଙ୍କୁ ଅବଗତ କରାଇବା ପାଇଁ ପ୍ରଦର୍ଶନ ଷ୍ଟଲ ମାନ ଖୋଲାଯାଇଛି । ଏଥିସହିତ କୋଭିଡ ଷ୍ଟଲ ମଧ୍ୟ ଖୋଲାଯାଇ କୋଭିଡ ଇଞ୍ଜେକ୍ସନ ଦିଆଯାଉଛି । ଯେଉଁ ମାନେ ନ ନେଇଛନ୍ତି ।ଏହି ସମସ୍ତ କାର୍ଯ୍ୟକ୍ରମକୁ ଡ଼ିଆରଡିଏର ଏପିଡ଼ି ତଥା ଜିଲ୍ଲା ଓରମାସ” ସଂସ୍ଥାର ଡେପୁଟି ସିଇଓ ଶ୍ରୀ ଦେବେନ୍ଦ୍ର କୁମାର କର ଏବଂ ଜିଲ୍ଲା ମିଶନ ଶକ୍ତିର ଡିପିଏମ ଶ୍ରୀ ରଶ୍ମି ରଞ୍ଜନ ସେଠୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ପରିଚାଳନା ଓ ସହଯୋଗ କରିଥିଲେ । ପ୍ରଥମ ଦିନର ପଲ୍ଲୀଶ୍ରୀ ମେଳା କାର୍ଯ୍ୟକ୍ରମ ସନ୍ଧ୍ୟାରେ ଅଧିକ ସହିତ ଅନୁଭୂତ ହୋଇଥିଲେ ହେଁ ଲୋକେ ତାକୁ ଖାତିର ନ କରି ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ଉପଭୋଗ କରିବା ସହ ଓ ପ୍ରଦର୍ଶନୀ ଷ୍ଟଲ ବୁଲାବୁଲି କରି କିଣାକିଣିର ମଜା ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version