• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଟକ ସାଲେପୁର ଶିଶୁଆ ଉପ କାରାଗାରରୁ ଚମ୍ପଟ କଏଦୀଙ୍କୁ ଗିରଫକଲା ସାଲେପୁର ପୋଲିସ

Proprietor Abhimanyu Maharana by Proprietor Abhimanyu Maharana
May 5, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
କଟକ ସାଲେପୁର ଶିଶୁଆ ଉପ କାରାଗାରରୁ ଚମ୍ପଟ କଏଦୀଙ୍କୁ   ଗିରଫକଲା ସାଲେପୁର ପୋଲିସ
Share on FacebookShare on TwitterWhatsapp

କଟକ, ସାଲେପୁର/ରିପୋର୍ଟ /ଲଷ୍ମୀଧର ଖୁଣ୍ଟିଆ ( ଓଡିଶା ତାଜା ନ୍ୟୁଜ୍‌ ) ,୫ ମଇ, ମଙ୍ଗଳବାର :- କଟକ ଜିଲ୍ଲା ସାଲେପୁର ଶିଶୁଆ ସବ ଜେଲ ରୁ ଜଣେ ସଜା କାଟୁଥିବା କଏଦୀ ଗତକାଲି ରାତିରେ କୌଣସି ମତେ ଚମ୍ପଟ ମାରିଥିଲା, । ଫେରାର କଏଦୀ ଜଣକ ହେଲେ ସାଲେପୁର ଥାନା ଖଣ୍ଡ ଗାଁ ର ନୃସିଂହ ନାଥ ସାମଲ । ସେ ଏକ ଦୁଷ୍କର୍ମ ମାମଲାରେ ଜେଲ ରେ ସଜାକାଟି ଆସୁଥିଲେ । ଜେଲ ରେ କରୋନା ପାଇଁ କଏଦୀ ଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଚୌଦ୍ୱାର ଜେଲ ରୁ ଗତ 23.3.20ତାରିଖରେ ସାଲେପୁର ଶିଶୁଆ ଜେଲକୁ ଅଣା ଯାଇଥିଲା । ହେଲେ ଗତକାଲି ସନ୍ଧ୍ୟାରେ ଜେଲର ମନିଟରିଂ ବେଳେ ସଂପୃକ୍ତ କଏଦୀ ଜେଲ ରୁ ଚମ୍ପଟ ମାରିଥିବା ଜେଲ କତ୍ତୃପକ୍ଷ ଜାଣିବାକୁ ପାଇଥିଲେ, ଏହାପରେ ଜେଲ କର୍ତ୍ତୃପକ୍ଷ କଏଦୀ ଫେରାର ନେଇ ସାଲେପୁର ଥାନା ରେ ଲିଖିତ ଏତଲା ଦେଇଥିଲେ ।

ସାଲେପୁର ପୋଲିସ ଏଦିଗରେ ତପ୍ତରତା ପ୍ରକାଶ କରିବାସହ ତୁରନ୍ତ ପଦକ୍ଷେପ ଗ୍ରହଣ କରିଥିଲା। ଶେଷରେ ଗତକାଲି ରାତିରେହିଁ ପୋଲିସ ଫେରାର କଏଦୀ ନୃସିଂହ କୁ ତାଙ୍କ ଗାଁରୁ ଗିରଫ କରିବାକୁ ସକ୍ଷମ ହୋଇଥିଲା । ପୋଲିସ ନୃସିଂହ କୁ ଥାନାରେ ଆଣି ରଖି ରଖି ଚମ୍ପଟ ସମ୍ପର୍କରେ ପଚରା ଉଚରା କରି ତଦନ୍ତ କରୁଛି । ସେପଟେ ଦିନରେ କଏଦୀ ଜେଲ ଭିତରୁ ଫେରାର ହେବା ଘଟଣା କୁ ନେଇ ଜେଲ ର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

କିପରି କଏଦୀ ଜଣକ ଜେଲରୁ ଚମ୍ପଟ ମାରିଲା ତାହା କେହି ଜାଣିପାରିନଥିବା ଜେଲର ସଫେଇଦେଇଛନ୍ତି, କହୁଛନ୍ତି ସିସି ଟିଭି ଫୁଟେଜ ଚେକିଂ ରୁ କଏଦୀ ଚମ୍ପଟ କିପରି ମାରିଲା ଜଣାପଡିବ, ଏଇଥିରୁ ଅନୁମାନ ଜେ ସାଲେପୁର ଶିଶୁଆ ଉପକାରାଗାର ର କର୍ମଚାରୀମାନେ ସୁରକ୍ଷା ଦିଗରେ କେତେ ତପ୍ତର, ଏହି ଘଟଣାର ଏକ ଉଚ୍ଚ ସ୍ତରୀୟ ତଦନ୍ତ କରାଗଲେ କଏଦୀ ଚମ୍ପଟ ଘଟଣାର ରହସ୍ୟ ଉନ୍ମୋଚନ ହେବ ବୋଲି ସାଧାରଣରେ ଦାବୀ ହୋଇଛି, ଅପର ପକ୍ଷରେ କଏଦୀ ଚମ୍ପଟ ଘଟଣାକୁ ଜେଲ କର୍ତୃପକ୍ଷ ପୁରା ଗୋପନ ରଖିଥିଲେ, ଆଜି ସାଲେପୁର ପୋଲିସ ଚମ୍ପଟ କଏଦୀଙ୍କୁ ଗିରଫ ପରେ ଘଟଣା ଲୋକଲୋଚନକୁ ଆସିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version