• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ବାରିପଦା ଡିଭିଜନ ଗସ୍ତ : କାର୍ଯ୍ୟ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ – କୃଷକମାନଙ୍କ ସମସ୍ୟାକୁ ବୁଝି ଜଳସେଚନ ସୁବିଧା ପାଇଁ ସହାୟତା କରିବାକୁ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
December 29, 2021
in ଓଡ଼ିଶା, ମହାନଗର, ହୋମ୍
0
ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ବାରିପଦା ଡିଭିଜନ ଗସ୍ତ : କାର୍ଯ୍ୟ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ – କୃଷକମାନଙ୍କ ସମସ୍ୟାକୁ ବୁଝି ଜଳସେଚନ ସୁବିଧା ପାଇଁ ସହାୟତା କରିବାକୁ ପରାମର୍ଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଡିସେମ୍ବର ବୁଧବାର ) ଭୁବନେଶ୍ୱର,ମୟୂରଭଞ୍ଜ :–  ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ବାରିପଦା ଓ.ଏଲ୍‌.ଆଇ.ସି ଡିଭିଜନ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଉଠା ଜଳସେଚନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସ୍ଥିତି ସଂପର୍କରେ ଅନୁଧ୍ୟାନ କରିଥିଲେ ।

ଏ ସଂପର୍କିତ ଏକ ସମୀକ୍ଷା ବୈଠକରେ ଶ୍ରୀ ପତ୍ରୀ ଯୋଗଦେଇ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ କୃଷକମାନେ କିପରି ଲାଭବାନ ହୋଇପାରିବେ, ସେସମ୍ପର୍କରେ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନଙ୍କୁ ସେ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ କୃଷିର ଉନ୍ନତି ଓ କୃଷକମାନଙ୍କ କଲ୍ୟାଣ ପାଇଁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ବେଳେ କୃଷକମାନଙ୍କର ରହିଥିବା ସମସ୍ୟାକୁ ବୁଝି ସେମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେଇ କୃଷି କ୍ଷେତ୍ରକୁ ଜଳଯୋଗାଣକୁ ସୁନିଶ୍ଚିତ କରିବାକୁ ଶ୍ରୀ ପତ୍ରୀ ଆବଶ୍ୟକ ପରାମର୍ଶ ଦେଇଥିଲେ । ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମ ଏବଂ ‘ମୋ ସରକାର’ ଆଭିମୁଖ୍ୟ ଆଧାରରେ ଡିଭିଜନରେ ନିର୍ମାଣାଧିନ ପ୍ରକଳ୍ପକୁ ତ୍ୱରିତ ପଦକ୍ଷେପ ନେଇ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ସେ କହିଥିଲେ ।

ଏହାପରେ ନିଗମର ଅଧ୍ୟକ୍ଷ ଶ୍ରୀ ପତ୍ରୀ ଜିଲ୍ଲାର ସାରସକଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାରସକଣା ବ୍ଲକର ଝାରପୋଖରିଆ ଗ୍ରାମ ପଂଚାୟତରେ ଝାରବେଡା ଗ୍ରାମରେ ସ୍ଥାପିତ ଗଭୀର ନଳକୂପ ପ୍ରକଳ୍ପ ପରିଦର୍ଶନ କରିଥିଲେ । ଏହିି ପ୍ରକଳ୍ପ ଯୋଗୁଁ ୨୪ ହେକ୍ଟର ଜମିକୁ ଜଳସେଚନ ସୁବିଧା ଉପଲବ୍‌ଧ ହେବାକୁ ଥିବା ବେଳେ ପ୍ରକଳ୍ପର ଅଧିକ ଉନ୍ନତିକରଣ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ପତ୍ରୀ ସଂପୃକ୍ତ ଯନ୍ତ୍ରୀ ଓ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ସେହିପରି ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଗୋଳମୁଣ୍ଡାକଟା ଗ୍ରାମ ପଂଚାୟତର ଶାଳବଣୀ ଗ୍ରାମସ୍ଥିତ ଶାଳବଣୀ -୨ ନଦୀ ଉଠା ଜଳସେଚନ ପ୍ରକଳ୍ପ ଦ୍ୱାରା ୨୦ ହେକ୍ଟର ଜମିକୁ ଜଳସେଚିତ ହେଉଥିବା ପ୍ରକଳ୍ପକୁ ଶ୍ରୀ ପତ୍ରୀ ପରିଦର୍ଶନ କରିଥିଲେ ଏବଂ କୃଷକମାନଙ୍କ ସହ ଆଲୋଚନା କରିଥିଲେ । ଏହି ସମୀକ୍ଷା ବୈଠକ ଓ ପରିଦର୍ଶନ ସମୟରେ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ପାତ୍ର, ଏଷ୍ଟିମେଟର ପ୍ରଦୀପ କୁମାର ବେହେରା ଓ ସହକାରୀ ଯନ୍ତ୍ରୀ ସରୋଜ କୁମାର ନାୟକ, ଶୁକଦେବ ଭୋଇ, ଗୋରା ସିଂ, ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version