• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବ୍ରଜପାତରେ ବୃଦ୍ଧା ମୃତ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 6, 2020
in Uncategorized, ଓଡ଼ିଶା, ହୋମ୍
0
ବ୍ରଜପାତରେ ବୃଦ୍ଧା ମୃତ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ ,ରିପୋର୍ଟ /ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ ) ବ୍ରଜପାତରେ ବୃଦ୍ଧା ମୃତ ,୬ ମଇ, ବୁଧବାର : – ମଙ୍ଗଳବାର ସନ୍ଧ୍ୟାରେ ବ୍ରଜପାତ ଘଟି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ କବିସୂର୍ଯ୍ୟନଗର ଥାନା ତଥା ପୁରୁଷୋତମପୁର ବ୍ଳକ ଅଢେଇବର ଗ୍ରାମର କେ. ଦୁଦ୍ଧିଆମା ପାତ୍ର (୫୦) । ପ୍ରକାଶ ଯେ, ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ବ୍ରଜପାତ ଘଟିଥିଲା । ବୃଦ୍ଧା ଜଣକ ଚାଷ ଜମିରୁ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ବ୍ରଜପାତ ଘଟିବାରୁ ଜମି ନିକଟରେ ଟଳି ପଡ଼ିଥିଲେ ।

ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ସଦସ୍ୟ ଷକାଜାଖୋଜି କରିବା ବେଳେ ଚାଷ ଜମି ନିକଟରେ ବୃଦ୍ଧା ଚେତାଶୂନ୍ୟ ହୋଇ ପଡ଼ିଥିବାର ଦେଖି ଉଦ୍ଧାର କରି ଚିକିତ୍ସା ସକାଶେ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିଲେ । ସେଠାରେ ଡ଼ାକ୍ତର, ବୃଦ୍ଧାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ କବସୂର୍ଯ୍ୟନଗର ଥାନା ପୁଲିସ ବୁଧବାର ସକାଳେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ପଂହଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରିବା ସହ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

November 6, 2026
ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

Phula Baula Beni (PBB 7) Celebrates Odia Language, Culture and Heritage in Sydney

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

November 6, 2026
ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

November 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version