• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଶ୍ଚିମବଙ୍ଗ ଦୋମୋହାଣି ଠାରେ ଗୌହାଟି ବିକାନେର ଏକ୍ସପ୍ରେସ ଦୁର୍ଘଟଣାରେ : ମୃତ୍ୟୁ ସଂଖ୍ୟା ଗତକାଲି ୫ରେ ଥିବା ବେଳେ ଏହା ବୃଦ୍ଧି ପାଇ ୭ ହୋଇଯାଇଛି

Abhimanyu Maharana by Abhimanyu Maharana
January 14, 2022
in ଓଡ଼ିଶା, ଦେଶ, ହୋମ୍
0
ପଶ୍ଚିମବଙ୍ଗ ଦୋମୋହାଣି ଠାରେ ଗୌହାଟି ବିକାନେର ଏକ୍ସପ୍ରେସ ଦୁର୍ଘଟଣାରେ : ମୃତ୍ୟୁ ସଂଖ୍ୟା ଗତକାଲି ୫ରେ ଥିବା ବେଳେ ଏହା ବୃଦ୍ଧି ପାଇ ୭ ହୋଇଯାଇଛି
Share on FacebookShare on TwitterWhatsapp

ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ,ଗୁରୁତର ଆହତଙ୍କୁ ଲକ୍ଷେ ଟଙ୍କା, ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ସହାୟତା ମିଳିବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଜାନୁଆରୀ ଶୁକ୍ରବାର ) ନୂଆଦିଲ୍ଲୀ :- ପଶ୍ଚିମବଙ୍ଗ ଦୋମୋହାଣି ଠାରେ ଗୌହାଟି ବିକାନେର ଏକ୍ସପ୍ରେସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଗତକାଲି ୫ରେ ଥିବା ବେଳେ ଏହା ବୃଦ୍ଧି ପାଇ ୭ ହୋଇଯାଇଛି । ଏଥିରେ ୫୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଗତକାଲି ଏହି ଘଟଣା ଘଟିଥିଲା । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର‌୍ୟ୍ୟ ଜାରି ରହିଛି । ଗୌହାଟି-ବିକାନେର ଏକ୍ସପ୍ରେସରେ ପ୍ରାୟ ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଥିଲା । ସ୍ଥାନୀୟ ଲୋକ, ପୋଲିସ, ଏନଡିଆରଏଫ ଟିମ ପହଂଚି ଉଦ୍ଧାର କରିଥିଲେ ।

ତେବେ ଆଜି ରେଳମନ୍ତ୍ରୀ ନିଜେ ଦୁର୍ଘଟଣା ସ୍ଥଳକୁ ଯିବେ ସୂଚନା ଦେଇଛନ୍ତି । ଶୁକ୍ରବାର ସକାଳେ ଅର୍ଥାତ ଆଜି ଦୁର୍ଘଟଣା ସ୍ଥଳକୁ ଯିବାନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ । ଏହା ସହ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଥିବା କହିଛନ୍ତି ଅଶ୍ୱିନୀ ।

ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ,ଗୁରୁତର ଆହତଙ୍କୁ ଲକ୍ଷେ ଟଙ୍କା, ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ସହାୟତା ମିଳିବ ବୋଲି କହିଛନ୍ତି ରେଳ ମନ୍ତ୍ରୀ । ସେପଟେ ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

August 9, 2022

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
  • About
  • Advertise
  • Privacy & Policy
  • Contact

© 2020 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2020 Odisha Taza News.