• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ନିର୍ବାଚନ ମଣ୍ଡଳୀରେ ସବୁ ଦଳ ପରି : ଜିଲ୍ଲାପରିଷଦ ପ୍ରାର୍ଥୀ ଦେବାରେ ବିଧାୟକଙ୍କ ର ବିଳମ୍ଵନା

Proprietor Abhimanyu Maharana by Proprietor Abhimanyu Maharana
January 18, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ନିର୍ବାଚନ ମଣ୍ଡଳୀରେ ସବୁ ଦଳ ପରି : ଜିଲ୍ଲାପରିଷଦ ପ୍ରାର୍ଥୀ ଦେବାରେ ବିଧାୟକଙ୍କ ର ବିଳମ୍ଵନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଜାନୁଆରୀ ସୋମବାର ) ରଣପୁର :- ରଣପୁର ନିର୍ବାଚନ ମଣ୍ଡଳୀରେ ବିଜେଡିଦଳ ର ନେତୃତ୍ୱ ନେଉଥିବା ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଜିଲ୍ଲା ପରିଷଦ ପ୍ରାର୍ଥୀ ଘୋଷଣା କରିବାକୁ ସମର୍ଥ ହୋଇ ନାହାନ୍ତି । ଯେହେତୁ ରଣପୁର ନିର୍ବାଚନ ମଣ୍ଡଳୀ ରେ ୬ ଟି ଜିଲ୍ଲା ପରିଷଦ ଜୋନ ସେଗୁଡିକ ଯଥାକ୍ରମେ ଶରଣକୂଳ , ଗୋଡିପଡା , ସୁନଖଳା, ରଣପୁର , ଗୋପାଳପୁର ଏବଂ ଚାନ୍ଦପୁର ଏହି ସମସ୍ତ ଜିଲ୍ଲାପରିଷଦ ଜୋନ ର ପ୍ରାର୍ଥୀ ଘୋଷଣା କରିବା ପାଇଁ ଲାଗି ପଡିଛନ୍ତି ।

ଏବଂ ଜିଲ୍ଲାପରିଷଦ ଜୋନ ରେ ବିଜେଡି ର ଏକାଧିକ ପ୍ରାର୍ଥୀ ଆଶାୟୀ ଥିବା ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ ବିଧାୟକ ତାକୁ ଘୋଷଣା କରିବାକୁ ସକ୍ଷମ ହୋଇନାହାନ୍ତି । ଏ ସମ୍ପର୍କରେ ବିଧାୟକ ସମସ୍ତ ସରପଞ୍ଚ ,ସମିତିସଭ୍ୟ ତାଲିକା ଆସନ୍ତା କାଲି ସୁଦ୍ଧା ଚୂଡାନ୍ତ କଲା ପରେ ଦୁଇ ଦିନ ମଧ୍ୟରେ ଜିଲ୍ଲାପରିଷଦ ପ୍ରାର୍ଥୀ ଙ୍କ ନାମ ଘୋଷଣା କରିବେ ।

ରଣପୁର ବ୍ଲକ ତଥା ଓଡ଼ଗାଁ ବ୍ଲକର ଶରଣକୂଳ , ଗୋଡିପଡା ଜୋନ ରେ ମଧ୍ୟ ଜିଲ୍ଲାପରିଷଦ ପ୍ରାର୍ଥୀ ଙ୍କୁ ନେଇ ବିଜେଡି କର୍ମୀମାନେ ଚିନ୍ତିତ ଥିବା ଜଣାଯାଇଛି । ବିଧାୟକ ଙ୍କ ପାଇଁ ବିଜେଡ଼ି ର ଜିଲ୍ଲାପରିଷଦ ପ୍ରାର୍ଥୀ ଘୋଷଣା କରିବା ଏବେ କାଠିକର ପାଠ ହୋଇଛି । ତେବେ ସାଧାରଣ ରେ ବିଧାୟକ ଙ୍କ ପ୍ରାର୍ଥୀ ଘୋଷଣା କରିବା ରେ ବିଧାୟକ ଅସକ୍ଷମ ନୁହଁନ୍ତି ତ ! ଏ ନେଇ ଚର୍ଚ୍ଚା ଜୋର ଧରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version