• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନାହିଲଟପ ସ୍ନାତକ ମହାବିଦ୍ୟାଳୟର ଅଧକ୍ଷ ଓ ଦୁଇ ଜଣ କର୍ମଚାରୀଙ୍କ ମନୋମୁଖୀ ଶାସନ ବିରୋଧରେ ଅଧ୍ୟାପିକା : ଅଧ୍ଯାପକ ଓ କର୍ମଚାରୀଙ୍କ ଧାରଣା

Proprietor Abhimanyu Maharana by Proprietor Abhimanyu Maharana
January 17, 2022
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ମୋହନାହିଲଟପ ସ୍ନାତକ ମହାବିଦ୍ୟାଳୟର ଅଧକ୍ଷ ଓ ଦୁଇ ଜଣ କର୍ମଚାରୀଙ୍କ ମନୋମୁଖୀ ଶାସନ ବିରୋଧରେ ଅଧ୍ୟାପିକା : ଅଧ୍ଯାପକ ଓ କର୍ମଚାରୀଙ୍କ ଧାରଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଜାନୁଆରୀ ସୋମବାର ) ପାରଳାଖେମୁଣ୍ଡି :- ସ୍ଥାନୀୟ ହିଲଟପ ସ୍ନାତକ ମହାବିଦ୍ୟାଳୟର ଅଧ୍ଯାପିକା, ଅଧ୍ଯାପକ ଓ୧୦ କର୍ମଚାରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ଦୁଇ ଜଣ ଅଧ୍ଯାପକ, ଅଧ୍ୟାପିକାଙ୍କ ମନମୁଖୀ ଶାସନ ଓ ମାରଣ ନିତୀକୁ ବିରୋଧ କରି ମହାବିଦ୍ୟାଳୟ ସମ୍ମୁଖରେ କିଛି ଘଣ୍ଟା ପାଇଁ ଧାରଣାରେ ବସିଥିଲେ । ପରେ ବୁଝାସୁଝା ପରେ ଧାରଣାରୁ ହଟିଥିଲେ । ସୂଚନା ଥାଉ କି ମହାବିଦ୍ୟାଳୟର କିଛି ଅଧ୍ଯାପିକା, ଅଧ୍ଯାପକ ଓ କର୍ମଚାରୀ ୧୦ ରୁ ୧୨ ବର୍ଷ ଧରି ମହାବିଦ୍ୟାଳୟର ପରିଚାଳନା କମିଟି ଦ୍ଵାରା ମନୋନୀତ ହୋଇ ସ୍ଵଳ୍ପ ଦରମାରେ ଦୀର୍ଘବର୍ଷ ଧରି ଶିକ୍ଷାର୍ଥୀମାନଙ୍କୁ ପାଠପଢ଼ାଇବା ସହିତ ମହାବିଦ୍ୟାଳୟର ସମସ୍ତ କାର୍ଯ୍ୟ ସମ୍ପାଦନା କରି ଆସୁଛନ୍ତି ।

କମିଟିର ନିୟମ ଓ ଚୁକ୍ତିନାମା ପ୍ରକାରେ ପ୍ରତ୍ୟେକବର୍ଷସରକାରୀହୋଇନଥିବା  କର୍ମଚାରୀ (ଅଧ୍ୟାପକ/ଅଧ୍ଯାପିକା )ଙ୍କ ଦରମା ଶତକଡା ଦଶଭାଗ ବୃଦ୍ଧି କରାଯିବ । କିନ୍ତୁଦୀର୍ଘ ୫ ବର୍ଷ ହେଲା ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭ୍ରକାନ୍ତ ମହାନ୍ତି, ଅଧ୍ୟାପକ ଜଗନ୍ନାଥ ପଣ୍ଡା ଓ ଅଧ୍ୟାପିକା ସ୍ୱୟଂପ୍ରଭା ସାହୁ ସଲାସୁତରା ହୋଇ ମହାବିଦ୍ୟାଳୟକୁ ଆସୁଥିବା ବିଭିନ୍ନ ଅନୁଦାନ ପାଣ୍ଠିକୁ ହଡପ କରିବା ସହିତ କର୍ମଚାରୀଙ୍କୁ ନାଲି ଆଖି ଦେଖାଇ ମାସିକ ପାଉଣାକୁ ବୃଦ୍ଧି ନକରି ଅନୁଷ୍ଠାନରୁ ଲୁଟିବାରେ ଲାଗିଛନ୍ତି । ବାରମ୍ଵାର କର୍ମଚାରୀମାନେ ପାଉଣା ବୃଦ୍ଧି କରିବା ପାଇଁ କହି ଆସୁଥିଲେ ମଧ୍ୟ ଅଧ୍ଯକ୍ଷ ଶ୍ରୀ ମହାନ୍ତି ସେମାନଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି ।

ରାଜ୍ୟରେ ଖାଉଟି ସାମଗ୍ରୀ ସହିତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ଘଟି ଚାଲିଥିବାବେଳେ ମାତ୍ର ୭ରୁ ୮ହଜାର ମାସିକ ସ୍ଵଳ୍ପ ପାଉଣାରେ ପରିବାର ଚଳାଇବା କଷ୍ଟକର ହୋଇପଡ଼ୁଛି ବୋଲି ଦୁଃଖଭରା କଣ୍ଠରେ କର୍ମଚାରୀମାନେ କହିଛନ୍ତି । ଏ ସଂପର୍କରେ କର୍ମଚାରୀମାନଙ୍କ ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ସୁଫଳ ନ ମିଳିବା ଫଳରେ ବାଧ୍ଯ ହୋଇ ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ବସିଥିଲେ । ଦୀର୍ଘ ସମୟ ଧାରଣାରେ ବସିରହିବା ପରେ ଅଧ୍ୟକ୍ଷ ଆସି ପାଉଣା ବୃଦ୍ଧି କରିବାର ପ୍ରତିଶୃତି ଦେବାପରେ କର୍ମଚାରୀମାନେ ଧାରଣାରୁ ଉଠିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version