• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ବାଚନ ପର୍ଯ୍ୟବେକ୍ଷକ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବୈଠକ ଅନୁଷ୍ଠିତ : ମୁକ୍ତ, ଅବାଧ,ନିରପେକ୍ଷ ଏବଂ କୋଭିଡ୍‌ମୁକ୍ତ – ନିର୍ବାଚନ ପରିଚାଳନା ଉପରେ କମିଶନରଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
January 18, 2022
in ଓଡ଼ିଶା, ମହାନଗର, ହୋମ୍
0
ନିର୍ବାଚନ ପର୍ଯ୍ୟବେକ୍ଷକ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବୈଠକ ଅନୁଷ୍ଠିତ : ମୁକ୍ତ, ଅବାଧ,ନିରପେକ୍ଷ ଏବଂ କୋଭିଡ୍‌ମୁକ୍ତ – ନିର୍ବାଚନ ପରିଚାଳନା ଉପରେ କମିଶନରଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପରିପେକ୍ଷୀରେ ଆଜି ବିିଭିନ୍ନ ଜିଲ୍ଲାଲାଗି ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ଏକ ବୈଠକ ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ପାଢ଼ୀ ସଂପ୍ରତି କୋଭିଡ୍‌ ପରିସ୍ଥିତିରେ ଏକ ସୁରକ୍ଷିତ, ମୁକ୍ତ, ଅବାଧ ଏବଂ ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦେଇଥିଲେ । ନିର୍ବାଚନ ସମୟରେ ନିର୍ବାଚନ ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ଆଖି ଓ କାନ ଭାବେ ସଂପୂର୍ଣ୍ଣ ରାଜ୍ୟରେ ତୀକ୍ଷ୍ମ ନଜର ରଖିବେ ଏବଂ ନିୟମିତ ଅନ୍ତରରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ରିପୋର୍ଟ ପ୍ରଦାନ କରିବେ ।

ଜିଲ୍ଲାରେ ନିର୍ବାଚନ ଆଚରଣବିଧିର ସଠିକ ପାଳନ ହେଉଛି କି ନାହିଁ ସେ ଉପରେ ପର୍ଯ୍ୟବେକ୍ଷକମାନେ ଦୃଷ୍ଟି ରଖିବେ । ଚଳିତ ନିର୍ବାଚନରେ ଯେକୌଣସି ପ୍ରକାର ରାଲିକୁ ନିଷେଧ କରାଯାଇଥିବାବେଳେ ଏଥି ପ୍ରତି ପର୍ଯ୍ୟବେକ୍ଷକମାନେ ସଜାଗ ରହିବେ । ଚଳିତ ନିର୍ବାଚନରେ ଭୋଟଗଣତି ବୁଥ ବଦଳରେ ବ୍ଲକ୍‌ ମୁଖ୍ୟାଳୟରେ ହେବ । ନିର୍ବାଚନ ପର୍ଯ୍ୟବେକ୍ଷକମାନେ ନିର୍ବାଚନ କମିଶନର ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମଧ୍ୟରେ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ କମିଶନର ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ପାର୍ଥୀ ଏବଂ ରାଜନୈତିକ ଦଳମାନଙ୍କ ଖର୍ଚ୍ଚ, ନିର୍ବାଚନରେ ବ୍ୟବହୃତ ଯାନ ଆଦି ତଦାରଖ କରିବା ସହ ନିୟମିତ ଖର୍ଚ୍ଚ ତାଲିକାକୁ ଯାଞ୍ଚ କରିବା ପାଇଁ କମିଶନର ପରାମର୍ଶ ଦେଇଥିଲେ ।

ଯଦି କୌଣସି ପ୍ରାର୍ଥୀ ଧାର୍ଯ୍ୟ ଖର୍ଚ୍ଚଠାରୁ ଅଧିକ ଖର୍ଚ୍ଚ କରିଥିବା ନଜରକୁ ଆସେ ତେବେ ଏ ସଂପର୍କରେ ତୁରନ୍ତ କମିଶନରଙ୍କ ନଜରକୁ ଆଣିବା ପାଇଁ କମିଶନର ପରାମର୍ଶ ଦେଇଥିଲେ । ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ନିୟମିତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଯୋଗସୂତ୍ରରେ ରହି କମିଶନରଙ୍କ ପ୍ରତିନିଧି ଭାବେ କାର୍ଯ୍ୟକରିବେ । ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ବିନା ଅନୁମତିରେ ଛୁଟିରେ ରହିପାରିବେ ନାହିଁ କିମ୍ବା ଅନ୍ୟ କୌଣସି ସରକାରୀ କିମ୍ବା ବିଦେଶ ଗସ୍ତ କରିପାରିବେ ନାହିଁ । ଏଥି ସହିତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଏ ସଂପର୍କିତ ଏକ ବିସ୍ତୃତ ରିପୋର୍ଟ କମିଶନରଙ୍କୁ ପ୍ରଦାନ କରିବା ପାଇଁ କମିଶନର ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ । ଏଠାରେ ସୂଚନାଯୋଗ୍ୟ କି ରାଜ୍ୟ ନିର୍ବାଚନ କମିଶନର ୩୦ ଜିଲ୍ଲା ନିମନ୍ତେ ୩୮ ଜଣ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ୩୪ ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

May 10, 2026
ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

May 10, 2026

Recent News

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

May 10, 2026
ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

May 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version