• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
January 19, 2022
in ଓଡ଼ିଶା, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ଶନିବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯ ଜାନୁଆରୀ, ବୁଧବାର ) ଭୁବନେଶ୍ୱର :-  ମେଷ – ପାରିବାରିକ ପରିବେଷରେ ଖୁସି ମିଳିବ, ପିଲାଙ୍କର ଚାକିରିର ସୁଯୋଗ ଆସିବ, କର୍ମ କ୍ଷେତ୍ର ସ୍ଥିତିରେ ସୁଧାର ଆସିବ, କୌଣସି ପ୍ରକାର ସହାୟତା ମିଳିବ, ଚାକିରି ବ୍ୟବସାୟରେ ଦାୟିତ୍ବ ବୃଦ୍ଧି ହେବ, ପାରିବାରିକ ଏବଂ ବ୍ୟବସାୟିକ ସମ୍ପର୍କରେ ବୃଦ୍ଧି ଘଟିବ ।

ବୃଷ – ଭାଗ୍ୟ ଆଜି ଆପଣଙ୍କର ସପକ୍ଷରେ ରହିବେ, ଆଶାତିତ ମାନ ସମ୍ମାନ, ଟଙ୍କାପଇସା, ନିଜର ପରିବାର ସାହିପଡିଶା ସହିତ ସୁସଂପର୍କ ବୃଦ୍ଧି ହେବ, ଆଶା ପୁରଣ ହେବ, ସକାଳୁ ସ୍ନାନସାରି ଗୁରୁଜନ ମାନଙ୍କର ଆର୍ଶିବାଦ ନିଆନ୍ତୁ ଶୁଭରେ ଶୁଭରେ ଦିନ କଟିବ ମାତ୍ର ଚର୍ମରୋଗ, ଆଣ୍ଠୁକଣ୍ଠି ବାତ, କିଛି ବାଦବିବାଦ ମଧ୍ୟରେ ସମୟ ଅତିବାହିତ ହେବ ।

ମିଥୁନ – ଟଙ୍କାପଇସାକୁ ନେଇ ଚିନ୍ତା କମିବ ଏବଂ କୌଣସି ଜାଗାରୁ ଅର୍ଥ ଓ କର୍ମ ପ୍ରାପ୍ତିର ସୂଚନା ମିଳିଵ, ମନର ଯୋଜନା ମୁତାବକ ପ୍ରତ୍ୟେକ କାର‌୍ୟ୍ୟରେ ସଫଳ ହେବେ, କୌଣସି ପ୍ରକାରେ ଆଜି ଅର୍ଥ ଉପାର୍ଜନ ବଢିବ, ମନ ଉତ୍ସାହିତ ରହିବ, ଆଜି ମନମୁତାବକ ଫଳ ପାଇବେ ଓ କିଛି ବାଦବିବାଦର ସମାଧାନ ହେବ, ନୁଆ ସ୍ଥାନ ଭ୍ରମଣ କରିବେ ।
ଆହୁରି ପଢନ୍ତୁ

କର୍କଟ – ଆଜି କୌଣସି ଯୋଜନା ମୁତାବକ ସଫଳ ହେବେ ମାତ୍ର ଜୀବନସାଥିର ସ୍ବାସ୍ଥ୍ୟ ବିଗିଡିବ, ଆୟ କରିବାର ସୁଯୋଗ ଷୃଷ୍ଟି ହେବ ଏବଂ ବ୍ୟବସାୟରେ ଲାଭ ବଢିବ ଓ ବିବାହଯୋଗ୍ୟ ପିଲାଙ୍କର ବିବାହ ସମ୍ଭାବନା ଷୃଷ୍ଟି ହେବ, ପାଠପଢାରେ ଉର୍ଣ୍ଣତି ହେବ, ରାଜନୈତିକ ବ୍ୟକ୍ତି ଯୋଜନାରେ ସଫଳ ହେବେ ମାତ୍ର କିଛି ସଂକ୍ରମିତ ରୋଗ ହେବ, ।

ସିଂହ – କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ, ନୂଆକିଛି ଯୋଜନା କରି ସଫଳ ହେବେ, କୌଣସି ପ୍ରକାର ଆର୍ଥିକ ଲାଭ କିମ୍ବା ନୂଆ ସଂପର୍କ ଯୋଡି ହେବ, ସୁଖଶାନ୍ତି ଭରା ପରିବେଷ ମଧ୍ୟରେ ଦିନ କଟିବ, କୌଣସି ପ୍ରକାରର ଲାଭ ହେବ ଏବଂ କୌଣସି ସମସ୍ୟାରୁ ମୁକ୍ତି ପାଇବେ ।

କନ୍ୟା – ଆଜି ଦୁର୍ବଳ ଅନୁଭବ କରିବେ, ମାତ୍ର ଆତ୍ମବଳ ଅଧିକ ରହିବ, ଚିନ୍ତା କରୁଥିବା ଏବଂ ଚେଷ୍ଟା କରୁଥିବା କାର‌୍ୟ୍ୟ ହାସଲ ହେବ, ନିଜର ରକ୍ତଦାନ କରନ୍ତୁ କଲ୍ୟାଣ ହେବ, ଚାକିରି, ବ୍ୟବସାୟ, ରାଜନିତି ଏବଂ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳତାର ସହିତ ଉଣ୍ଣତି ହେବ ।

ତୁଳା – କୌଣସି ବନ୍ଧୁ ଆଜି ସହଯୋଗ କରିବେ ଏବଂ ଯୋଜନା ମୁତାବକ କୌଣସି ଯୋଜନାରେ ସଫଳ ହେବାରେ ଭାଗ୍ୟ ସାଥ ଦେବ ମାତ୍ର ପାରିବାରିକ ପରିବେଷରେ ମତାନ୍ତର ରହିବ, ଅଯଥା କଥାରେ ମୁଣ୍ଡ ପୁରାଇ ହଇରାଣ ହେବେ, ଆଜି ମନେ ମନେ ମାଲକ୍ଷ୍ମୀଙ୍କୁ ସୁମରଣା କରନ୍ତୁ କଲ୍ୟାଣ ହେବ ।

ବିଛା – ମନର ଆଶା ପୁରଣ ହେବ, ଚାକିରି ରେ ପ୍ରଶଂସିତ ହେବେ, ବ୍ୟବସାୟରେ ଲାଭ ବଢିବ ଏବଂ ପୁରୁଣା ରୋଗରୁ ଉପସମ ମିଳିବ, ନୂଆକରି ଆରମ୍ଭ କରିଥିବା ବ୍ୟବସାୟ କିମ୍ବା ଚାକିରି ରେ ସଫଳତା ମିଳିବ, ବୈବାହିକ ଜୀବନରେ ସୁଖଶାନ୍ତି ବଢିବ ।

ଧନୁ – ଆଜି ନିଜର ସଂପର୍କିୟ ଏବଂ ପରିବାର ସହିତ ସମୟ କାଟନ୍ତୁ ଏବଂ ଓଁ ନମଃ ଶିବାୟ ଜପ କରନ୍ତୁ ଆତ୍ମଶାନ୍ତି ମିଳି, କିଛି ଜନହିତକର ବା ନିସ୍ବାର୍ଥ କାମ କରି ପ୍ରଶଂସିତ ହେବେ, ବନ୍ଧୁପରିଜନରେ ସାହାଯ୍ୟ ମିଳିବ, ଯାହା ଉଦ୍ୟମ କରିବେ ପୁରଣ ହେବ ।

ମକର – ଅଶୁଭ ଗ୍ରହ ପ୍ରଭାବ ରହିବ ଫଳରେ କୌଣସି ପ୍ରକାରର ଧୋକା ମିଳିବ, ଗଛିତ ଅର୍ଥବ୍ୟୟ ବଢିବ ଫଳରେ ମନ ଅଶାନ୍ତ ରହି ସଠିକ ନିଷ୍ପତି ନେଇ ନପାରି ମନ ଦୁଃଖ ହେବ, ଜୀବନସାଥିର ଅସହଯୋଗ ହେଉ କିମ୍ବା ସ୍ବାସ୍ଥ୍ୟ ହାନି ଚିନ୍ତାର କାରଣ ହେବ, କୌଣସି କାମରେ ମନ ଲାଗିବ ନାହିଁ ।

କୁମ୍ଭ – ଦିନଟି ଶୁଭରେ ଶୁଭରେ କଟିବ, ଆଶାଜନକ ସମସ୍ତ ପରିବେଷ ପରିସ୍ଥିତି ରହିବ, ଆଜି କିଛି ଚାଉଳ ପାରାଙ୍କୁ ଦିଅନ୍ତୁ ଅଟକିଥିବା କାମ ପୁରଣ ହେବ ଏବଂ ଚେଷ୍ଟା ଅନୁଯାୟୀ ଫଳ ମିଳିବ, କୌଣସି ପ୍ରକାରେ ଆଜି ଅର୍ଥ ଉପାର୍ଜନ ବଢିବ, ମନ ଉତ୍ସାହିତ ରହିବ, ଆଜି ମନମୁତାବକ ଫଳ ପାଇବେ ଓ କିଛି ବାଦବିବାଦର ସମାଧାନ ହେବ, ନୁଆ ସ୍ଥାନ ଭ୍ରମଣ କରିବେ ।

ମୀନ – ଅତିଶୁଭ ଦିନଟି ତେଣୁ କର୍ମ ଏବଂ ଅର୍ଥ ଚିନ୍ତା ଦୁର ହେବ, ବ୍ୟବସାୟ, କଳକାରଖନା କର୍ମଜୀବି, ଓୌଷଧ ବ୍ୟବସାୟୀ ଅଧିକ ଲାଭ ପାଇବେ, ଭାଗ୍ୟଦେବୀ ସହାୟ ହେବେ, ଅଚାନକ ଖୁସିଖବର ମିଳିବ ଏବଂ ମନର ଆଶା ପୁରଣ ହେବ, ଧାର୍ମିକ ଭାବନା ବୃଦ୍ଧି ହେବ, ଧର୍ମ କର୍ମ ସହିତ ଜଡିତ ବ୍ୟକ୍ତି ଏବଂ ବ୍ୟାଙ୍କ, ବିମା, ଋଣ ବିଭାଗ କର୍ମି ଯୋଜନା ମୁତାବକ ସଫଳ ହେବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version