• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ୱିଲସନ ସିଂହ ଙ୍କୁ ଶ୍ରଦ୍ଧାଂଜଳି

Proprietor Abhimanyu Maharana by Proprietor Abhimanyu Maharana
January 19, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ୱିଲସନ ସିଂହ ଙ୍କୁ ଶ୍ରଦ୍ଧାଂଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯ ଜାନୁଆରୀ, ବୁଧବାର ) ବରଗଡ :- ବରଗଡ ଜିଲ୍ଲା ର ନାମକରା କ୍ରିକେଟ ଖେଳାଳି ତଥା ଓସିଏ ପ୍ୟାନାଲ୍ ଅମ୍ପୟାର ୱିଲସନ ସିଂହ ଙ୍କ ବିୟୋଗରେ ଜିଲ୍ଲା ତଥା ଜିଲ୍ଲା ବାହାରେ କ୍ରିକେଟ ପ୍ରେମୀ ତଥା କ୍ରୀଡାବିତ୍ ମାନଙ୍କ ମଧ୍ୟରେ ଗଭୀର ଶୋକ ଖେଳି ଯାଇଛି । ଆଜି ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଜିଲ୍ଲା କ୍ରୀଡା ସଂସଦ,ଜିଲ୍ଲା କ୍ରିକେଟ ଆସୋସିଏସନ୍ ଓ ବ୍ଲୁ ଡାଇମଣ୍ଡ କ୍ରିକେଟ କ୍ଲବ ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଶ୍ରଦ୍ଧାଂଜଳି ସଭାରେ ଜିଲ୍ଲା ର ବିଭିନ୍ନ ଅଞ୍ଚଳର ରୁ ଆସିଥିବା କ୍ରୀଡାବିତ୍ ତଥା ଖେଳାଳୀ ମାନେ ୱିଲସନ ଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି । ପ୍ରଥମେ ସ୍ୱର୍ଗତ ୱିଲସନ ସିଂହ ଙ୍କ ଫଟୋଚିତ୍ର ରେ ପୁଷ୍ପାଞ୍ଜଳି ଅର୍ପଣ ପରେ ଦୁଇ ମିନିଟ ନୀରବ ପ୍ରାର୍ଥନା ସହ ଅମର ଆତ୍ମା କୁ ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଥିଲା ।

ଆଜି ଶ୍ରଦ୍ଧାଂଜଳି ସଭାରେ ଉପସ୍ଥିତ ତାଙ୍କ ସହ ଖେଳିଥିବା ସାଥୀ ଖେଳାଳୀ,ତାଙ୍କ ର ବନ୍ଧୁ ତଥା କ୍ରୀଡା ସଂଗଠନ ଗୁଡିକରେ ତାଙ୍କ ସହ କାର୍ଯ୍ୟ କରିଥିବା ସମସ୍ତେ ତାଙ୍କର ଅମାୟିକ ବ୍ୟବହାର, କ୍ରିକେଟ ପ୍ରତି ଆଜୀବନ ସମର୍ପଣ ଭାବ, ତାଙ୍କର ଲଢ଼ିବାପଣ ଉପରେ ଆଲୋକପାତ କରିବା ସହ ତାଙ୍କର ଅସମୟରେ ମୃତ୍ୟୁ କ୍ରୀଡା ଜଗତ ରେ ଏକ ଅପୂରଣୀୟ କ୍ଷତି ବୋଲି ବର୍ଣ୍ଣନା କରିଥିଲେ। ଜିଲ୍ଲା କ୍ରୀଡା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ  ଜିଲ୍ଲା କ୍ରୀଡା ସଂସଦ ପୂର୍ବ ସାଧାରଣ ସମ୍ପାଦକ ଅରୁଣ କୁମାର ମହାନ୍ତି,କ୍ରିକେଟ ସମ୍ପାଦକ ଅମିୟ ଭୂଷଣ ସାହୁ,ଆଉଟ୍ ଡୋର ସମ୍ପାଦକ ସୁରେଶ ଦାଶ, ପ୍ରାକ୍ତନ ଫୁଟବଲ୍ ଖେଳାଳୀ ଜ୍ଞାନ ରଞ୍ଜନ ପୁଝାରୀ, ଜିଲ୍ଲା କ୍ରିକେଟ ଆସୋସିଏସନ୍ ସଭାପତି ହରିହର ପ୍ରଧାନ,ସାଧାରଣ ସମ୍ପାଦକ ରବି ପଣ୍ଡା,ଯୁଗ୍ମ ସମ୍ପାଦକ ସଚ୍ଚିଦାନନ୍ଦ ପଣ୍ଡା,ଉପ ସଭାପତି ଶୁଭ୍ରାଂଶୁ ଶେଖର ମହାପାତ୍ର,କୋଷାଧ୍ୟକ୍ଷ ଗୁରୁଦତ୍ତ ଦାଶ,

କାର୍ଯ୍ୟକାରୀ କମିଟି ସଦସ୍ୟ ପ୍ରଦୀପ ସାହୁ ,ଚନ୍ଦ୍ର ଶେଖର ପ୍ରଧାନ, ରଜତ ଦାଶ, ବରିଷ୍ଠ ସଦସ୍ୟ କିଶୋର ରଥ, ସନ୍ତୋଷ ପଣ୍ଡା, ଗିରିଜା ନାଥ, ପ୍ରଦୀପ ନନ୍ଦ,ନବୀନ ଲାଠ, ସୋର୍ଯ୍ୟ ରଞ୍ଜନ ରାୟ, ଅଧ୍ୟାପକ ତଥା କ୍ରିକେଟ ଭାସ୍ୟକାର ସନ୍ତୋଷ ନାୟାର, ସୋହେଲା ଏଥଲେଟିକ ଆସୋସିଏସନ୍ ର ସଭାପତି ସତ୍ୟ ନାରାୟଣ ଦେବତା, ସମୀର ଝାଙ୍କର, ଫିରୋଜ ଖାଁ,ଅଶ୍ଵିନୀ ପାତ୍ର, ବରପାଲି ବରିଷ୍ଠ କ୍ରିକେଟ ଖେଳାଳୀ ର ଗୌର ନାଗ, ନିମାଇଁ ଥଇତ,ପ୍ରଦୀପ ଦାଶ, ଅତାବିରା ବରିଷ୍ଠ କ୍ରିକେଟ ଖେଳାଳି ସୁଧାଂଶୁ ତ୍ରୀପାଠୀ, ପ୍ରକାଶ ଶର୍ମା, ନୂଆଗଡ କ୍ରିକେଟ୍ ଆସୋସିଏସନ ର ସଭାପତି ରାମାଞ୍ଚ୍ଚଲ ଖମାରୀ,ସତ୍ୟରାମ୍ ଖମାରୀ,

ବ୍ଲୁ ଡ଼ାଇମଣ୍ଡ କ୍ରିକେଟ କ୍ଲବ ସମ୍ପାଦକ ୱାସିମ୍ ରାଜା ,ଏମ.ଡି. ସଲିମ , ଅମରେଶ ତ୍ରିପାଠୀ, ଭରତ ପଣ୍ଡା,ରାଜୁ ସିଂ, ରାମ ସ୍ୱରୂପ ପଣ୍ଡା, ,ଶ୍ରୀକାନ୍ତ ପ୍ରଧାନ, ମନୋଜ ପାତ୍ର, ରାଜ୍ୟ ପାଇଁ ପ୍ରତିନିଧିତ୍ଵ କରି ଥିବା ଖେଳାଳୀ ପ୍ରବୀଣ ଲୁହା , ଲୁଇସା ଦାଶ ଓ ବହୁ ଯୁବ ଖେଳାଳୀ ଉପସ୍ଥିତ ରହି ସ୍ୱର୍ଗତ ୱିଲସନ ଙ୍କୁ ଶ୍ରଦ୍ଧାଂଜଳି ଜଣାଇଥିଲେ । ସେହିପରି ଆଜି ଭେଡେନ ରଞ୍ଜିତା ପଡିଆ ଠାରେ ଚାଳିଥିବା  କ୍ରିକେଟ ପ୍ରତିଯୋଗିତା ରେ ଆୟୋଜକ ଓ ଖେଳାଳୀ ମାନେ ସ୍ବର୍ଗତ ୱିଲସନ ସିଂହ ଙ୍କୁ ଶ୍ରଦ୍ଧାଂଜଳି ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version