• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନ ପାଲି ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ରାସ୍ତା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
January 20, 2022
in ଓଡ଼ିଶା, ବରଗଡ଼, ହୋମ୍
0
ପ୍ରଧାନ ପାଲି ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ରାସ୍ତା ଅବରୋଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଜାନୁଆରୀ ଗୁରୁବାର ) ବରଗଡ଼ :- ବରଗଡ଼ ପଧାନପାଲି ନିକଟସ୍ଥ ୬ ନଂ ଜାତୀୟ ରାଜପଥ ବାଇପାସ୍ ରାସ୍ତା ରେ ପରିବହନ ବିଭାଗ ପକ୍ଷରୁ ଯାଞ୍ଚ ଚାଲିଥିବା ବେଳେ ଛିଡ଼ା ହୋଇଥିବା ଏକ ଟ୍ରକ କୁ ଅନ୍ୟ ଏକ ଟ୍ରକ ପଛ ପଟୁ ଧକ୍କା ଦେବା ଫଳରେ ଜଣେ ଆ‌ହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଟ୍ରକ ସିଜି ୦୪ ଏନଜି ୪୬୭୫ ଯାଞ୍ଚ ପାଇଁ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ମୁମ୍ବାଇ ରୁ କୋଲକତା ପଟକୁ ଦ୍ରୁତ ଗତିରେ ଯାଉଥିବା ଆରଜେ ୧୧ ଛିଡି ୮୪୦୫ ନଂ ଟ୍ରକ ପଛପଟୁ ଧକ୍କା ଦେଇଥିଲା ।

ଫଳରେ ଟ୍ରକ ଡ୍ରାଇଭର ଗୁରୁତର ଆହତ ହୋଇଥିଲେ । ସେଠାରେ ଯାଞ୍ଚ କରୁଥିବା ଏମଭିଆଇ ଅରୁଣ କୁମାର ସାହୁ ପୋଲିସ ଓ ଆମ୍ବୁଲାନ୍ସ କୁ ଖବର ଦେବା ପରେ ଘଟଣାସ୍ଥଳରୁ ଆହତ ଡ୍ରାଇଭର କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ବାଇପାସ୍ ରାସ୍ତା ରେ ପରିବହନ ବିଭାଗ ପକ୍ଷରୁ ଯାଞ୍ଚ କରୁଥିବା ବେଳେ ପ୍ରାୟ ସମୟରେ ଦୂର୍ଘଟଣା ଘଟୁଥିବା ପ୍ରତିବାଦରେ ଓଡ଼ିଶା ମୋଟର ଯାନ ସଂଘ ର କର୍ମକର୍ତ୍ତା ମାନେ ରାସ୍ତା ଅବରୋଧ କରିଥିଲେ । ଫଳରେ ଅନେକ ସମୟଧରି ଶହଶହ ଯାନବାହାନ ଅଟକି ରହିଥିଲା । ପରେ ପୋଲିସ ଏବଂ ପରିବହନ ବିଭାଗ ର ଅଧିକାରୀ ସେଠାକୁ ପହଞ୍ଚି ଆଲୋଚନା କରିଥିଲେ । (ସତ୍ୟ ନାରାୟଣ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026
ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version