• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହାନ ବିପ୍ଳବୀ ଚନ୍ଦନ ହଜୁରୀ(ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 20, 2022
in ଓଡ଼ିଶା, ମହାନଗର, ହୋମ୍
0
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହାନ ବିପ୍ଳବୀ ଚନ୍ଦନ ହଜୁରୀ(ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

 ଚାଖି ଖୁଣ୍ଟିଆଙ୍କ ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ଚିରସ୍ମରଣୀୟ

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଜାନୁଆରୀ ଗୁରୁବାର ) ଭୁବନେଶ୍ୱର :- ବହୁ ସ୍ୱାଧୀନତା ସଂଗ୍ରାମୀଙ୍କର ଉତ୍ସର୍ଗୀକୃତ ସେବା ଓ ତ୍ୟାଗପୂର୍ଣ୍ଣ ବଳିଦାନ ଯୋଗୁ ଁ ଭାରତବର୍ଷ ପରାଧୀନତାର ଶୃଙ୍ଖଳରୁ ମୁକ୍ତିଲାଭ କରିଥିଲା । ସେହିପରି ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ଥିଲେ ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ) । ୧୮୫୭ର ଐତିହାସିକ ସିପାହୀ ବିଦ୍ରୋହରେ ସାମିଲ ହୋଇ ବିପ୍ଳବୀ ଚନ୍ଦନ ହଜୁରୀ ଓଡ଼ିଶାର ଗର୍ବ ଓ ଗୌରବକୁ ଜାତୀୟ ସ୍ତରରେ ଉଚ୍ଚତମ ସୋପାନରେ ପହଞ୍ଚାଇ ପାରିଥିଲେ । ଝାନ୍ସୀରାଣୀ ଲକ୍ଷ୍ମୀବାଈଙ୍କ ଆହ୍ୱାନରେ ସୁଦୂର ଉତ୍ତରଭାରତରେ ଇଂରେଜମାନଙ୍କ ବିରୋଧରେ ତାଙ୍କର ଅସାଧାରଣ ବୀରତ୍ୱପୂର୍ଣ୍ଣ ରଣକୌଶଳ ପ୍ରଦର୍ଶନ ଇତିହାସର ଏକ ଚର୍ଚ୍ଚିତ ଅଧ୍ୟାୟ ।

ଚାଖି ଖୁଣ୍ଟିଆ ଏକାଧାରରେ ଜଣେ କବି, ମହାନବିପ୍ଳବୀ, ସମାଜ ସଂସ୍କାରକ ଏବଂ ଶ୍ରୀଜଗନ୍ନାଥଙ୍କର ପରମ ସେବକ ଥିଲେ । ତାଙ୍କର ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ପାଇଁ ସେ ସର୍ବଦା ଏ ଜାତିର ପ୍ରାତଃସ୍ମରଣୀୟ । ଆଜି ଓଡ଼ିଶାର ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚାନ ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ କଳ୍ପନାଛକଠାରେ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ତଥା ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା । ବିଭାଗ ତରଫରୁ ପ୍ରତିମୂର୍ତ୍ତି ସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରାଯାଇ କୋଭିଡ୍‌ ମାର୍ଗଦର୍ଶିକାର ଅନୁପାଳନ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ମାନସ ରଞ୍ଜନ ଖୁଣ୍ଟିଆ, ଉପନିର୍ଦ୍ଦେଶକ ବିଶ୍ୱଜିତ୍‌ ଦାଶ ଓ ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version