• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡ଼ି ରେ କୋଳି ଖାଇ ମଞ୍ଜି ପୋତିଛନ୍ତି ; ସ୍ଵାମୀ ନୋମିନି.. ଜିଲ୍ଲା ପରିଷଦ ପତ୍ନୀ

Proprietor Abhimanyu Maharana by Proprietor Abhimanyu Maharana
January 22, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବିଜେଡ଼ି ରେ କୋଳି ଖାଇ ମଞ୍ଜି ପୋତିଛନ୍ତି ; ସ୍ଵାମୀ ନୋମିନି.. ଜିଲ୍ଲା ପରିଷଦ ପତ୍ନୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଜାନୁଆରୀ ଶୁକ୍ରବାର ) ଓଡ଼ଗାଁ :- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଓଡ଼ଗାଁ ବ୍ଲକରେ ସମୁଦାୟ ୧୩୪୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଓଡ଼ଗାଁ ବ୍ଲକ ର ହେଭିୱେଟ ନେତା ଲୋକନାଥ ସାହୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନୟାଗଡ଼ ଜିଲ୍ଲା କୋରପିଠା ଗ୍ରାମପଞ୍ଚାୟତ ସମିତିସଭ୍ୟ ନିମନ୍ତେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଦୀର୍ଘ ୨୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଓଡ଼ଗାଁ ବ୍ଲକ ରାଜନୀତି କ୍ଷେତ୍ରରେ ଲୋକନାଥ ଏକ ଜଣାଶୁଣା ଚେହେରା ଭାବେ ପରିଚିତ । ସେ ପୂର୍ବରୁ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ ଏବଂ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ଭାବେ କାର୍ଯ୍ୟ ସମ୍ପାଦନ କରି ସାଧାରଣ ଜନତାଙ୍କ ପ୍ରିୟପାତ୍ର ହୋଇପାରିଛନ୍ତି । ପୂର୍ବ ନିର୍ବାଚନରେ ଆସନ ସଂରକ୍ଷଣ ନିମନ୍ତେ ଲୋକନାଥ ୧ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ ।

ଚଳିତବର୍ଷ ବିଜୁ ଜନତା ଦଳ ନୟାଗଡ଼ ନିର୍ବାଚନମଣ୍ଡଳୀ ତରଫରୁ ଓଡ଼ଗାଁ ବ୍ଲକରେ ଥିବା ୧ ନଂ ଏବଂ ୨ ନଂ ଜିଲ୍ଲା ପରିଷଦ ଜୋନ୍ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି । ଓଡ଼ଗାଁ ବ୍ଲକର ୯ ଗୋଟି ପଞ୍ଚାୟତକୁ ନେଇ ଗଠିତ ୧ ନଂ ଜୋନ୍ ନିମନ୍ତେ କୁରାଳର ପୂର୍ବତନ ସରପଞ୍ଚ ଝିଲ୍ଲି ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୧୧ଗୋଟି ପଞ୍ଚାୟତକୁ ନେଇ ଗଠିତ ୨ ନଂ ଜୋନ୍ ନିମନ୍ତେ ଜିଲ୍ଲା ବିଜେଡି ସଭାନେତ୍ରି ତଥା ଲୋକନାଥଙ୍କ ପତ୍ନୀ ବିରଜାଲକ୍ଷ୍ମୀ ସାହୁ ଜିଲ୍ଲା ପରିଷଦ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅନ୍ୟପକ୍ଷରେ ବିଜେପି ପକ୍ଷରୁ ୧ ନଂ ଜୋନ୍ ରୁ ଧରିତ୍ରୀ ସେଠି ,କଂଗ୍ରେସ ପକ୍ଷରୁ ଜୋସ୍ନାରାଣୀ ନାୟକ ଏବଂ ୨ ନଂ ଜୋନ୍ ବିଜେପିରୁ ଆରତୀ ଗୌଡ଼, କଂଗ୍ରେସ ରୁ ସବିତା କର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version