• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ୯୦ହଜାର ମୁହାଁ ସକ୍ରିୟ ରୋଗୀ ସଂଖ୍ୟା : ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୯୮୩୩ ଜଣ କରୋନା ପଜିଟିଭ

Proprietor Abhimanyu Maharana by Proprietor Abhimanyu Maharana
January 22, 2022
in ଓଡ଼ିଶା, କରୋନା, ହୋମ୍
0
ରାଜ୍ୟରେ ୯୦ହଜାର ମୁହାଁ ସକ୍ରିୟ ରୋଗୀ ସଂଖ୍ୟା : ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୯୮୩୩ ଜଣ କରୋନା ପଜିଟିଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟର ଦ୍ରୁତ ସଂକ୍ରମଣରେ ବ୍ରେକ୍ ଲାଗୁନି । ପ୍ରତିଦିନ ୧୦ହଜାରରୁ ଅଧିକ ନୂଆ ଆକ୍ରାନ୍ତ ବାହାରୁଥିବା​‌ ବେଳେ ସାମାନ୍ୟ ହ୍ରାସ ପାଇଛି । ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ଏବେ ୯୦ ହଜାର ପାଖରେ ପହଞ୍ଚିଲାଣି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୯୮୩୩ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏଥିରେ ୧୮ ବର୍ଷରୁ କମ୍ ୯୭୨ ଜଣ ଅଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୫୬୯୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୧୩୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୭୨୯୫ ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୩୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୪୬ ଜଣ, ସୁନ୍ଦରଗଡ଼ରୁ ୧୧୩୪ ଜଣ, କଟକରୁ ୭୭୪ ଜଣ,ମୟୂରଭଞ୍ଜରୁ ୨୯୫ ଜଣ, ନୟାଗଡ଼ରୁ ୨୯୨ ଜଣ, ବଲାଙ୍ଗୀରରୁ ୨୮୮ ଜଣ, ବାଲେଶ୍ବରରୁ ୨୮୬ ଜଣ,ରାୟଗଡ଼ାରୁ ୨୭୪ ଜଣ, ଯାଜପୁରରୁ ୨୫୬ ଜଣ, ସମ୍ବଲପୁରରୁ ୨୦୬ ଜଣ,କୋରାପୁଟରୁ ୧୭୪ ଜଣ, ନୂଆପଡ଼ାରୁ ୧୭୩ ଜଣ, ବରଗଡ଼ରୁ ୧୭୨ ଜଣ,କଳାହାଣ୍ଡିରୁ ୧୭୧ ଜଣ, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୧୬୮ ଜଣ ଲେଖାଁଏ,ନବରଙ୍ଗପୁରରୁ ୧୫୬ ଜଣ, ଜଗତସିଂହପୁରରୁ ୧୫୨ ଜଣ,

ପୁରୀରୁ ୧୪୬ ଜଣ, ଅନୁଗୁଳରୁ ୧୪୪ ଜଣ, ଭଦ୍ରକରୁ ୧୨୯ ଜଣ, ବୌଦ୍ଧାରୁ ୧୨୦ ଜଣ, ସୋନପୁରରୁ ୧୧୭ ଜଣ, କେନ୍ଦ୍ରାପଡ଼ାରୁ ୯୯ ଜଣ, ଢ଼େଙ୍କାନାଳରୁ ୯୫ ଜଣ,କନ୍ଧମାଳରୁ ୯୧ ଜଣ, ​‌ଗଜପତିରୁ ୮୮ ଜଣ, ଗଞ୍ଜାମରୁ ୬୯ ଜଣ, ମାଲକାନଗିରିରୁ ୫୬ ଜଣ, ଦେବଗଡ଼ରୁ ୪୭ ଜଣ ଏବଂ ଷ୍ଟେଟ୍ ପୁଲ୍‌୍ରୁ ୫୭୭ ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୮୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୭୦୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୮୯୦୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୯୯୦୭୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version