• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପେଟ୍ରୋଲ ପମ୍ପରେ ଲାଗିଥିବା କେନ୍ଦ୍ର ସରକାରଙ୍କ ବିଜ୍ଞାପନକୁ ହଟାଇବାକୁ ନେଇ : ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡ଼ି

Proprietor Abhimanyu Maharana by Proprietor Abhimanyu Maharana
January 22, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ପେଟ୍ରୋଲ ପମ୍ପରେ ଲାଗିଥିବା କେନ୍ଦ୍ର ସରକାରଙ୍କ ବିଜ୍ଞାପନକୁ ହଟାଇବାକୁ ନେଇ : ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡ଼ି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଜାନୁଆରୀ ଶନିବାର ) ଭୁବନେଶ୍ୱର :- ରାଜ୍ୟରେ ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ ଲାଗି ଆର୍ଦଶ ଆଚରଣ ବିଦ୍ଧି ଲାଗୁକରାଯାଇଛି । ଫଳରେ ସରକାରୀ ଯୋଜନାର ଫଳକ ଓ ବ୍ୟାନରକୁ ହଟାଇବାକୁ ନିୟମ କରାଯାଇଥିଲା । ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ନିର୍ଦେଶ ଦେଇଥିଲେ । କିନ୍ତୁ ଭାରତୀୟ ଜନତା ପାର୍ଟୀ ଏହି ନିୟମକୁ ଫୁ କରି ଉଡ଼ାଇଦେଇଥିବାର ଦେଖିବାକୁ ମିଳିଛି । ସର୍ବଦା ଅନ୍ୟ ଦଳର ଦୋଷ ତୃଟିକୁ ନେଇ ନିର୍ବାଚନ କମିଶନରଙ୍କ ଆଗରେ ଫେରାଦ ହେଉଥିବା ଏହି ଦଳ ନିଜେ ଆଚରଣ ବିଦ୍ଧିର ଖୋଲା ଖୋଲି ଉଲଙ୍ଘନ କରିଛି । ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜୁ ଜନତା ଦଳ ।

କେନ୍ଦ୍ର ସରକାରଙ୍କ ଅଧୀନସ୍ଥ ବିଭିନ୍ନ ପେଟ୍ରୋଲ ପମ୍ପରେ ଏବେବି ପ୍ରଧାନମନ୍ତ୍ରୀଙ୍କ ଫଟୋ ଲାଗିରହିଛି । ଯାହାକି ଆର୍ଦଶ ଆଚରଣ ବିଧି ର ଖୋଲା ଖୋଲି ଉଲଙ୍ଘନ । ଯାହାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡ଼ି । ପ୍ରମାଣ ସ୍ବରୁପ ଅନେକ ଫଟୋ ଆଉ ଭିଡ଼ିଓ କମିଶନରଙ୍କୁ ଦେଖାଇବା ସହ ଲାଗିଥିବା ବ୍ୟାନରକୁ ହଟାଇବାକୁ ଦଳ ଦାବି କରିଛି । ବିଜେଡ଼ି ତରଫରୁ ଏକ ପ୍ରତିନିଧୀ ଦଳ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟି ମେମୋରାଣ୍ଡମ ଦେଇଛି । ପ୍ରତିନିଧି ଦଳରେ ଲେଲିନ୍ ମହାନ୍ତି, ସୁଲତା ଦେଓ, ଶ୍ରୀମୟୀ ମିଶ୍ର ପ୍ରମୁଖ ସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version