• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ

Proprietor Abhimanyu Maharana by Proprietor Abhimanyu Maharana
January 24, 2022
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୩ ଜାନୁଆରୀ ରବିବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବିଧାନସଭା କ୍ଷେତ୍ରର ପୁର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହୃତ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସର ଉପସଭାପତି ଜାଜ୍ଞାସ୍ୱର ବାବୁ I ଏନେଇ ପ୍ରଦେଶ କମିଟିର ଲେଟର ପେଡରେ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକଙ୍କୁ ଓପିସିସି ପକ୍ଷରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇ ଥିବାର ଚିଠି ପ୍ରଦାନ କରାଯାଇଛି I ଚିଠି ପାଇବା ପରେ ପୁର୍ବତନ କଂଗ୍ରେସ ବିଧାୟକ ଜାକବ ପ୍ରଧାନ ଓଡିଶା ପ୍ରଭାରୀ ଡକ୍ଟର ଚେଲ୍ଲା କୁମାରଙ୍କୁ ସାକ୍ଷାତ କରିଛନ୍ତି I

ସୂଚନା ଥାଉକି ପୁର୍ବତନ ବିଧାୟକ ଜାକବ ପ୍ରଧାନ ୨୦୧୪ ମସିହାରେ ଶାସକ ବିଜେଡି ଓ ବିଜେପିକୁ କଡ଼ା ଟକ୍କର ଦେଇ ୪୮,୯୫୮ ଖଣ୍ଡ ଭୋଟରେ ବିଜୟ ହାସଲ କରି ଘୁ.ଉଦୟଗିରି ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ I ୨୦୧୯ ବିଧାନସଭା ନିର୍ବାଚନ ଦଳୀୟ ଟିକେଟ ନ ମିଳିବାରୁ କଂଗ୍ରେସ ଦଳରୁ ଇସ୍ତଫା ଦେଇ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ I କଂଗ୍ରେସ ଦଳର ଶୃଙ୍ଖଳିତ ସଦସ୍ୟ ଥିଲି ଓ ଅଛି I ଆଗାମୀ ଦିନରେ ମଧ୍ୟ ଦଳ ମତେ ଯାହା ଦାୟୀତ୍ୱ ଦେବ ଶୃଙ୍ଖଳିତ ସଦସ୍ୟ ଭାବରେ କାମ କରିବି ବୋଲି ନିଜ ପ୍ରତିକ୍ରିୟା ରେ ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି I

ଘୁ.ଉଦୟଗିରି ବିଧାନସଭା କ୍ଷେତ୍ରର ପୁର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ସମସ୍ତ ବର୍ଗର ଲୋକଙ୍କ ମଧ୍ୟରେ ବେଶ ଲୋକପ୍ରିୟତା ରହିଛି I ପୁର୍ବତନ ବିଧାୟକ ଶ୍ରୀ ପ୍ରଧାନଙ୍କ ଉପରୁ ଦଳୀୟ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହେବା ପରେ କନ୍ଧମାଳ ଜିଲ୍ଲା କଂଗ୍ରେସ କର୍ମୀ ଓ କଂଗ୍ରେସ ପ୍ରେମିଙ୍କ ମଧ୍ୟରେ ଖୁସିର ଲହର ଖେଳି ଯାଇଛି I ପୁର୍ବତନ ବିଧାୟକଙ୍କ ଘରବାହୁଡ଼ା ଆଗାମୀ ପଞ୍ଚାୟତ ନିର୍ବାଚନରେ ଘୁ.ଉଦୟଗିରି ବିଧାନସଭା କ୍ଷେତ୍ର ଓ କନ୍ଧମାଳ ଜିଲ୍ଲା କଂଗ୍ରେସ ପାଇଁ ବେଶ ଫଳପ୍ରଦ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version