• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୭ ମଇ, ଗୁରୁବାର : ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 7, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୭ ମଇ, ଗୁରୁବାର : ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୭ ମଇ, ଗୁରୁବାର ,ଜାଣନ୍ତୁ ଆପଣଙ୍କର ରାଶିଫଳ

ମେଷ :- ଆପଣଙ୍କ ଦିନ ଆଜି ମିଶ୍ର ଫଳଦାୟୀ ରହିବ। ପରିଜନମାନଙ୍କ ସହିତ ବସିକରି ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା କରିବେ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ି ପାରେ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।

ବୃଷ : -ନୂଆ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ଏବଂ ଆପଣ ତାକୁ ପ୍ରାରମ୍ଭ କରି ପାରିବେ। କୌଣସି ଧାର୍ମିକ ସ୍ଥଳକୁ ଯାଇ ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ସ୍ନେହୀଜନ କିମ୍ବା ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିବ। ବିଦେଶ ଯିବାର ସମ୍ଭାବନା ଅଛି। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ଧରଣର ରହିବ।

ମିଥୁନ :- ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆଜି ଯଦି ସମ୍ଭବ ତେବେ ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଉଚ୍ଚ ଅଧିକାରୀମାନଙ୍କ ସହିତ ଯୁକ୍ତି କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ। ଖର୍ଚ୍ଚ ଅଧିକ ହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ରଖିବେ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ।

କର୍କଟ :- ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲାଇ ଦେବାର ଦିନ। ମନୋରଂଜନ ପ୍ରବୃତ୍ତିରେ ଆପଣ ବୁଡ଼ି ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରାର ଆୟୋଜନ କରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀରେ ଲାଭ ହେବ।

ସିଂହ :- ଆପଣଙ୍କ ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଣୀରେ ନିୟନ୍ତ୍ରଣ ରଖିବେ। ଦୈନିକ କାର୍ଯ୍ୟରେ ବିଘ୍ନ ଆସିପାରେ। ସେଥିପାଇଁ କାର୍ଯ୍ୟ ସଂପନ୍ନ ହେବାରେ ସହାୟତା ମିଳିବ। ଅଧିକ ପରିଶ୍ରମ ପରେ ମଧ୍ୟ ସଫଳତା ପ୍ରାପ୍ତି କମ ହେବାରୁ ହତାସା ଅନୁଭବ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ କରି ଚିନ୍ତା ହୋଇପାରେ।

କନ୍ୟା :- ଆଜିର ଦିନ କୌଣସି ଭାବରେ କଲହ ଏବଂ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଆକସ୍ମିକ ଖର୍ଚ୍ଚର ଆଶଂକା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହୋଇଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ଯନ୍ତ୍ରଣା ହୋଇପାରେ। ଶେୟାର-ସଟ୍ଟାରେ ନିବେଶ କରିବାବେଳେ ସାବଧାନ ରହିବେ।

ତୁଳା :- ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ। ସମ୍ବନ୍ଧିମାନଙ୍କ ସହିତ ଝଗଡ଼ା କିମ୍ବା ବିବାଦ କାରଣରୁ ମାନସିକ ଯନ୍ତ୍ରଣା ହୋଇପାରେ।

ବିଚ୍ଛା :- ଆଜି ପୂରା ଦିନ ଆପଣ ପ୍ରସନ୍ନ ରହିବେ। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ସାଥିମାନଙ୍କଠାରୁ ସୁଖ ଏବଂ ଆନନ୍ଦର ପ୍ରାପ୍ତି ହେବ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହୋଇପାରେ। ଯେ କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ଭାଇ-ଭଉଣୀମାନଙ୍କର ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କଠାରୁ ବିଜୟ ମିଳିବ।

ଧନୁ :- ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ଅଟେ। ଅସାମଞ୍ଜସ୍ୟ କାରଣରୁ ନିର୍ଣ୍ଣୟ ନେବା କଠିନ ହେବ। ପରିଜନମାନଙ୍କ ସାଥିରେ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ନିର୍ଦ୍ଧାରିତ କାର୍ଯ୍ୟ ସଂପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିପାରନ୍ତି। କାର୍ଯ୍ୟଭାର ମଧ୍ୟ ବଢ଼ିପାରେ। ନିରର୍ଥକ ଖର୍ଚ୍ଚ ହୋଇପାରେ। ମଧ୍ୟାହ୍ନ ପରେ ଫୁର୍ତ୍ତି ଏବଂ ଉଲ୍ଲାସ ଅନୁଭବ କରିବେ। ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ।

ମକର :- ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। କାର୍ଯ୍ୟାଳୟ ତଥା ବ୍ୟବସାୟ ସ୍ଥଳ ଉପରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରମୋସନର ଯୋଗ ଅଛି। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ। ଶରୀର ହାନୀର ଯୋଗ ଅଛି ସମ୍ଭାଳି କରି ରୁହନ୍ତୁ ତଥା ତଳେ ପଡ଼ିଯାଇପାରନ୍ତି ନିଜକୁ ରକ୍ଷା କରନ୍ତୁ। ମିତ୍ର, ସ୍ନେହୀଜନମାନଙ୍କ ସହିତ ଭେଟ ହେବ। ମାନସିକ ରୂପରେ ଶାନ୍ତି ମିଳିବ।

କୁମ୍ଭ :- ସ୍ଵାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ। ମାନସିକ ସୁସ୍ଥତା କମ ରହିପାରେ। କୋର୍ଟ-କଚେରୀର ଝିନଝଟରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ, ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ରହିବ, ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ।

ମୀନ : -ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କ ସହ ଭେଟ ହେବ ଏବଂ ତାଙ୍କ ପଛରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗ ଅଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version