No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୪ ଜାନୁଆରୀ,ସୋମବାର ) ବରଗଡ଼ :- ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟରେ ଆଜି ସମସ୍ତ ମଣ୍ଡଳ ସଭାପତି ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ସଭ୍ୟ ସଭ୍ୟା ଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ ଙ୍କ ପୈାରହିତ୍ୟ ରେ ଅନୁଷ୍ଠିତ ସଭାରେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗଦେଇ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଦଳର ରଣ କୌଶଳ ଉପରେ ପରାମର୍ଶ ଦେଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଦଳର ବରିଷ୍ଠ ସଭ୍ୟ ସୁରେଶ୍ଵର ଶତପଥୀ, ରବିନାରାୟଣ ଦାଶ, ସୈ।ରୀ ବାରିକ,କୁଶ କଲେତ ଉପସ୍ଥିତ ଥିଲେ। ବୈଠକରେ ଅତାବିରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକ ର ବହୁ ସମାଜସେବୀ ଦଳରେ ଯୋଗଦାନ କରିଥିଲେ।

No Result
View All Result