• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶିଷ୍ଟ ସମାଜସେବୀ ଶ୍ରୀ ଦୁଃଶାସନ କୁମ୍ଭାର ଙ୍କ ସରପଞ୍ଚ ପ୍ରାର୍ଥୀପତ୍ର ଦାଖଲ

Proprietor Abhimanyu Maharana by Proprietor Abhimanyu Maharana
January 27, 2022
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ବିଶିଷ୍ଟ ସମାଜସେବୀ ଶ୍ରୀ ଦୁଃଶାସନ କୁମ୍ଭାର ଙ୍କ ସରପଞ୍ଚ ପ୍ରାର୍ଥୀପତ୍ର ଦାଖଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ଜାନୁଆରୀ ଗୁରୁବାର) ପଦ୍ମପୁର :- ପାଇକମାଲ ବ୍ଲକ ବରତୁଣ୍ତା ଗ୍ରାମ ପଞ୍ଚାୟତରେ ସମାଜସେବୀ ଶ୍ରୀ ଦୁଃଶାସନ କୁମ୍ଭାର ସରପଞ୍ଚ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସମାଜସେବୀ ଶ୍ରୀ ଦୁଃଶାସନ କୁମ୍ଭାର ୨୦୧୨ – ୧୦୧୭ ମସିହା ପର୍ଯ୍ୟନ୍ତ ବରତୁଣ୍ତା ଗ୍ରାମ ପଞ୍ଚାୟତରେ ସରପଞ୍ଚ ଦାୟିତ୍ବ ଥିଲାବେଳେ ପଞ୍ଚାୟତର ବହୁ ଏତ୍ଯିହାସିକ କାର୍ଯ୍ୟକ୍ରମ ହାତକୁ ନେଇଥିଲେ । ସେ ବରତୁଣ୍ତା ପଞ୍ଚାୟତର ଚାଷୀ ମାନଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଅଟକଳ ବ୍ଯୟରେ ଏକ ମହାବନ୍ଧ ନିର୍ମାଣ କରିବା,ବରତୁଣ୍ତା – ନୁଆଡିହୀ ରାସ୍ତାରେ ଭାଙ୍ଗି ଯାଇଥିବା ପୋଲକୁ ଦାୟିତ୍ବର ସହିତ ନିର୍ମାଣ କରିଥିଲେ ।

ଏହା ଦ୍ବାରା ବରତୁଣ୍ତା ପଞ୍ଚାୟତ ଚାଷୀମାନେ ଜଳସେଚନ ସୁବିଧା ସହିତ ଯିବା ଆସିବା ପାଇଁ ସହାୟକ ହୋଇଥିଲା । ସେ ସରପଞ୍ଚ ଦାୟିତ୍ବ ଥିଲାବେଳେ ବହୁ ଉନ୍ନୟନ ମୂଳକ କାର୍ଯ୍ୟ ଓ ପଞ୍ଚାୟତର ଦେବାଦେବୀଙ୍କ ମନ୍ଦିର ଗୁଡିକ ପୁନରୁଦ୍ଧାର କରା ଯାଇଥିଲା । ଏସବୁ ବିକାଶ ମୂଳକ କାର୍ଯ୍ୟପନ୍ଥା କୁ ଶ୍ରୀ ଦୁଃଶାସନ କୁମ୍ଭାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ସରପଞ୍ଚ ପଦବୀ ରେ ଲୋକ ମାନେ ବହୁମାତ୍ରାରେ ବିଜୟୀ କରାଇବେ ବୋଲି ତାଙ୍କ ସମର୍ଥକ ଗହଣରେ ପ୍ରକାଶ କରିଛନ୍ତି । ବରତୁଣ୍ତା ଗ୍ରାମ ପଞ୍ଚାୟତରେ ଶ୍ରୀ ଦୁଃଶାସନ କୁମ୍ଭାର ତାଙ୍କର ଉନ୍ନତିମୂଳକ କାର୍ଯ୍ୟକୁ ଦୃଷ୍ଟିରେ ରଖି ଲୋକେ ବହୁମାତ୍ରାରେ ବିଜୟୀ ହେବେ ବୋଲି ଚର୍ଚ୍ଚା ଜୋର ଧରିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 24, 2026
ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

September 24, 2026
ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

September 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version