• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩ୟ ଓ ୫ମଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର – ନୟାଗଡ଼ର ବାଜିମାତ

Proprietor Abhimanyu Maharana by Proprietor Abhimanyu Maharana
January 29, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
୩ୟ ଓ ୫ମଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର – ନୟାଗଡ଼ର ବାଜିମାତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଜାନୁଆରୀ ଶନିବାର ) ନୟାଗଡ଼ :- ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୧ ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ଖଣ୍ଡପଡ଼ାରୋଡ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରିନେଇଛି।ବିଦ୍ଯାଳୟର ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ତିନି ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରୁ ପ୍ରତିଜ୍ଞା ଦାସ ଓ ସସ୍ମିତା ସାହୁ ମେରିଟ୍ ତାଲିକାରେ ଯଥାକ୍ରମେ

ନୟାଗଡ଼ ବ୍ଳକରେ ପ୍ରଥମ ଓ ୩ୟ ସ୍ଥାନ ଅଧିକାର କରିଥିଲାବେଳେ ମେରିଟ୍ କମ୍ ପଭର୍ଟି ତାଲିକାରେ ଆର୍ଯନ ଅମନ ଜେନା ବ୍ଳକରେ ୩ୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ୩ୟ  ଶ୍ରେଣୀର ତିନି ଜଣ ଶିଶୁ ପରୀକ୍ଷା ଦେଇଥିଲା ବେଳେ ମେରିଟ୍ ତାଲିକାରେ ଦୁଇ ଜଣ ସଫଳତା ହାସଲ କରିଛନ୍ତି । ଶ୍ରଦ୍ଧା ସୁମନ ବ୍ଳକରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିଲାବେଳେ କେ. ଦେବସ୍ମିତା ୩ୟ ସ୍ଥାନ ଅଧିକାର କରିଛନ୍ତି ।

ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଆଜି ବିଦ୍ଯାଳୟ ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ କ୍ଲଷ୍ଟର ର ସିଆରସିସି ମନୋଜ କୁମାର ବେହେରା ଯୋଗଦେଇ ବିଦ୍ଯାଳୟର ଅଦ୍ଭୁତପୂର୍ବ ସଫଳତା ପାଇଁ ବିଦ୍ଯାଳୟର ଗୁରୁମା ଗୁରୁଜୀ ଓ ମେଧାବୃତ୍ତି ପାଇଥିବା ଶିଶୁଙ୍କର ଅଭିଭାବକ ମାନଙ୍କୁ ସାଧୁବାଦ ଜଣାଇଥିଲେ । 

ପ୍ରତିବର୍ଷ ଏହି ବିଦ୍ଯାଳୟ ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ନୟାଗଡ଼ ବ୍ଳକରେ ପ୍ରଥମ ସ୍ଥାନ ଅଧିକାର କରୁଥିବାରୁ ବିଦ୍ଯାଳୟର ଗୁରୁମା ଗୁରୁଜୀ ମାନଙ୍କୁ ଭୂୟସୀ ପ୍ରସଂଶା କରିବା ସହିତ କୃତି ଛାତ୍ରଛାତ୍ରୀ ମାନଙ୍କୁ ଗୋଲାପ ଫୁଲ ଓ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ । ଏହି ଅଭିନନ୍ଦନ ସମାରୋହରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଓ ଗୁରୁଜୀ ଗୁରୁମା ମାନେ ଉପସ୍ଥିତ ଥିଲେ । ପରିଶେଷରେ ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version