• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗମ ପାହାଡ଼ିଆ ରାସ୍ତାରେ ଗର୍ଭବତୀଙ୍କୁ ଭାରରେ ବୋହି ଆଣିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
January 29, 2022
in ଓଡ଼ିଶା, ରାୟଗଡା, ହୋମ୍
0
ଦୁର୍ଗମ ପାହାଡ଼ିଆ ରାସ୍ତାରେ ଗର୍ଭବତୀଙ୍କୁ ଭାରରେ ବୋହି ଆଣିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଜାନୁଆରୀ ଶନିବାର )ରାୟଗଡ଼ା :- ବିଭିନ୍ନ ସମୟରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମାନେ ସେମାନଙ୍କର ନିଃସ୍ୱାର୍ଥପର ସେବା ଏବଂ କର୍ତବ୍ୟନିଷ୍ଠା ପାଇଁ ପ୍ରଶଂସିତ ହୋଇଛନ୍ତି । ଯାହାର ଅନେକ ଜ୍ୱଳନ୍ତ ଉଦାହରଣ ଆମକୁ ଦେଖିବାକୁ ମଧ୍ୟ ମିଳିଛି । ବର୍ତମାନ ସମାନ ଧରଣର ଏକ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲାରେ । ଘଟଣାନୁଯାୟୀ ଚଳିତ ଜାନୁଆରୀ ୨୮ ତାରିଖ ଦିନ ରାୟଗଡ଼ା ଜିଲ୍ଲା ଗୁଡାରି ବ୍ଲକ କଦମା ପଂଚାୟତ ବୁରୁଡ଼ି ଗ୍ରାମରୁ ପ୍ରେମୀ ମାଝୀ ନାମକ ଜଣେ ଗର୍ଭବତୀଙ୍କ ସଂକ୍ରାନ୍ତ ରେ ୧୦୮ ଆମ୍ବୁଲାନ୍ସକୁ ଏକ ଫୋନ କଲ ଆସିଥିଲା । ଖବର ପାଇବା ମାତ୍ରେ ଇଏମଟି ଜ୍ଞାନ ରଞ୍ଜନ ନାୟକ, ଡ୍ରାଇଭର ଅଚ୍ୟୁତ କୁମାର ଓଡ଼ିଆ ଏବଂ ସହାୟକ ପ୍ରମୋଦ ଜେନାଙ୍କୁ ନେଇ ତୁରନ୍ତ ଏକ ୧୦୮ ଆମ୍ବୁଲାନ୍ସ ଗର୍ଭବତୀଙ୍କ ଗ୍ରାମ ଅଭିମୁଖେ ବାହାରି ଯାଇଥିଲା ।

କିନ୍ତୁ ଗାଁ କୁ ଯାଉଥିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଥିବା କାରଣରୁ ଆମ୍ବୁଲାନ୍ସ ଆଗକୁ ବଢ଼ିପାରିନଥିଲା । ଯାହାପରେ ଆମ୍ବୁଲାନ୍ସ କର୍ମୀ ମାନେ ସେହିସ୍ଥାନରେ ଆମ୍ବୁଲାନ୍ସ ଛାଡ଼ି ଅଣ ଓସାରିଆ ଏବଂ ପାହାଡ଼ିଆ ରାସ୍ତା ଦେଇ ଚାଲି ଚାଲି ଯାଇ ରୋଗୀଙ୍କ ଘର ନୀକଟ  ରେ ପହଂଚି ଥିଲେ ଏବଂ ସେଠାରୁ ରୋଗୀଙ୍କୁ ଗ୍ରାମବାସୀଙ୍କ ସହାୟତାରେ ଜଙ୍ଗଲି ରାସ୍ତା ଦେଇ ପ୍ରାୟ ୫ କି.ମି ପର୍ଯ୍ୟନ୍ତ ଭାରରେ ବୋହି ଆଣି ଆମ୍ବୁଲାନ୍ସ ନୀକଟରେ ପହଂଚାଇଲେ । ଏହାପରେ ଗର୍ଭବତୀ ଙ୍କୁ ଆମ୍ବୁଲାନ୍ସ ଯୋଗେ ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି । ଆମ୍ବୁଲାନ୍ସ କର୍ମଚାରୀ ମାନଙ୍କର ଏଭଳି ମହତ କାର୍ଯ୍ୟ ପାଇଁ ସଭିଏଁ ତାଙ୍କୁ ସାଧୁବାଦ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version