• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହାଲକ୍ଷ୍ମୀ ଯୁବକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ଦିବ୍ୟାଙ୍ଗଙ୍କୁ ଖାଦ୍ୟ ବଂଟନ

Proprietor Abhimanyu Maharana by Proprietor Abhimanyu Maharana
May 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମହାଲକ୍ଷ୍ମୀ ଯୁବକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ଦିବ୍ୟାଙ୍ଗଙ୍କୁ ଖାଦ୍ୟ ବଂଟନ
Share on FacebookShare on TwitterWhatsapp

କୋରାଇ,ରିପୋର୍ଟ / ରଶ୍ମିରେଖା ମଲ୍ଲିକ (ଓଡିଶା ତାଜା ନ୍ୟୁଜ୍‌ ) ମହାଲକ୍ଷ୍ମୀ ଯୁବକ ସଂଘ ପକ୍ଷରୁ ଖାଦ୍ୟ ବଂଟନ ,୭ ମଇ, ଗୁରୁବାର :- କୋରାଇ ବ୍ଲକ ଅନ୍ତର୍ଗତ ଜହ୍ନା ସ୍ଥିତ ମହାଲକ୍ଷ୍ମୀ ଯୁବକ ସଂଘ ପକ୍ଷରୁ କରୋନା ଯୋଦ୍ଧା ଓ ଦିବ୍ୟାଙ୍ଗଙ୍କୁ ଖାଦ୍ୟ ବଂଟନ କରାଯାଇଛି । ଗୁରୁବାର ମଧ୍ୟାହ୍ନରେ ଯୁବକ ସଂଘ ପରିସରରେ ସାମାଜିକ ଦୂରତା କ୍ରମେ ବିଜେପିର ଯୁବ ନେତା ବିକ୍ରମ ବିଶ୍ୱାଳଙ୍କ ତତ୍ୱାବଧନାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ସରପଂଚ ପ୍ରତିନିଧି ଲଲାଟେନ୍ଦୁ ନାୟକ, ସମିତିସଭ୍ୟ କ୍ଷୀରୋଦ ଦାସ ଯୋଗ ଦେଇଥିଲେ ।

ଏହି ଅବସରରେ ମହାମାରି କରୋନାକୁ ପ୍ରତିହତ କରିବା ଓ ଦକ୍ଷତାକୁ ସଠିକ ଭାବେ ସଂପାଦନା କରୁଥିବା ପାଣିକୋଇଲି ଥାନା ଅଧିକାରୀ ଅଜୟ କୁମାର ଜେନାଙ୍କୁ ସଂଘ ପକ୍ଷରୁ ଉତରୀଅ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ମାନିତ କରିଯିବା ସହିତ ଜହ୍ନା ଗ୍ରାମର ଆଶାକର୍ମୀ ମୀନତି ସାହୁଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଏତଦ ବ୍ୟତୀତ ଗ୍ରାମରେ ଥିବା ଦିବ୍ୟାଙ୍ଗଙ୍କୁ ସୁଖିଲା ଖାଦ୍ୟ ପୁଡିଆ ବଂଟନ କରା ଯାଇଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସଂଘ ପକ୍ଷରୁ କୁଳମଣି ରାଉତ, ପ୍ରାଣକୃଷ୍ଣ ବିଶ୍ୱାଳ, ଦୁର୍ଯ୍ୟୋଧନ ସାହୁ, ବାବଜୀ ବେହେରା, ପଦ୍ମନାଭ ବିଶ୍ୱାଳ, ଅଜିତ କୁମାର ମଲ୍ଲିକ, ଅରୁଣ କୁମାର କବି, ବାପୁ ସହୁ, ଚକ୍ରଧର ସାହୁ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version