• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ସୂଚନା ଓ ଲୋକସମ୍ପର୍କ ବିଭାଗରେ – ଅବସରକାଳୀନ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
February 2, 2022
in ଓଡ଼ିଶା, ମହାନଗର, ହୋମ୍
0
ଭୁବନେଶ୍ୱର ସୂଚନା ଓ ଲୋକସମ୍ପର୍କ ବିଭାଗରେ – ଅବସରକାଳୀନ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ଫେବ୍ରୁଆରୀ ବୁଧବାର ) ଭୁବନେଶ୍ୱର  :- ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗରୁ ଗତକାଲି ସରକାରୀ ଚାକିରୀରୁ ୫ ଜଣ ଅଧିକାରୀ ଏବଂ କର୍ମଚାରୀଙ୍କ ଅବସର ଗ୍ରହଣ ପରିପ୍ରେକ୍ଷୀରେ ଆଜି ଅପରାହ୍ଣରେ ବିଭାଗୀୟ କାର‌୍ୟ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅଧିକାରୀ ଡଃ.ଉମାକାନ୍ତ ମହାପାତ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର‌୍ୟ୍ୟରତ ଅତିରିକ୍ତ ରଚନା ଅଧିକାରୀ ଡଃ. ପ୍ରଶାନ୍ତ କୁମାର ପ୍ରହରାଜ, ଟିଭି ୟୁନିଟର କାର‌୍ୟ୍ୟକ୍ରମ ସଂଯୋଜକ ଶ୍ରୀ ପ୍ରଦୀପ କୁମାର ମହାନ୍ତି, ବିଭାଗର ଅନ୍ୟ ଦୁଇ କର୍ମଚାରୀ ଶ୍ରୀ ମାଗନ୍ତା ବେହେରା ଓ ସତ୍ୟାନନ୍ଦ ବିଶ୍ୱାଳ ଗତକାଲି ଅବସରଗ୍ରହଣ କରିଥିଲେ।

ବିଭାଗର କର୍ମଚାରୀ କଲ୍ୟାଣ କମିଟି ତରଫରୁ ଆଜି ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଅଧ୍ୟକ୍ଷତା କରିଥିଲେ । ଅନୁଷ୍ଠିତ ସଭାରେ ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ)ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଓ ଓଡିଶା ରିଭ୍ୟୁର ସଂପାଦକ ଡଃ.ଲେନିନ୍ ମହାନ୍ତି, ବିଭାଗର ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଯୋଗଦେଇ ଅବସରଗ୍ରହଣ କରିଥିବା ଉପରୋକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କର କାର‌୍ୟ୍ୟଦକ୍ଷତା ଏବଂ ନିଷ୍ଠାର ସହ ସେମାନେ କିପରି ନିଜ ନିଜ ସ୍ତରରେବିଭାଗ ତଥା ସରକାରୀ କାର‌୍ୟ୍ୟ ସୁଚାରୁରୂପେସମ୍ପାଦନ କରିଥିଲେ, ସେ ସମ୍ପର୍କରେ ପ୍ରକାଶ କରିଥିଲେ ।

ଉପ ନିର୍ଦ୍ଦେଶକ ପାହ୍ୟାରେ ଅବସ୍ଥାପିତ ରହି ଅବସରଗ୍ରହଣ କରିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅଧିକାରୀ ଡଃ. ମହାପାତ୍ର ତାଙ୍କ ବକ୍ତବ୍ୟରେ ବିଭାଗୀୟ କାର‌୍ୟ୍ୟକୁ ଅଧିକ କ୍ରିୟାଶୀଳ ଓ ପ୍ରଯତ୍ନର ସହ କରି ବିଭାଗର ସୁନାମ ବଜାୟ ରଖିବା ଏବଂ ଓଡିଶା ସୂଚନା ସେବା ପାହ୍ୟାର ଅଧିକାରୀମାନଙ୍କର କ୍ୟାଡର ପୁନର୍ଗଠନ କ୍ଷେତ୍ରରେ ତାଙ୍କର ସକ୍ରିୟ ଯୋଗଦାନ ସଂପର୍କରେ ତାଙ୍କର ଅଭିଜ୍ଞତା ଓ ଅଭିବ୍ୟକ୍ତି ପ୍ରକାଶ କରିଥିଲେ ।

ସେହିପରି ଅବସରଗ୍ରହଣ କରିଥିବା ଟିଭି ୟୁନିଟର କାର‌୍ୟ୍ୟକ୍ରମ ସଂଯୋଜକ ଶ୍ରୀ ମହାନ୍ତିଙ୍କର ପ୍ରତିଦିନ ରାଜ୍ୟ ସରକାରଙ୍କର ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକ୍ରମର ଦୃଶ୍ୟଶ୍ରାବ୍ୟ ସଂଗ୍ରହ ଓ ବିଭିନ୍ନ ଗଣମାଧ୍ୟମକୁ ପ୍ରେରଣ କରିବାଠାରୁ ଆରମ୍ଭ କରି କୋଭିଡ୍ ସ୍ଥିତିରେ ଲାଇଭ୍ କମନ ଫିଡ୍ ଓ ରଥ ଯାତ୍ରା ସମୟରେ ସିଧାପ୍ରସାରଣ କାର‌୍ୟ୍ୟରେ ତାଙ୍କର ସଂଯୋଜନା ଉଲ୍ଲେଖନୀୟ ରହିଥିଲା । ସହକାରୀ ରଚନା ଅଧିକାରୀ ଶ୍ରୀ ପ୍ରହରାଜ ଓ ଅନ୍ୟ କର୍ମଚାରୀ ଦ୍ୱୟ ମଧ୍ୟ ବିଭାଗ ପ୍ରତି କିପରି ନିଷ୍ଠା ଓ ଅନୁରକ୍ତିର ସହ କାର‌୍ୟ୍ୟ ସଂପାଦନ କରିଥିବା ସଂପର୍କରେ କରି ନିଜ ନିଜର ଅନୁଭୂତି ବଖାଣିଥିଲେ । ବିଭାଗର ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଗୀତା, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନପୂର୍ବକ ସମ୍ବର୍ଦ୍ଧିତ କରି ସମସ୍ତଙ୍କର ଅବସରକାଳୀନ ସୁସ୍ଥ, ନିରାମୟ ଓ ଦୀର୍ଘ ଜୀବନ କାମନା କରିଥିଲେ ।

ଅନୁଷ୍ଠିତ ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗର ସମସ୍ତ ଯୁଗ୍ମ ଶାସନ ସଚିବ, ସମସ୍ତ ଯୁଗ୍ମ ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକ ଓ ଅନ୍ୟ ସମସ୍ତ ବରିଷ୍ଠ ପଦାଧିକାରୀ, ଉପ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । କୋଭିଡ୍ କଟକଣା ମଧ୍ୟରେ ଏହି ସଭା ଅନୁଷ୍ଠିତ ହୋଇଥିଲା । ପ୍ରକାଶ ଥାଉକି, ଗତକାଲି ସୂଚନା ଓ ଲୋକସମ୍ପର୍କ କେନ୍ଦ୍ରାଂଚଳ ଉପନିର୍ଦ୍ଦେଶକ ଶ୍ରୀ ଅଶୋକ କୁମାର ଷଡଙ୍ଗୀ ମଧ୍ୟ ଅବସରଗ୍ରହଣ କରିଥିଲେ ଓ ଏହି ପରିପ୍ରେକ୍ଷୀରେ ଏକ କଟକ ଜିଲ୍ଲା ପ୍ରଶାସନ ତରଫରୁ କଟକରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

August 14, 2026
‘ହର ଘର ତ୍ରିରଙ୍ଗା’ ପାଇଁ ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

‘ହର ଘର ତ୍ରିରଙ୍ଗା’ ପାଇଁ ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

August 14, 2026
ମାଲକାନଗିରିରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ : ବିଶାଳ ପଦଯାତ୍ରା ଓ ବିଏସଏଫ ବାଇକ ରାଲିରେ ପ୍ରକମ୍ପିତ ହେଲା ସହର

ମାଲକାନଗିରିରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ : ବିଶାଳ ପଦଯାତ୍ରା ଓ ବିଏସଏଫ ବାଇକ ରାଲିରେ ପ୍ରକମ୍ପିତ ହେଲା ସହର

August 14, 2026
ସ୍ଵାଭିମାନ ଅଞ୍ଚଳରେ ନିଶାମୁକ୍ତ ଭାରତ ଅଭିଯାନ : ନିଶାମୁକ୍ତ ସମାଜ ଓ ବିକଳ୍ପ ଜୀବିକା ଗଠନ ପାଇଁ ଜିଲ୍ଲାପାଳଙ୍କ ଆହ୍ଵାନ

ସ୍ଵାଭିମାନ ଅଞ୍ଚଳରେ ନିଶାମୁକ୍ତ ଭାରତ ଅଭିଯାନ : ନିଶାମୁକ୍ତ ସମାଜ ଓ ବିକଳ୍ପ ଜୀବିକା ଗଠନ ପାଇଁ ଜିଲ୍ଲାପାଳଙ୍କ ଆହ୍ଵାନ

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

August 14, 2026
‘ହର ଘର ତ୍ରିରଙ୍ଗା’ ପାଇଁ ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

‘ହର ଘର ତ୍ରିରଙ୍ଗା’ ପାଇଁ ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version