• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ଖସିଲା କରୋନା ଗ୍ରାଫ୍ : ୨୪ ଘଣ୍ଟା ମଧ୍ୟରେ ଆଉ ୧୪୯୭ କରୋନା ଆକ୍ରାନ୍ତ ଚିହ୍ନଟ

Proprietor Abhimanyu Maharana by Proprietor Abhimanyu Maharana
February 7, 2022
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ରାଜ୍ୟରେ ଖସିଲା କରୋନା ଗ୍ରାଫ୍  : ୨୪ ଘଣ୍ଟା ମଧ୍ୟରେ ଆଉ ୧୪୯୭ କରୋନା ଆକ୍ରାନ୍ତ ଚିହ୍ନଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୭ ଫେବ୍ରୁଆରୀ ସୋମବାର ) ଭୁବନେଶ୍ୱର :- ରାଜ୍ୟ କରୋନା ସଂକ୍ରମଣ ଯେତିକି ଯେତିକି ତଳକୁ ଖସୁଛି ମୃତ୍ୟୁ ସଂଖ୍ୟା ସେତିକି ବଢୁଛି। ସଂକ୍ରମଣ ଗ୍ରାଫ୍‌ ତଳମୁହାଁ ହେଉଥିବା ବେଳେ ବର୍ଦ୍ଧିତ ମୃତ୍ୟୁ ହାର ଚିନ୍ତାର କାରଣ ପାଲଟିଛି। ଗତ ୨୪ ଘଣ୍ଟାରେ ଆଉ ୧୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରେ ୧୮ବର୍ଷରୁ କମ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୮୩୦୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୩୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୫୧ ଜଣ, ସୁନ୍ଦରଗଡ଼ରୁ ୧୦୧ ଜଣ, ଝାରସୁୁଗୁଡ଼ାରୁ ୭୫ ଜଣ, ଅନୁଗୁଳରୁ ୭୧ ଜଣ, କଟକରୁ ୬୯ ଜଣ,କୋରାପୁଟରୁ ୬୬ ଜଣ, ଯାଜପୁରରୁ ୬୪ ଜଣ, ଦେବଗଡ଼ରୁ ୬୨ ଜଣ, ସମ୍ବଲପୁରରୁ ୫୯ ଜଣ, ନୟାଗଡ଼ରୁ ୫୬ ଜଣ, ରାୟଗଡ଼ାରୁ ୫୨ ଜଣ,ବାଲେଶ୍ବରରୁ ୫୦ ଜଣ, ଗଜପତିରୁ ୪୫ ଜଣ, କେନ୍ଦୁଝରରୁ ୪୨ ଜଣ, କଳାହାଣ୍ଡିରୁ ୩୮ଜଣ, ପୁରୀ ୩୭ ଜଣ, ମୟୂରଭଞ୍ଜରୁ ୩୫ ଜଣ,ନବରଙ୍ଗପୁରରୁ ୩୪ ଜଣ, ବୌଦ୍ଧରୁ ୩୨ ଜଣ, କନ୍ଧମାଳରୁ ୩୧ ଜଣ,ଢ଼େଙ୍କାନାଳରୁ ୨୭ ଜଣ,ଜଗତସିଂହପୁରରୁ ୨୪ ଜଣ,ନୂଆପଡ଼ାରୁ ୨୩ ଜଣ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ ଲେଖାଁଏ,କେନ୍ଦ୍ରାପଡ଼ାରୁ ୧୬ ଜଣ, ଗଞ୍ଜାମରୁ ୮ ଜଣ, ମାଲାକନଗିରିରୁ ୭ ଜଣ, ସୋନପୁରରୁ ୬ ଜଣ ଏବଂ ଷ୍ଟେଟ୍ ପୁଲ୍‌ରୁ ୫୩ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୮୩୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୩୭୯୭୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୦୪୩୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version